-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||     

HOME   ଜିଲ୍ଲା

ସିନ୍ଧେକେଲାରେ ସଂକୁଳସ୍ତରୀୟ ଜ୍ଞାନ ବିଜ୍ଞାନମେଳା ଅନୁଷ୍ଠିତ

12-Aug-2024



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ): ରବିବାର ଦିନ ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ସିନ୍ଧେକେଲା ଠାରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ସମାରୋହରେ ସିନ୍ଧେକେଲା ସମିତି ସଭ୍ୟ ଭୋଲାନାଥ ବେହେରା ମୂଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ସଭାପତି ଚୋଖେଲାଲ ପ୍ରଧାନୀ ସମ୍ପାଦକ ଅଶୋକ କୁମାର ସାହୁ ସଂକୁଳ ସଂଯୋଜକ ଶ୍ୟାମସୁନ୍ଦର ମହାପାତ୍ର ଉପସ୍ଥିତ ଥିଲେ, ପ୍ରଧାନ ଆଚାର୍ଯ୍ୟ ବିଷ୍ଣୁ ପ୍ରସାଦ ପୂଜାରୀ ଅତିଥି ପରିଚୟ ଓ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ସମାରୋପ କାର୍ଯ୍ୟକ୍ରମ ରେ ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତିର କନିଷ୍ଠ ଯନ୍ତ୍ରୀ ତଥା ଜାତୀୟ ପୁରସ୍କାର ପ୍ରାପ୍ତ

ବୈଜ୍ଞାନିକ ମିହିର କୁମାର ପଣ୍ଡା ମୁଖ୍ୟବକ୍ତା ଭାବରେ ଯୋଗଦାନ କରିଥିଲେ । ଏହି ଜ୍ଞାନ ବିଜ୍ଞାନ ମେଳାରେ ଟିଟିଲାଗଡ଼ ସଂକୁଳ ଅନ୍ତର୍ଗତ ୯ଟି ବିଦ୍ୟାଳୟର ମୋଟ ୧୯୮ ଭାଇ ଭଉଣୀ ଅଂଶଗ୍ରହଣ କରିଥିଲେ। ବିଦ୍ୟାଳୟ ଯୁଗ୍ମ ସଂପାଦକ ଭଜମନ ବିଶ୍ବାଳ ଧନ୍ୟବାଦ ଅର୍ପଣ କରିଥିଲେ । ମଞ୍ଚ ପରିଚାଳନା ଜୟ ଶଙ୍କର ସିଂଦେଓ କରିଥିବା ବେଳେ ସମସ୍ତ ଗୁରୁଜୀ ଗୁରୁମା ସେବକ ସେବିକା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026

You Might Also Like