-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବି ଡି ଓ ଏବଂ ତହସିଲଦାରଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଗାଁରେ ପ୍ରଶାସନ

12-Aug-2024



ବୋଡ଼େନ - (ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ଚର୍ଚ୍ଚିତ ବଣ ପାହାଡ ଘେରା ପଞ୍ଚାୟତ ନାଗ ପଡା ଠାରେ ଆଜି ବି ଡି ଓ ପ୍ରିୟରଞ୍ଜନ କୁମାରଙ୍କ ଅଧ୍ୟକ୍ଷତାରେ ତଥା ତହସିଲଦାର ସରିତା ଗୁପ୍ତାଙ୍କ ସହଯୋଗରେ ଗାଁରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଲୋକମାନେ ତାଙ୍କ ସମସ୍ୟାର ସମାଧାନ ଓ ଆବଶ୍ୟକତାକୁ ପୂରଣ କରିବା ନିମିତ୍ତ ଅଭିଯୋଗ ମାନ ଆଣିଥିଲେ ।୪୮ ରୁ ଉର୍ଦ୍ଧ୍ବ ଅଭିଯୋଗ ଲିପିବଦ୍ଧ ହୋଇଥିବା ଜଣାଯାଇଛି ।କିଛି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିବାବେଳେ ଅନ୍ୟ ଅଭିଯୋଗ ଗୁଡ଼ିକର ସମାଧାନ ବିଭାଗୀୟ କର୍ମଚାରୀଙ୍କ ଦ୍ଵାରା ଶୀଘ୍ର କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।ସରପଂଚ ଗମ୍ଭୀର ତାଣ୍ଡି,ସମିତି ସଭ୍ୟା ସବିତା ଦୀପ,ସହକାରୀ ନିର୍ବାହୀ ଯନ୍ତ୍ରୀ ଆଶୁତୋଷ ରାଉତ , ଜି ପି ଇ ଓ ବିଶ୍ୱଜିତ କୁମ୍ଭାର, ଏ ପି ଓ ରବିନାରାୟଣ ରାଉତ,ଏମ ଆଇ ଆଲୋକ ପାତ୍ର, ପ୍ରୋଗ୍ରାମ ଆସିଷ୍ଟାଣ୍ଟ ହିତେଶ ଆଡବାହି,କନିଷ୍ଠ ଯନ୍ତ୍ରୀ ଧର୍ମେନ୍ଦ୍ର କୁମାର ସାହୁ,ପଞ୍ଚାୟତ ନିର୍ବାହୀ ଅଧିକାରୀ ଗୁର୍ଜ୍ଜୁ ହଂସ, ଜି ଆର୍ ଏସ ବଦ୍ରି ନାରାୟଣ ପ୍ରଧାନ,କୃଷି ଅଧିକାରୀ,ଉଦ୍ୟାନ ବିଭାଗ କର୍ମଚାରୀ,ଆଇ ସି ଡି ଏସ ଅଧିକାରୀ, ବନ କର୍ମଚାରୀ,ଶିକ୍ଷା ବିଭାଗୀୟ ଅଧିକାରୀ,ରାଜସ୍ବ ବିଭାଗ କର୍ମଚାରୀ,ବିଦ୍ୟୁତ୍ ବିଭାଗୀୟ ଅଧିକାରୀ,ଜଳ ଓ ପରିମଳ ବିଭାଗ ଅଧିକାରୀ, ବି ଆର୍ ସି ଦ୍ବୟ ଏବଂ ସମସ୍ତ ବିଭାଗର କର୍ମଚାରୀ ସମେତ ନାଏବ ସରପଂଚ କାଠ ଚିନ୍ଦା,ପୂର୍ବତନ ସରପଂଚ ନକୁଲ ମାଝୀ, ପେକ୍ସ୍ ପ୍ରେସିଡେଣ୍ଟ ଖଗେଶ୍ବର ସୁନାନି,ସମାଜ ସେବୀ ରଘୁନାଥ ମାଝୀ,ସୁରେଶ ଦୂରିଆ,ଅମୃତ ମାଝୀ ଉପସ୍ଥିତ ଥିଲେ ।୨୦୦ ରୁ ଉର୍ଦ୍ଧ୍ବ ଜନସାଧାରଣ ଉପସ୍ଥିତ ରହି ଅଭିଯୋଗ ଶୁଣାଣି ଶିବିରକୁ ସଫଳ କରିଥିବା ବେଳେ ବି ଡି ଓ ଙ୍କ ମାଧ୍ୟମରେ ତ୍ରିରଙ୍ଗା ପତାକା ବଣ୍ଟନ କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇ ଉପସ୍ଥିତ ସମସ୍ତଙ୍କୁ ଜାତୀୟ ପତାକା ତ୍ରିରଙ୍ଗା ପ୍ରଦାନ କରାଯାଇଥିଲା । ସିଗ୍ ନେଚର କେମ୍ ପେନିଙ୍ଗ କାର୍ଯ୍ୟକ୍ରମ ଆହୁରି ମନଛୁଆଁ ହୋଇପାରିଛି ।ଆଜିର ଗାଁରେ ପ୍ରଶାସନ କାର୍ଯ୍ୟକ୍ରମ ପ୍ରତ୍ୟକ୍ଷ ଭାବରେ ଇଙ୍ଗିତ କରୁଥିଲା କି ଆଗାମୀ ଦିନରେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏବଂ ବିଡ଼ିଓ ଙ୍କ ତତ୍ତ୍ଵାବଧାନରେ ଜିଲ୍ଲା ଶାସନ ପ୍ରଗତି ଶିଳ ହେବାର ଆଶା ଦିଶୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like