-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ଶ୍ରାବଣ ମାସର ଚତୁର୍ଥ ସୋମବାରରେ କେଲିଆ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼

12-Aug-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ହିନ୍ଦୁ ଧର୍ମ ଶାସ୍ତ୍ର ଅନୁସାରେ ଶ୍ରାବଣ ମାସର ବିଶେଷ ମହତ୍ତ୍ଵ ରହିଛି ! ଶ୍ରାବଣ ମାସ ଭଗବାନ ଶିବଙ୍କର ଅତିପ୍ରିୟ ମାସ ! ଧାର୍ମିକ ମାନ୍ୟତାନୁସାରେ ଏହି ମାସରେ ଭଗବାନ ଶିବଙ୍କ ଅଭିଷେକ କରିବା ଖୁବ ଫଳଦାୟୀ ।
ପ୍ରସିଦ୍ଧ ତଥା ଐତିହାସିକ କେଲିଆ ଶୈବପୀଠରେ ଶ୍ରାବଣ ଚତୁର୍ଥ ସୋମବାରରେ ସକାଳ ୫ ଘଣ୍ଟା ଠାରୁ ମନ୍ଦିରେ ଶିବଙ୍କୁ ଜଳ ଅଭିଷେକ ପାଇଁ  ଶିବଭକ୍ତ କାଉଡିଆ ମାନଙ୍କ ଭିଡ଼ ।
ଦିନ୧୦ ଘଣ୍ଟା  ସୁଦ୍ଧା   କେଲିଆ ଶୈବ ପୀଠରେ ପନ୍ଦର ହଜାର ରୁ ଉର୍ଦ୍ଧ୍ବ ଶିବଭକ୍ତ ଜଳ ଅଭିଷେକ କରିଥିବା ସୂଚନା ମିଳିଛି। ନବରଙ୍ଗପୁର ଜୟ ବାବା ସେବା ଦଳ  ତରଫରୁ  ଅର୍ଣ୍ଣ ଭୋଗର ବ୍ୟବସ୍ଥା କରାଯାଇ ଥିଲା।  ଏହି ଅବସରରେ କେଲିଆ ଠାରେ ଉପସ୍ଥିତି ଥିଲେ କେଲିଆ ମନ୍ଦିର କମିଟି ସଭାପତି ତହସିଲଦାର ହରିଅମ ଭୋଇ, ଉପସଭାପତି ବୀଣା ମାଝୀ, ସମ୍ପାଦକ ଦେବରାଜ ପାତ୍ର, କୋଷାଧ୍ୟକ୍ଷ ଜି ସାଇ ରାଜୁ, ସଦର୍ଶ ସୁରେନ୍ଦ୍ର ମିଶ୍ର, ସୂର୍ଯ୍ୟ ସୁବୁଦ୍ଧି ପ୍ରମ୍ମୁଖ ।ଡାବୁଗାଁ ବ୍ଲକର ବିଭିନ୍ନ ଶୈବ ପୀଠରେ ମଧ୍ୟ ଜଳଅଭିଷେକ କରିଥିଲେ ଶିବଭକ୍ତ ମାନେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like