-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||     

HOME   ରାଜ୍ୟ

ରବୀନ୍ଦ୍ରନାଥ ଠାକୁର ଙ୍କ ଶ୍ରଦ୍ଧାଂଜଳି ଦିବସ ପାଳିତ

12-Aug-2024



କଟକ(ପ୍ରେରଣା ଖବର): ରବିଦ୍ରନାଥ ଠାକୁର ଏକାଧାରାରେ ଜଣେ ସ୍ଵାଧୀନତା ସଂଗ୍ରାମୀ, କବି, ଚିତ୍ରଶିଳ୍ପୀ, ନାଟ୍ୟକାର, କଥା ଶିଳ୍ପୀ ଓ ସମାଜ ସଂସ୍କାରକ ଥିଲେ।କେବଳ ଭାରତ ବର୍ଷରେ ନୁହେଁ ସମଗ୍ର ଏସିଆ ମହାଦେଶର ସେହିଁ ପ୍ରଥମ ସlହିତ୍ୟ ସାଧନା ପାଇଁ ନୋବେଲ ପୁରସ୍କାର ପ୍ରାପ୍ତ କରିଥିଲେ।ପ୍ରଚଣ୍ଡ ସ୍ଵାଭିମାନୀ ହୋଇ ଜlଲିୱାନl ୱାଲl  ହତ୍ୟାକାଣ୍ଡ ସମୟରେ ସେ ସେ ପାଇଥିବା ବ୍ଲlକ୍ ହୁଡ୍ ପୁରସ୍କାରକୁ ପ୍ରତ୍ୟାଖ୍ୟାନ କରିଥିଲେ। ଏହା କୁଜଙ୍ଗ ବ୍ଲକ ଅନ୍ତର୍ଗତ ପlଣ୍ଡୁଆ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିବା ବିଶ୍ବ କବି ରବୀନ୍ଦରନାଥ ଠାକୁର ଙ୍କ ଶ୍ରଦ୍ଧାଂଜଳି ଦିବସ ଉପଲକ୍ଷେ ଆୟୋଜିତ ହୋଇଥିବା ସମାବେଶରେ ନିମନ୍ତ୍ରିତ ହୋଇଥିବା ଅତିଥି ମାନେ ବକ୍ତବ୍ୟ ଦେଇଥିଲେ।  ପ୍ରଥମେ ସ୍କୁଲ ର ଅଧ୍ୟକ୍ଷ ଦେବାଶିଷ ଲେଙ୍କା ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ।।ଉତ୍କଳ ଗ୍ରାମ୍ୟ ସ୍ବରାଜ ର ସଭାପତି ବ୍ରହ୍ମାନନ୍ଦ ମହାନ୍ତି ଙ୍କ ଅଧ୍ୟକ୍ଷତlରେ ଆୟୋଜିତ ହେଇଥିବା ସଭାରେ ମୁଖ୍ୟ ଅତିଥି ଭାବେ ସାହିତ୍ୟ ସମାଜର ଉପସଭାପତି ଜିବନାନଦ ଅଧିକାରୀ ,ମୁଖ୍ୟ ବକ୍ତା ଭାବେ ଲେଖିକା ସ୍ତମ୍ଭକାର ମୀରା ବେଉରା, ବିଷିଷ୍ଟ ଅତିଥିଭାବେ ପଲlଗାୟକ ନାରାୟଣ ମହାରଣା ଓ ସମ୍ମାନିତ ଭାବେ ଭlଗ୍ୟଧର ସ୍ୱାଇଁ, ସାହିତ୍ୟିକ

ଗୌରାଙ୍ଗ ଚରଣ ଦାସ, ଡ. ଜ୍ୟୋତିର୍ମୟୀ ମହାନ୍ତି, ଚରଣଚନ୍ଦ୍ର ଦାସ, ଜୟନ୍ତୀ ବାରିକ,ରlଜ କିଶୋର ସ୍ୱାଇଁ, ଡ. ନୃସିଂହ ଚରଣ ବେହେରା, କଲ୍ୟାଣୀ ନାୟକ, ରବୀନ୍ଦ୍ର କୁମାର ମହାପାତ୍ର,ଦ. ତପନ ଦତ୍ତ, ନିମାଇଁ ଚରଣ ସ୍ୱାଇଁ, ଦିଲୀପ କୁମାର ବାରିକ, ସୁବୋଧ ପରିଡା ଅଞ୍ଜନ କୁମାର, ବଣ୍ଟି ବାବୁ ପ୍ରମୁଖ ଠାକୁରଙ୍କ ସ୍ମୃତି ଚାରଣକରି  ସ୍କୁଲ୍ ଛାତ୍ର ଛାତ୍ରୀ ମାନଙ୍କୁ  ସାହସୀ ଓ ଦୃଢ ସଂକଳ୍ପ ହୋଇ ଦେଶ ଓ ସମାଜ ଗଠନରେ ବ୍ରତୀ ହେବାକୁ କହିଥିଲେ।ସାଧନା ମହାନ୍ତି, ଅଙ୍କିତା ବିଶ୍ଵାଳ ବର୍ଷରlଣି ଦାସ, ଶ୍ୱେତପଦ୍ମା ନାୟକ ପ୍ରମୁଖ ମିଳିତ ଜାତୀୟ ସଙ୍ଗିତ ଗାନ କରିଥିଲେ। ମନୋଜ ରାଉତ୍, ରବୀନ୍ଦ୍ର ନାୟକ, ସରୋଜ ପ୍ରସାଦ ବେହେରା ପ୍ରମୁଖ ଉତ୍ସବ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026

You Might Also Like