-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ନୂତନ ଜିଲ୍ଲାପାଳଙ୍କ ପ୍ରଥମ ଯୁଗ୍ମ ଅଭିଯୋଗ ଓ ସମାଧାନ ଶିବିର, 113ଟି ରୁ 47 ତତ୍କାଳୀନ ସମାଧାନ

12-Aug-2024



ହରଭଙ୍ଗା (ଦେବବ୍ରତ ଦାଶଙ୍କ ରିପୋର୍ଟ): ବୌଦ୍ଧ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ ଅଭିଯୋଗ ଶୁଣାଣି ଶିବିରରେ ପ୍ରଥମ କରି ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ଜନ ସାଧାରଣଙ୍କ ଅଭିଯୋଗ ଶୁଣି ସମାଧାନ କରିଥିଲେ l  ନୂତନ ଭାବେ ଯୋଗଦେଇଥିବା  ଜିଲ୍ଲାପାଳ ଙ୍କ ବୌଦ୍ଧ ଜିଲ୍ଲାରେ ପ୍ରଥମ ଅଭିଯୋଗ ଶୁଣାଣି ଶିବିର ଥିଲା  l ଉକ୍ତ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦ, ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅନିରୁଦ୍ଧ ପ୍ରଧାନ, ବ୍ଲକ ଅଧ୍ୟକ୍ଷା ସ୍ନେହ ଲତା ପ୍ରଧାନ, ବିଡିଓ ଶରତ ଚନ୍ଦ୍ର ସେଠି ,ତହସିଲଦାର ବିଭୁ ପ୍ରସାଦ ସିଂ ଉପସ୍ଥିତ ରହି ଜନ ସାଧାରଙ୍କ ଅଭିଯୋଗ କୁ ଶୁଣି ସମାଧାନ କରିଥିଲେ l ଏଥିରେ  ଜିଲ୍ଲା ଓ ବ୍ଲକ ସ୍ତରୀୟ ସମସ୍ତ ଅଧିକାରୀ ଉପସ୍ଥିତ ସମସ୍ୟାର ସମାଧାନ କରିଥିଲେ l ଆଜିର ଯୁଗ୍ମ ଅଭିଯୋଗ ଶୁଣାଣି ରେ ସମୁଦାୟ 113ଟି ଅଭିଯୋଗ ଆସିଥିବା ବେଳେ ସେଥିମଧ୍ୟରୁ 106ଟି ବ୍ୟକ୍ତିଗତ 7ଟି ସାମୁହିକ ଅଭିଯୋଗ ସେଥିମଧ୍ୟରୁ 47 ଟି ତତ୍କାଳୀନ ସମାଧାନ ହୋଇଥିଲା l 10ଜଣଙ୍କୁ ନୂତନ ଭତ୍ତା ପ୍ରଦାନ କରାଯାଇଥିଲା ଓ ଦୁଇଜଣ ଙ୍କୁ 10ହଜାର ଟଙ୍କା ରେଡକ୍ରସ ସହାୟତା ପ୍ରଦାନ କରାଯାଇଥିଲା l ଅନ୍ୟପଟେ ବ୍ଲକ ର ସଦରମହକୁମା ତଥା ଚାରିଛକ ଓ ପୁରୁଣାକଟକ ବଜାରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଲଗାଯାଇଥିବା ସୋଲାର ଲାଇଟ ଅଚଳ ହୋଇପଡି ରହିଛି ଥିବା ବେଳେ ୫୭ନମ୍ବର ଜାତୀୟ ରାଜପଥ ରେ ବିଭିନ୍ନ ଜାଗାରେ ଖାଲଖମା ହୋଇ ରହିଛି । ଅନ୍ୟପଟେ ଡ୍ରେନ କଥା ନ କହିବା ଭଲ ଯାହାକୁ ସୁଧାରିବା ନେଇ ଚାରିଛକ ମହାବିନାୟକ ୟୁଥ କ୍ଳବ ପକ୍ଷରୁ ସଭାପତି ସିକନ ନାୟକ, ଉପସଭାପତି ହରିଶଙ୍କର ସାହୁ ଓ ସଦସ୍ୟମାନେ ମିଶି ଜିଲ୍ଲାପାଳ ଙ୍କୁ  ଏକ ଅଭିଯୋଗ ପତ୍ର ପ୍ରଦାନ କରିଥିଲା । ପରେ ଜାତୀୟ ପଥ ବିଭାଗ କୁ ଜିଲ୍ଲାପାଳ ଏ ନେଇ ତଗିତ କରିଥିବା ବେଳେ ଆଗାମୀ ୧୫ଦିନ ମଧ୍ୟରେ ଅସୁବିଧା ସମାଧାନ କରିବା ପାଇଁ କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like