-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଘରେ ଘରେ ତ୍ରିରଙ୍ଗା ଅଭିଯାନ: ବରଗଡ଼ରେ ଜିଲ୍ଲା ସ୍ତରୀୟ ତ୍ରିରଙ୍ଗା ଶୋଭାଯାତ୍ରା

13-Aug-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି I ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ସମଗ୍ର ଭାରତର ନାଗରିକଙ୍କୁ ସାମିଲ କରି ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେଇଛନ୍ତି  I  
ଏହି ଅବସରରେ ବରଗଡ ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ସ୍ଥାନୀୟ ଗାନ୍ଧୀଛକ ଠାରୁ ବୀର ସୁରେନ୍ଦ୍ର ସାଏ ଛକ ପର୍ଯ୍ୟନ୍ତ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜିତ ହୋଇଛି । ଉକ୍ତ ଶୋଭାଯାତ୍ରାରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ମାନ୍ୟବର ଅଶ୍ଵନୀ ଷଡଙ୍ଗୀ ଯୋଗ ଦେଇ କାନଭାସରେ ଜୟହିନ୍ଦ, ଘରେ ଘରେ ତ୍ରିରଙ୍ଗା ଲେଖି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ଏବଂ ସମ୍ମାନୀୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧକ୍ଷା ଶ୍ରୀମତୀ ମନିନୀ ଭୋଇ, ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ତିଳତୋମା , ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ, ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମିନା ଯୋଗ ଦେଇ କାନଭାସରେ ନିଜ ବାର୍ତ୍ତା ଦେବା ସହ ସେଲଫି ନେଇ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ସୂଚନା ଯୋଗ୍ୟଯେ, ବରଗଡ ଜିଲ୍ଲାର ସମସ୍ତ ବ୍ଲକ ଏବଂ ପଞ୍ଚାଯତ ସ୍ତରରେ ପ୍ରଶାସନ ତରଫରୁ ଆଗାମୀ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ଏଭଳି ବିଭିନ୍ନ କାର୍ଯ୍ୟକ୍ରମ ଅୟୋଜନ କରି ଲୋକଙ୍କୁ ସଚେତନ କରାଯିବ। ଜିଲ୍ଲାପାଳ ପ୍ରଶାସନ ତରଫରୁ ଆୟୋଜିତ ହେଉଥିବା କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଯୋଗ ଦେବା ସହ ତ୍ରିରଙ୍ଗା ପତାକା ସହ ସେଲଫି ଫୋଟୋ ୱେବ୍ସାଇଟରେ

ଅପଲୋଡ କରି  ଅଭିଯାନକୁ ସଫଳ କରିବା ପାଇଁ ସମସ୍ତ ବରଗଡ ଜିଲ୍ଲା ବାସୀଙ୍କୁ ନିବେଦନ କରିଛନ୍ତି । ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ସୁଶାନ୍ତ ସିଂଙ୍କ  ନେତୃତ୍ଵରେ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ ଆହୋଇଥିବା ବେଳେ ମିଶନ ଶକ୍ତି, ଶିକ୍ଷା, ସଂସ୍କୃତି ଏବଂ ସୂଚନା ଏବଂ ଲୋକ ସଂପର୍କ ଭିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡ଼ିଓ, ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟିତ୍ରୀ,  ଯୋଗ ଦେଇଥିଲେ ବୋଲି ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସଲା ସୂଚନା ପ୍ରଦାନ କରିଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like