-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ରାଜ୍ୟ

ବଲାଙ୍ଗିର ଜିଲ୍ଲା ଯୁବ ରେଡକ୍ରସ୍ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

13-Aug-2024



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର ଠାରେ  ବଲାଙ୍ଗିର ଜିଲ୍ଲା ଯୁବ ରେଡକ୍ରସ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଘନଶ୍ୟାମ ବେହେରାଙ୍କ ସଭାପତିତ୍ବରେ ଜିଲ୍ଲା ରେଡକ୍ରସ୍ ର ବାର୍ଷିକ ଯୋଜନା ପ୍ରସ୍ତୁତ ହୋଇଥିଲା । ମୁଖ୍ୟଅତିଥି ଜିଲ୍ଲା ଅପତ୍କାଳିନ ଅଧିକାରୀ ଶ୍ରୀମତୀ ସସ୍ମିତା ପ୍ରଧାନ ଯୋଗଦେଇ ଜିଲ୍ଲାର ରେଡକ୍ରସକୁ କିଭଳି ସଶକ୍ତ କରାଯିବ ଏବଂ ଏଥିପାଇଁ ପ୍ରଶାସନ ସମସ୍ତ ସହଯୋଗ ପାଇଁ ସଦାସର୍ବଦା ପ୍ରସ୍ତୁତ ବୋଲି କହିଥିଲେ ।ସେହିଭଳି ସମ୍ମାନିତ ଅତିଥି ସମାଜସେବୀ  ବିଷ୍ଣୁପ୍ରାସାଦ କେଡ଼ିଆ କହିଥିଲେ ଯେ ମହାବିଦ୍ୟାଳୟସ୍ତରରେ କରାଯାଉଥିବା ଯୁବ ରେଡକ୍ରସର ବିଭିନ୍ନ କାର୍ଯ୍ୟକ୍ରମ ଗୁଡ଼ିକୁ ଜିଲ୍ଲା ପ୍ରଶାସନ ଲୋକଲୋଚନକୁ ଆଣିବା ଜରୁରି ଯାହାଦ୍ଵାରା ମହାବିଦ୍ୟାଳୟ କର୍ତ୍ତୃପକ୍ଷ ଆହୁରି କ୍ରିୟାଶୀଳ ହେବେ,
 ସଭାପତି ଯୁବ ରେଡକ୍ରସ୍ ଉପଦେଷ୍ଟାମାନେ ସ୍ଵେଚ୍ଛାସେବୀ ମାନଙ୍କୁ ଉପଯୁକ୍ତ ପରାମର୍ଶ ମାଧ୍ୟମରେ ଅଧିକ ମାତ୍ରାରେ କିଭଳି ଛାତ୍ରଛାତ୍ରୀମାନେ ଏ କାର୍ଯ୍ୟକ୍ରମ ପ୍ରତି ଆକର୍ଷିତ ହେବେ ସେଥିପ୍ରତି ଦୃଷ୍ଟି ଦେବାକୁ କହିଥିଲେ l ବୈଠକର ଦ୍ଵିତୀୟ ଅଧିବେଶନରେ ୨୦୨୪-୨୫ ବାର୍ଷିକ କାର୍ଯ୍ୟ ଖସଡ଼ା ପ୍ରସ୍ତୁତି ସମ୍ବନ୍ଧେ ଆଲୋଚନା ହୋଇଥିଲା |ଏହି ସତ୍ର ରେ ଜବାହର ଲାଲ୍ ମହାବିଦ୍ୟାଳୟ, ପାଟଣାଗଡ଼ର ଅଧ୍ୟକ୍ଷା ଆୟେଶା ବାନୁ, ପଞ୍ଚାୟତ ସମିତି ମହାବିଦ୍ୟାଳୟ ବେଲାପଡ଼ାର ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ମେହେର l

କେ.ଭି ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ପଦ୍ମଲୋଚନ ବ୍ରହ୍ମା ମଞ୍ଚାସୀନ ହୋଇଥିଲେ | ବିଭିନ୍ନ ମହାବିଦ୍ୟାଳୟରୁ ପ୍ରାୟ ଶତାଧିକ ଅଧ୍ୟକ୍ଷ ଓ ଉପଦେଷ୍ଟାମାନେ ଯୋଗଦାନ କରିଥିଲେ | ଜିଲ୍ଲା ଯୁବ ରେଡକ୍ରସ୍ ଆବାହକ ସମ୍ପାଦକ ଡ଼. ଅମୃତ ସିଂହ ବରିହା ସ୍ଵାଗତ ଭାଷଣ ଏବଂ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଜିଲ୍ଲା ସଂଯୋଜକ ଡ଼.ଦୈତାରି ପୂଜାରୀ ସଭା ପରିଚାଳନା କରିବା ସହ ବାର୍ଷିକ ବିବରଣୀ ପାଠ କରିଥିଲେ | ନୋଡାଲ ମହାବିଦ୍ୟାଳୟର ଉପଦେଷ୍ଟା ଅଧ୍ୟାପକ ହୃଷିକେଶ ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ | ଏହି କାର୍ଯ୍ୟକ୍ରମକୁ ସଫଲ୍ୟ ମଣ୍ଡିତ କରିବାରେ ଡ଼. କୌତୁକ ପନ୍ଦର, ବନ୍ଦନା ବାର୍,ଡ଼. ଅଶୋକ କୁମାର ମହାରଣା, ଡ଼. ରମଣୀ ନାଏକ, ଡ଼. ମଧୁସ୍ମିତା ମିଶ୍ର, ବିଶ୍ଵଭୂଷଣ ବିଶ୍ଵାଳ, ନୀଳକଣ୍ଠ ନାଗ ଓ ସମସ୍ତ ଅଧ୍ୟାପକ ଅଧ୍ୟାପିକା, କର୍ମଚାରୀ ତଥା ମହାବିଦ୍ୟାଳୟର ଛାତ୍ରଛାତ୍ରୀ ସାହାଯ୍ୟ ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like