-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||     

HOME   ଜିଲ୍ଲା

ବରିଷ୍ଠ ସମାଜ ସେବି ପ୍ରଫୁଲ୍ଲ ମାଝୀ ଙ୍କ ପରଲୋକ, ଅଞ୍ଚଳ ରେ ଶୋକାକୁଳ ପରିବେଶ।

11-Aug-2024



କଳାହାଣ୍ଡି ,କୋକସରା (ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଲଡୁଗାଁ ଗ୍ରାମ ର ଗୌନ୍ତିଆ ପ୍ରଫୁଲ୍ଲ ଚନ୍ଦ୍ର ମାଝୀ (୮୫) ଙ୍କ ଶନିବାର ରାତିରେ ନିଜ ଲଡୁଗାଁ ସ୍ଥିତ ବାସଭବନ ରେ ପରଲୋକ ଗମନ ହୋଇଛି। ସେ ଏକାଧାରରେ ଜଣେ ବରିଷ୍ଠ ସମାଜସେବୀ,କର୍ତବ୍ୟନିଷ୍ଠ ମେଳାପୀ ପରୋପକାରୀ ବ୍ୟକ୍ତି ବିଶେଷ ଭାବେ କୋକସରା ଅଞ୍ଚଳ ରେ ଜଣାଶୁଣା ଥିଲେ। ଲଡୁଗାଁ ର ଅନେକ ଶିକ୍ଷାନୁଷ୍ଠାନ, ସାମାଜିକ ଅନୁଷ୍ଠାନ ପାଇଁ ସେ ଜମିଦାନ କରିବା ସହ ଲଡୁଗାଁ ଅଞ୍ଚଳ ର ପ୍ରତ୍ୟେକ ସାମାଜିକ, ଶିକ୍ଷାନୁଷ୍ଠାନ ଅନୁଷ୍ଠାନ ସହିତ ଜଡିତ ରହି ନିଜର କର୍ତ୍ତବ୍ୟ ସମ୍ପାଦନ କରିଥିଲେ। ସେ ଜଣେ ଆଦିବାସୀ ସମ୍ପ୍ରଦାୟର ବରିଷ୍ଠ ସମାଜସେବୀ ଭାବେ ସମାଜ ପାଇଁ ସେ ଉତ୍ସର୍ଗୀକୃତ ମନୋଭାବ ରଖି ସେବା ଯୋଗାଇ ଦେଇ ଆସୁଥିଲେ। ଆଜି ତାଙ୍କ ମର ଶରୀର କୁ କୋକସରା ଓ ଲଡୁଗାଁ ଅଞ୍ଚଳ ର ଶତାଧିକ ଲୋକେ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଗାଁ ସ୍ମଶାନ ରେ ତାଙ୍କ ଦୁଇ ପୁଅ ମଦନ ମାଝୀ ଓ ଭଗବାନ ମାଝୀ ମୁଖାଗ୍ନି ଦେଇଥିଲେ। ତାଙ୍କ ଶବଧାର ରେ ଅନେକ ଜନ ପ୍ରତିନିଧ,ଶିକ୍ଷାବିଦ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ସାମିଲ ହୋଇଥିଲେ।ତାଙ୍କ ପରଲୋକ ରେ କୋକସରା ବ୍ଲକ ଅଞ୍ଚଳ ରେ ବିଭିନ୍ନ ମହଲ ରୁ ଶୋକ ସନ୍ଦେଶ ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026

You Might Also Like