-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ନୂଆପଡା ଜିଲ୍ଲାପାଳ ଭାବେ ମଧୁସୂଦନ ଦାଶଙ୍କ ଯୋଗଦାନ ତଥା ଜିଲ୍ଲା ସ୍ୱାସ୍ଥ୍ୟ କେନ୍ଦ୍ରର ଆହାର କେନ୍ଦ୍ରରେ ଭୋଜନ l

12-Aug-2024



ନୂଆପଡା (ରାମନାଥ ପଣ୍ଡା) 
ନୂଆପଡା ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ମଧୁସୂଦନ ଦାଶ ଗତ କାଲି ଯୋଗଦାନ କରି ଦାୟିତ୍ୱ ଗ୍ରହଣ କରିଛନ୍ତି ! ଜିଲ୍ଲାପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତା, ଜିଲ୍ଳା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଧର ଧରୁଆ, ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ ପୁଷ୍ପଗୁଚ୍ଛ ଦେଇ ତାଙ୍କୁ ସ୍ୱାଗତ   କରିଥିଲେ l ଏହାପରେ 
ଓସୱାନ ସଭାଗୃହରେ ବିଭିନ୍ନ ଅଧିକାରୀଙ୍କ ସହ ସରକାର ଙ୍କ ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ର ସମୀକ୍ଷା କରିବା ସହିତ ସମଗ୍ର ଜିଲ୍ଲାରେ ଏହାର ବ୍ୟାପକ ପଚାର ପ୍ରସାର କରି ଏଥିରେ ଜନସାଧାରଣଙ୍କୁ   ସାମିଲ କରି ବହୁ ସଂଖ୍ୟlରେ ସେଲ୍ଫି ଅପଲୋଡ଼ କରିବା ପାଇଁ ପଦକ୍ଷେପ ନେବାକୁ ଉତ୍ସାହିତ କରିଥିଲେ l ସମସ୍ତ ଅଧିକାରୀ ତଥା କର୍ମଚାରୀ ମାନେ ଜନସାଧାରଣଙ୍କ ସେବକ ହିସାବରେ କାର୍ଯ୍ୟ କରି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମସ୍ତ କଲ୍ୟାଣକାରି ଯୋଜନାର ଲାଭ ସମାଜର ତଳସ୍ତର ପର୍ଯ୍ୟନ୍ତ ପହଞ୍ଚାଇବା ପାଇଁ ଦିଗଦର୍ଶନ ଦେଇଥିଲେ l ଜିଲ୍କାର ସମସ୍ତ ଉନ୍ନୟନ କାର୍ଯ୍ୟର ପ୍ରଚାର ପ୍ରସାର ଏବଂ ଜନସାଧାରଣଙ୍କ ଅଭାବ ଅସୁବିଧା ସବୁକୁ ମିଡ଼ିଆ ମାଧ୍ୟମରେ ଉଜାଗର କରିବା ନିମିତ୍ତ ସାମ୍ବାଦିକ ମାନଙ୍କ ସାହାଯ୍ୟ ସହଯୋଗ ଲୋଡିବା ପାଇଁ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡାଙ୍କୁ ପରାମର୍ଶ ଦେଇଥିଲେ l ପରେ ନୂଆପଡା  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ବିଭିନ୍ନ ବିଭାଗ ପରିଦର୍ଶନ କରିବା ସହ ଜିଲ୍କା ମୁଖ୍ୟ ଚିକିତ୍ସା ଅଧିକାରୀ ଏବଂ ଡାକ୍ତର ମାନଙ୍କ ସହ ବିଭିନ୍ନ ସମସ୍ୟା ସମ୍ପର୍କ ରେ ପଚାରି ବୁଝିଥିଲେ ! ଏଥିସହ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିବା ରୋଗୀ ଓ ପରିଜନଙ୍କୁ ବିଭିନ୍ନ ୱାର୍ଡ ରେ ସାକ୍ଷାତ କରି ସରକାରଙ୍କ ପକ୍ଷରୁ ଦିଆ ଯାଉଥିବା ସ୍ୱାସ୍ଥ୍ୟ ସୁବିଧା ସମ୍ପର୍କରେ ପଚାରି ବୁଝି ଥିଲେ l ଆହାର କେନ୍ଦ୍ରକୁ ଯାଇ ଖାଦ୍ୟର ମାନ ପରୀକ୍ଷା ପାଇଁ ନିଜେ ଖାଇଥିଲେ lକାର୍ଯ୍ୟରତ ଡାକ୍ତର ଓ ନର୍ସ ମାନଙ୍କୁ ନିଃସ୍ଵାର୍ଥପର ଭାବରେ ରୋଗୀ ସେବା କରି  ସରକାରଙ୍କ ତରଫରୁ ଦିଆଯାଉଥିବା ସମସ୍ତ ମାଗଣା ସୁବିଧା ସୁଯୋଗ ଯୋଗାଇଦେବାପାଇଁ ପରାମର୍ଶ ଦେଇଥିଲେ l ଜିଲ୍ଲାପାଳଙ୍କ ପ୍ରଥମ ଦିବସର କାର୍ଯ୍ୟଶୈଳୀକୁ ଜନସାଧାରଣ ପସନ୍ଦ କରିଛନ୍ତି ଏବଂ ଆଗାମୀ ଦିନରେ ଜିଲ୍ଲାର ସାମଗ୍ରିକ ଉନ୍ନତି ଆଶା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like