-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ଜଗହଃଜ୍ଜ    (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||     

HOME   ଜିଲ୍ଲା

ଲେବର କୋର୍ଟ ର ପେସକାର୍ ମାଧବ ଚନ୍ଦ୍ର ନାୟକ ଙ୍କ ବିୟୋଗରେ ଶୋକସଭା I

12-Aug-2024



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ)
 ସମ୍ବଲପୁର ଲେବର କୋର୍ଟ ର ପେସକାର୍ ମାଧବ ଚନ୍ଦ୍ର ନାୟକ (୬୧) ଙ୍କ ଆକସ୍ମିକ ବିୟୋଗରେ ଆଜି ଭୁତାପଡା ମଙ୍ଗଳା ମନ୍ଦିର ପରିସରରେ ଏକ ଶୋକସଭା ଅନୁଷ୍ଠିତ ହୋଇଥିଲା I ମାଁ ମଙ୍ଗଳାଙ୍କ ପରମ ଭକ୍ତ ଥିବା ଶ୍ରୀ ନାୟକ ମୟୁରଭଞ୍ଜ ଜ଼ିଲ୍ଲା ପୁରୁଣାପାଣି, ଅସନବଣୀ, କନ୍ଦଳିଆ ମୂଳ ନିବାସୀ ଅଟନ୍ତି I ସେ ଜଣେ ଅତ୍ୟନ୍ତ ମେଳାପୀ, ମିଷ୍ଠଭାଷୀ ତଥା ପରୋପକାରୀ ମଣିଷ ଥିଲେ I ମଙ୍ଗଳା ମନ୍ଦିର କମିଟି ର ରବୀନ୍ଦ୍ର କୁମାର ଜେନା, ରମାକାନ୍ତ ଜେନା, ହୀରାଲାଲ ବେହେରା, ସରୋଜ ସାହୁ, ସାଧବ ପ୍ରଧାନ, ପୂଜକ ମହେଶ୍ୱର ପଣ୍ଡା, ରସାନନ୍ଦ ବେହେରା, ମହେନ୍ଦ୍ର ଭୋଇ , ସୁବୋଧ କୁମାର ଦାସ, ପ୍ରଦୀପ ସାହୁ, ବିଜୟ ପଟ୍ଟନାୟକ, ଅମୁଲ୍ୟ କୁମାର ସ୍ୱାଇଁ ପ୍ରମୁଖ ଉପସ୍ଥିତ ରହି ସ୍ଵର୍ଗତ ମାଧବ ଚନ୍ଦ୍ର ନାୟକ ଙ୍କ କର୍ମମୟ ଜୀବନର ସ୍ମୃତିଚାରଣ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ I ସଭା ପ୍ରାରମ୍ଭ ରେ ୨ ମିନିଟ ନିରବ ପ୍ରାଥନା ପରେ ସଭା ଆରମ୍ଭ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ଜଗହଃଜ୍ଜ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026
  ଜିଲ୍ଲା  
ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   09-May-2026

You Might Also Like

   
  ଜିଲ୍ଲା  

ଜଗହଃଜ୍ଜ