-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||     

HOME   ଜିଲ୍ଲା

ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ 

12-Aug-2024



ବଲାଙ୍ଗୀର (ପ୍ରେରଣା ଖବର): ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ଚନ୍ଦନଭାଟି ଠାରେ ବଲାଙ୍ଗିର ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ରବିବାର ଉଦଯାପିତ ହୋଇଯାଇଛି। କାର୍ଯ୍ୟକ୍ରମ ର ଉଦଘାଟନୀ ଉତ୍ସବରେ ଚନ୍ଦନଭାଟି ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ରଞ୍ଜନ ପଧାନ ମୁଖ୍ଯ ଅତିଥି ଭାବେ ଯୋଗଦେଇ ଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ ତଥା ଜ୍ଞାନ ବିଜ୍ଞାନ ମେଳା ର ମହତ୍ବ ଉପରେ ଆଲୋକପାତ କରିଥିଲେ  । ମେଳା ରେ ସଂସ୍କୃତିବୋଧ ପରିଯୋଜନା, ବିଜ୍ଞାନ ଓ ଗଣିତ ବିଭାଗ ରେ ବିଭିନ୍ନ ପ୍ରତିଯୋଗିତା କରାଯାଇଥିଲା। ବଲାଙ୍ଗିର ସଙ୍କୁଳ ଅନ୍ତର୍ଗତ ୮ଟି ଶିଶୁ ବିଦ୍ୟାମନ୍ଦିର ରୁ ଶିଶୁ, ବାଲ ଓ କିଶୋର ବର୍ଗରେ ମୋଟ ୨୮୨ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ସେମାନଙ୍କ ମଧ୍ଯରୁ ବିଭିନ୍ନ ବିଭାଗ ରେ ୧୨୦ ଜଣ ଯଥାକ୍ରମେ ୧ମ, ୨ୟ ଓ ୩ୟ ସ୍ଥାନ ଅଧିକାର କରିଥିଲେ।ନିକଟସ୍ଥ ବିଭିନ୍ନ ବିଦ୍ୟାଳୟ ରୁ ବିଜ୍ଞାନ ଓ ଗଣିତ ବିଭାଗ ର ୨୦ ଜଣ ଶିକ୍ଷକ ତଥା ସଂକୁଳ ଅନ୍ତର୍ଗତ ୮ଟି ଶିଶୁ ବିଦ୍ୟାମନ୍ଦିର ରୁ ୩୦ ଜଣ ଆଚାର୍ଯ୍ୟ ବିଚାରକ ଓ ପରିଚାଳକ ଭାବରେ ପ୍ରତିଯୋଗିତା ପରିଚାଳନା କରିଥିଲେ।ଆୟୋଜିତ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ପଶ୍ଚିମ ଓଡ଼ିଶା ର ବିଶିଷ୍ଟ ନାଟ୍ୟକାର ତଥା ଅବସରପ୍ରାପ୍ତ ଶିକ୍ଷକ ନାଟ୍ୟ ଭୂଷଣ ଜଗଦାନନ୍ଦ ଛୁରିଆ ଯୋଗଦେଇ ଶିଶୁ ଙ୍କୁ ସାଧନା ବଳେ ସଫଳତା କୁ ସ୍ପର୍ଶ କରିବାକୁ ନିଜ ବକ୍ତବ୍ଯ ରେ ପରାମର୍ଶ ଦେଇଥିଲେ। ଚନ୍ଦନଭାଟି ଶିଶୁ ବିଦ୍ୟାମନ୍ଦିର ପରିଚାଳନା ସମିତିର ସଭାପତି ରାମଚନ୍ଦ୍ର ପ୍ରଧାନ, ଉପ-ସଭାପତି ପ୍ରଭୁଦତ୍ତ ପ୍ରଧାନ, ସଂପାଦକ ଡ଼ ଲକ୍ଷ୍ମଣ କୁମାର ମେହେର, ଯୁଗ୍ମ-ସଂପାଦକ ତେଜରାଜ ଧରୁଆ ପ୍ରମୁଖ ଉପସ୍ଥିତ ଥିଲେ। ବଲାଙ୍ଗିର ସଙ୍କୁଳ ସଂଯୋଜକ ସୁବ୍ରତ କୁମାର ବେହେରା ଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନ ରେ କାର୍ଯ୍ୟକ୍ରମଟି ପରିଚାଳିତ ହୋଇଥିଲା। ଉଦଘାଟନୀ ଓ ଉଦଯାପନୀ ଉତ୍ସବ ରେ ବିଦ୍ୟାଳୟ ର ପ୍ରଧାନ ଆଚାର୍ଯ୍ୟ ପ୍ରଭୁଦତ୍ତ ବିଶି ଅତିଥି ପରିଚୟ ପ୍ରଦାନ ପର୍ବକୁ ଆଗେଇ ନେଇଥିଲେ। ଉଦଘାଟନୀ ଉତ୍ସବରେ ପରିଚାଳନା ସମିତିର ଉପ-ସଭାପତି ପ୍ରଭୁଦତ୍ତ ପ୍ରଧାନ ଧନ୍ଯବାଦ ଅର୍ପଣ କରିଥିବା ବେଳେ ଉଦଯାପନୀ ଉତ୍ସବ ରେ ଆଚାର୍ଯ୍ୟ ଟିକେଶ୍ବର ମିଶ୍ର ଧନ୍ଯବାଦ ଅର୍ପଣ କରିବା ସଙ୍ଗେ ସଙ୍ଗେ ସଭା ସଂଯୋଜନା କରିଥିଲେ। ଶିଶୁ ମନ୍ଦିର ର ସମସ୍ତ ଆଚାର୍ଯ୍ୟ,ଆଚାର୍ଯ୍ୟା ତଥା ସେବକ, ସେବିକା ଉପସ୍ଥିତ ରହି ସମସ୍ତ କାର୍ଯ୍ୟ ସୂଚାରୁରୂପେ ସଂଚାଳନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026

You Might Also Like