-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||     

HOME   ଜିଲ୍ଲା

କଳାଞ୍ଜଳି ଆର୍ଟିଷ୍ଟ୍ରୀ ତରଫରୁ ଯୋଗ ଶିବିର

12-Aug-2024



ବ୍ରହ୍ମପୁର(କୈଳାଶ ଚନ୍ଦ୍ର ଚୌଧୁରୀ):  ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ  କଳାଞ୍ଜଳି ଆର୍ଟିଷ୍ଟ୍ରୀ ତରଫରୁ ଗୋଷାଣୀ ନୂଆଗାଁ ସ୍ଥିତ ରାଜାରାଣୀ ଏନକ୍ଲେଭ୍ ସମ୍ମିଳନୀ ପ୍ରକୋଷ୍ଠରେ ଯୋଗ ଶିବିର ଅନୁଷ୍ଠାନ ର ପ୍ରତିଷ୍ଠାତ୍ରୀ ତଥା ସମ୍ପାଦିକା ଶ୍ରୀମତୀ ରାମେଶ୍ୱରୀ ନନ୍ଦ ଙ୍କ ପ୍ରତ୍ୟକ୍ଷ ପରିଚାଳନ ରେ ଅନୁଷ୍ଠିତ ହୋଇଯାଇଛି । ଶିବିରରେ "ଯୋଗ ହିଁ ନିରୋଗ"ସମ୍ପର୍କରେ  ଜନସଚେତନତା କାର୍ଯ୍ୟକ୍ରମ ସହ ଯୋଗ ପ୍ରଶିକ୍ଷକ ସୋନି ପଟ୍ଟନାୟକ ସହଯୋଗ ରେ ତାଲିମ ପ୍ରଦାନ  କରାଯାଇଥିଲା।ଶିବିରରେ ଯୋଗ ପ୍ରଶିକ୍ଷକ ସୋନି ପଟ୍ଟନାୟକ , ଜୁମ୍ୱା ପ୍ରଶିକ୍ଷକ ଅମିଶା ଓ ନୃତ୍ୟ ଶିକ୍ଷୟିତ୍ରୀ ସୁସ୍ମିତାଙ୍କୁ ସମ୍ମାନିତ କରାଯାଇଥିଲା।ଏହି ଅବସରରେ ମହାନ୍ ସଂଘ ସଭାପତି ଶ୍ରୀ ସୁଶାନ୍ତ କୁମାର ସାବତ, କେ ରାମାରାଓ ସୁବୁଦ୍ଧି, ହରେକୃଷ୍ଣ ମିଶ୍ର, ଭୀଷ୍ମାଚାର୍ଯ୍ୟ  ଚୌଧୁରୀ, ରାକେଶ ସିଂଦେଓ, ନମିତା ରାଣୀ ରାଉତ, ଡ ସନ୍ଧ୍ୟା ରାଣୀ ପଟନାୟକ, ସଞ୍ଜୟ ମାଝୀ,ପ୍ରିନ୍ସ ମିଶ୍ର , ଲିନା ସ୍ୱାଇଁ, ଏ.ହରିପ୍ରିୟl, ନମିତା,ମିନି ପ୍ରମୁଖଙ୍କ ସମେତ ସହ ସମ୍ପାଦିକା ସ୍ବପ୍ନା ଶୁଭଦର୍ଶିନୀ ଓ ଶ୍ରୀମତୀ ଅଭିଷିକ୍ତା ଦାଶ ପ୍ରମୁଖ ଶିବିର ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026

You Might Also Like