-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ରାଜ୍ୟ

ନୂଆପଡାରେ ହରଘର ତ୍ରିରଙ୍ଗା ଶୋଭାଯାତ୍ରା, ଦେଶପ୍ରେମ ଧ୍ୱନିରେ ସହର ମୁଖରିତ

13-Aug-2024



ନୂଆପଡ଼ା:(ପ୍ରେରଣା ଖବର)-ଏବେ ସମଗ୍ର ଦେଶରେ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହିତ ହରଘର ତ୍ରିରଙ୍ଗା ଉତ୍ସବ ପାଳିତ ହେଉଛି l ଆମ ରାଜ୍ୟରେ ମଧ୍ୟ ପ୍ରତି ଘରେ ତ୍ରିରଙ୍ଗା କାର୍ଯ୍ୟକ୍ରମରେ ଆଜି ନୂଆପଡା ସଦର ମହକୁମାରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ନେତୃତ୍ୱରେ ଶହସ୍ରାଧିକ ଛାତ୍ରଛାତ୍ରି, ବିଭିନ୍ନ ବିଭାଗର ଅଧିକାରୀ ଏବଂ ଜନସାଧାରଣ ଏକ ବିଶାଳ ତ୍ରିରଙ୍ଗା ପଦଯାତ୍ରାରେ ସହର ପରିକ୍ରମା କରିଥିଲେ l ସ୍ଥାନୀୟ ଷ୍ଟାଡ଼ିଅମ ପଡିଆରୁ ଏହି ଶୋଭାଯାତ୍ରାକୁ ଜିଲ୍ଲାପାଳ ସବୁଜ ପତାକା ହଲାଇ ଶୁଭାରମ୍ଭ କରିଥିଲେ l ସେଠାରୁ ଏହି ରାଲି ଭାରତ ମାତା ଏବଂ ଆମ ପ୍ରିୟ ଜାତୀୟ ପତାକା ତ୍ରିରଙ୍ଗାର ଜୟଧ୍ୱନି ଦେଇ ଅତ୍ୟନ୍ତ ଆନନ୍ଦ ଉତ୍ସାହର ସହିତ ଏକତା ଛକ ପର୍ଯ୍ୟନ୍ତ ଯାଇ ପୁଣି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରକୁ ଆସିଥିଲା l ଏହି ସମୟରେ ଦେଶପ୍ରେମ ଧ୍ୱନି ରେ ଗଗନ ପବନ ମୁଖରିତ ହୋଇଉଠି ଥିଲା l ସେଠାରେ ସେମାନେ ହର ଘର ତ୍ରିରଙ୍ଗା ସେଲ୍ଫି ପଏଣ୍ଟ ରେ ଫୋଟୋ ଉଠାଇ ତ୍ରିରଙ୍ଗା ୱେବ ସାଇଟ ରେ ଅପଲୋଡ଼ କରିଥିଲେ l ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ 

ସୁବାଷ ଚନ୍ଦ୍ର ରଇତ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଧର ଧରୁଆ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ, ମୁଖ୍ୟାଳୟରେ ଥିବା ବିଭିନ୍ନ ବିଭାଗର ଅଧିକାରୀ, କର୍ମଚାରୀ,ମହିଳା,ସାମ୍ବାଦିକ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ପ୍ରମୁଖ   ଯୋଗଦେଇ ତ୍ରିରଙ୍ଗା ଯାତ୍ରା ରେ ଅଂଶ ଗ୍ରହଣ କରିଥିଲେ l ସ୍ୱାଧୀନତା ଦିବସ ପାଳନ ପୂର୍ବରୁ ଏହି ବିଶାଳ ଭବ୍ୟ ଶୋଭାଯାତ୍ରା ଛାତ୍ରଛାତ୍ରୀ ତଥା ଜିଲ୍ଲାବାସୀଙ୍କ ହୃଦୟରେ ଦେଶପ୍ରେମ ଭାବନାକୁ ଆହୁରି ମଜଭୁତ କରିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like