-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ପୁନଃଉଦ୍ଧାର ହେବ ପୁରାତନ ଆଶ୍ରକନ୍ୟା ଗୁରୁକୁଳ ବିଦ୍ୟାପୀଠ ବାର୍ଷେଡ଼ି

12-Aug-2024



ଟିକାବାଲି (ରମେଶ ପଣ୍ଡା): କନ୍ଧମାଳ ଜିଲ୍ଲା ଟିକାବାଲି ବ୍ଲକ ଗାର୍ଡିଙ୍ଗିଆ ଗ୍ରାମ ପଂଚାୟତ ରେ ଥିବା ପୁରାତନ ଆଶ୍ରକନ୍ୟା ଗୁରୁକୁଳ ବିଦ୍ୟାପୀଠ ବାର୍ଷେଡ଼ି ଆଶ୍ରମ ପୁନଃଉଦ୍ଜୀବିତ ଉଦ୍ଦେଶ୍ୟରେ ସ୍ଥାନୀୟ ସରପଞ୍ଚ ଜିତେନ୍ଦ୍ର ମଳିକଙ୍କ ସଭାପତିତ୍ୱ ରେ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଛି l 
ସୂଚନା ଅନୁସାରେ ଏହି ବିଦ୍ୟାପୀଠଟି 1975 ମସିହାରୁ ପ୍ରଥମେ କ. ନୂଆଗାଁ ବ୍ଲକ ସ୍ଥିତ ତପବନ ଆଶ୍ରମ  ସହିତ  ଯୋଗାସୂତ୍ର ରଖି ଗାର୍ଡିଙ୍ଗିଆ ଗ୍ରାମ ପଞ୍ଚାୟତ ରେ ମଧ୍ୟ୍ୟ ଏପରି ଏକ ଆଶ୍ରମ କରିବା ପାଇଁ ମୁଖ୍ୟ ସୂତ୍ରଧର ସାଜିଥିଲେ ପୂର୍ଵତନ ସରପଞ୍ଚ ତଥା ଅଞ୍ଚଳ ର ବିଶିଷ୍ଟ ବ୍ୟକ୍ତି ଜଗନ୍ନାଥ ମଳିକ, ରଘୁନାଥ ମଳିକ, ଗଣେଶ୍ୱର ପ୍ରଧାନ, ଶତ୍ରୁଘନ ମଳିକଙ୍କ ଆପ୍ରାଣ ଉଦ୍ୟମ ଓ ପ୍ରଚେଷ୍ଟାରେ ପ୍ରଥମେ ଆରମ୍ଭ କରାଯାଇଥିଲା ଏକ ଝlଟିମାଟି ଚାଲଛପର ଗୁରୁକୁଳ ଆଶ୍ରମ ବିଦ୍ୟାଳୟ, ଏବଂ 1980 ମସିହାରେ ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲା ସ୍ଥିତ ବେଦବ୍ୟାସ ଆଶ୍ରମରୁ ପଣ୍ଡିତ ଧନେଶ୍ୱର ବେହେରାଙ୍କ କରକମଳରେ ପ୍ରଥମ ଉଦଘାଟନ କରାଯାଇଥିଲା ଏବଂ ସେହି ବର୍ଷ ଅଗଷ୍ଟ 3 ତାରିଖ ଦିନ ଠାରୁ ବିଦ୍ୟାଳୟରେ ଛାତ୍ରୀ ମାନଙ୍କ ନାମ ଲେଖା ସହିତ ପାଠ ପଡା ଆରମ୍ଭ କରାଗଲା l ଠିକ ଦୁଇ ବର୍ଷ ପରେ ଅର୍ଥାତ 1982ମସିହା ରେ ଛାତ୍ରୀ ନିବାସୀ ପାଇଁ ସରକାର ମଞ୍ଜୁରୀ ପ୍ରଦାନ କଲେ, ଏପରି କିଛି ବର୍ଷ  ନିୟମିତ ପାଠ ପଡା ଚାଲିଲା ଏବଂ ଜଣେ  ସରକାରୀ ପ୍ରଧାନ ଶିକ୍ଷକ ଭାବରେ ଶ୍ରୀ ବାଞ୍ଛାନିଧି ପ୍ରଧାନ ବିଦ୍ୟାଳୟ ର ଦାୟିତ୍ୱ ଗ୍ରହଣ କଳା ପରେ, ହଟାତ କିପରି ଓ କାହିଁକି ଆଶ୍ରମ ବନ୍ଦ ହୋଇଗଲା ତାର କୌଣସି ସଠିକ ତଥ୍ୟ ମିଳିଲା ନାହିଁ l ତେଣୁ ଆଜି ଅଞ୍ଚଳ ର ସମସ୍ତ ଶିକ୍ଷିତ ଯୁବକ ଶିକ୍ଷା ପ୍ରେମି ପୁଣି ସେହି ଅନୁଷ୍ଠାନ ଟିକୁ କିପରି ପୂର୍ଵ ପରି ନିୟମିତ ଚାଲୁ ହୋଇ ପାରିବ ସେ ନେଇ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିବା ର ଦେଖିବା କୁ ମିଳିଛି l
ଆଜିର ଏହି ଆଲୋଚନା ଚକ୍ର ରେ ଭୁବନେଶ୍ୱର ପିପୁଲ ଫରୱାଡ଼ ଫାଉଣ୍ଡେସନ ର ସମ୍ପାଦକ ଶ୍ରୀ ସତ୍ୟଜିତ ବରୁଆ, ,ଉପସଭାପତି ଶ୍ରୀ ପ୍ରଣୟ କୁମାର ମହାପାତ୍ର,ଅଞ୍ଚଳ ର ପୂର୍ଵତନ ସ୍ୱତନ୍ତ୍ର ଆଦିବାସୀ ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶ୍ରୀ ରଦନ ମଳିକ କୋରାପୁଟ ଜିଲ୍ଲାର କୁଦୁଲି ଗୁରୁକୁଳ ଆଶ୍ରମ ର ମନୁଦେବ ଗୁରୁଜୀ, ଡ଼ଃ ଜଳେନ୍ଦ୍ର ତ୍ରିପାଠୀ ,ଅମିତ ଆଚାର୍ଯ୍ୟ, ବୈକୁଣ୍ଟ ଆଚାର୍ଯ୍ୟ, ସାମାଜିକ କର୍ମୀ ବନିତା ପରିଡ଼ା, ସମିତି ସଭ୍ୟ ଆଲଫାନ ପ୍ରଧାନ, ୱାର୍ଡ ସଭ୍ୟା ମିନାକ୍ଷୀ ପ୍ରଧାନ, ତର୍ମିକା ପ୍ରଧାନ, ସସ୍ମିତା ଦେହୁରୀ, ଶିବରାମ ପ୍ରଧାନ, ଗୌର ଚନ୍ଦ୍ର ପ୍ରଧାନ, ଏହା ସହିତ ପୂର୍ଵ ତନ ଆର୍ଯ୍ୟ ସମାଜ ସଭାପତି ଶ୍ରୀ ରାଧାନାଥ ମଳିକ, ସୁରାଜ ପ୍ରଧାନ ଦେବେନ୍ଦ୍ର ଦିଗାଲ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like