-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ସିଦ୍ଧାର୍ଥ ଡ଼ିଗ୍ରୀ କଲେଜରେ ଏଚଆଇଭି ଓ ଏଡସ ସଚେତନତା

13-Aug-2024



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ସ୍ଥିତ ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ଯୁବ  ରେଡକ୍ରସ ଓ ରେଡ ରିବନ କ୍ଳବ୍ ତରଫରୁ ଆନ୍ତର୍ଜାତୀୟ ଯୁବ ଦିବସ ଓ ଏଚ,ଆଇ଼,ଭି /ଏଡ୍ସ ରୋଗର ନିରାକରଣ ପାଇଁ ସଚେତନତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଧୀରେନ୍ଦ୍ର କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ରାଜନିତି ବିଜ୍ଞାନର ମୁଖ୍ୟ ପ୍ରାଧ୍ୟାପକ ରୁଦ୍ରନାରାୟଣ ଦାସ ଏବଂ ମୁଖ୍ୟବକ୍ତା ଭାବେ ପ୍ରାଣୀବିଜ୍ଞାନର ମୁଖ୍ୟ ଅଧ୍ୟାପିକା ଦିବ୍ଯାଲୋକା ମହାପାତ୍ର ଯୋଗଦେଇଥିଲେ  ।ଏହି କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅର୍ଥନୀତି ବିଭାଗର ଅଧ୍ୟାପକ ତଥା ଜିଲ୍ଲା ଯୁବ ରେଡକ୍ରସ ସଂଯୋଜକ ବିଶ୍ଵନାଥ ମିଶ୍ର ପରିଚାଳନା କରିଥିବା ବେଳେ ସଂସ୍କୃତ ବିଭାଗର ମୁଖ୍ୟ ହରିଶ୍ଚନ୍ଦ୍ର ହୋତା ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ତଥା ସମସ୍ତ କର୍ମଚାରୀ ଏବଂ ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like