-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

କେଦାରନାଥ କଳା-ସାହିଦ୍ୟ ସଂସଦର ଗଙ୍ଗାଧର ଜୟନ୍ତୀ ସମାରୋହ

11-Aug-2024



  ବରଗଡ଼/ଅମ୍ବାଭୋନା:(ନିରଞ୍ଜନ ତ୍ରିପାଠୀ)-ଅଦ୍ୟ ରବିବାର ଦିନ କେଦାରନାଥ କଳା-ସାହିଦ୍ୟ ସଂସଦ ଏବଂ ସମ୍ବାଦ ସାହିତ୍ୟ ଘର,ଅମ୍ବାଭୋନା ଶାଖାର ମିଳିତ ଆନୁକୁଲ୍ୟରେ କେଦାରନାଥ ମନ୍ଦିର ପ୍ରାଙ୍ଗଣରେ "ସ୍ବଭାବ କବି ଗଙ୍ଗାଧର ମେହେର ସ୍ମୃତି ସମାରୋହ" ଦିବା ନଅ ଘଟିକା ସମୟରେ ଅନୁଷ୍ଠିତ ହୋଇଥିଲା। ପ୍ରାରମ୍ଭରେ ଉପସ୍ଥିତ ଅତିଥି ବୃନ୍ଦ ଓ ସାଂସଦ ମାନଙ୍କ ଗହଣରେ ମାଁ ସରସ୍ବତୀ ତଥା ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଫଟୋଚିତ୍ର ଉପରେ ପୁଷ୍ପ ମାଲ୍ୟାର୍ପଣ,ଦୀପ ପ୍ରଜ୍ଜ୍ବଳନ ପୂର୍ବକ ଶୁଭାରମ୍ଭ କରାଯାଇଥିଲା।ଶ୍ରୀଯୁକ୍ତ ସୀତାରାମ ରଥଙ୍କ ସଭାପତିତ୍ୱରେ  କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟ ସାହିତ୍ୟ ଆସରକୁ ସଂଯୋଜନା କରିଥିଲେ ଶ୍ରୀମାନ ସୁଲଳିତ ପାତ୍ର। ଗଙ୍ଗାଧରୀୟ ସଙ୍ଗୀତ ଗାନ କରିଥିଲେ ଶ୍ରୀ ଶୁକ୍ରୁ ଦେହେରୀ ସହଯୋଗ କରିଥିଲେ ଶ୍ରୀ ନିମାଇଁ କାଲୋ ଓ ଅନ୍ୟାନ୍ୟ କଳାକାର ବୃନ୍ଦ । ଶ୍ରୀମତୀ ସୁଦ୍ରୁମା ପଣ୍ଡା,ଶ୍ରୀମାନ ଦୟାସାଗର ପଟେଲ,ଶ୍ରୀ ମଙ୍ଗଳ ସିଂ ଗଣ୍ଡ, ବ୍ରହ୍ମଚାରୀ ବେହେରା,ସୋମନାଥ ବେହେରା,ଶ୍ରୀମତୀ ଲୀଳାବତୀ ବେହେରା,ଶ୍ରୀ ବୈଷ୍ଣବ ଭୋଇ ପ୍ରମୁଖ ସ୍ବରଚନାବଳୀ ପାଠ କରିଥିଲେ।ସଭାପତିଙ୍କ ଅଭିଭାଷଣ ପରେ ପରେ ଦ୍ବିତୀୟ ଅଧିବେଶନ ଆରମ୍ଭରେ  ମୁଖ୍ୟ ଅତିଥି  ଶ୍ରୀଯୁକ୍ତ ନରେନ୍ଦ୍ର ପଧାନ (ଅବସରପ୍ରାପ୍ତ ପ୍ରାଧ୍ୟାପକ,କେନ୍ଦୁଝର ମହାବିଦ୍ୟାଳୟ) ମୁଖ୍ୟବକ୍ତା ଶ୍ରୀମତୀ ଡ: ସଂଘମିତ୍ରା ମିଶ୍ର (ଅଧ୍ୟାପିକା,ପାର୍ବତୀ ଗିରି ମହିଳା ମହାବିଦ୍ୟାଳୟ, ବରଗଡ଼) ଯୋଗଦାନ ପୂର୍ବକ ଗଙ୍ଗାଧର ମେହେର ସ୍ମୃତି ସମାରୋହ ଅନୁଷ୍ଠିତ ହୋଇଥିଲା।ମେହେର ସାହିତ୍ୟରେ କୃଷକ ସଙ୍ଗୀତ ଉପରେ ପ୍ରାକ୍‌ ବକ୍ତବ୍ୟ ରଖିଥିଲେ ଅବସରପ୍ରାପ୍ତ ଶିକ୍ଷକ ସୁଲଳିତ ପାତ୍ର।ମୁଖ୍ୟବକ୍ତା ଶ୍ରମତୀ ମିଶ୍ର ତାଙ୍କ  ଅଭିଭାଷଣରେ "ଆସ ଗଙ୍ଗାଧର ଙ୍କୁ ପଢ଼ିବା" ସମ୍ପର୍କରେ ଅନ୍ତର୍ନିହିତ ଭାବନାର ଏକ ହୃଦୟଗ୍ରାହୀ ଆଲୋକପାତ କରିଥିଲେ। ତାପରେ ମୁଖ୍ୟଅତିଥି ଶ୍ରୀ ପଧାନ ଗଙ୍ଗାଧର ମେହେର ସାହିତ୍ଯ କୃତିର ବିଭିନ୍ନ ଦିଗରେ ନିଜସ୍ୱ ମତ ପ୍ରତିପାଦନ କରିଥିଲେ। ଏହି କାର୍ଯ୍ୟକ୍ରମର ଅନ୍ତିମ ପର୍ଯ୍ୟାୟରେ ଉଦ୍‌ଯାପନି ସଙ୍ଗୀତ ଗାନ କରିଥିଲେ ଶ୍ରୀ ଶୁକ୍ରୁ ଦେହେରୀ ଓ କୃଷ୍ଣଚନ୍ଦ୍ର ସାହୁ ସହଯୋଗ କରିଥିଲେ ଶ୍ରୀମାନ ବିଦ୍ୟାଧର ପଶାୟତ। ଧନ୍ୟବାଦ ଅର୍ପଣ କରିଥିଲେ ଭଟଲିସ୍ଥିତ ବରିଷ୍ଠ ନାଗରିକ କମିଟୀର ମୁଖ୍ଯ ଶ୍ରଯୁକ୍ତ ଜଗଦୀଶ ସାହୁ।।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like