-+91-9937148622 |
prerana_bgr@rediffmail.com |
Sunday 10th May 2026 |
R.N.I. Regd No. ODIODI/2010/46693
Breaking News
12-Aug-2024
ହରଭଙ୍ଗା(ଦେବବ୍ରତ ଦାଶଙ୍କ ରିପୋର୍ଟ):ବୌଦ୍ଧ ଜିଲ୍ଲାର ନୂତନ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ଗତକାଲି ବୌଦ୍ଧ ଜିଲ୍ଲାର ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଜି ଜିଲ୍ଲାର ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିରରେ ପ୍ରଥମ କରି ସାମିଲ ରହିଥିବା ବେଳେ ବ୍ଲକ ପକ୍ଷରୁ ବ୍ଲକ ଅଧ୍ୟକ୍ଷl ସ୍ନେହଲତା ପ୍ରଧାନ ଓ ବିଡ଼ିଓ ଶରତ ଚନ୍ଦ୍ର ସେଠି ଜିଲ୍ଲାପାଳଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିଲେ l