-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଏସପିଙ୍କ ନିର୍ଦ୍ଦେଶ କ୍ରମେ ଗୋ ଚାଲାଣ ଉପରେ ଚଢ଼ାଉ, 3ଟି ଟ୍ରକ ଓ ୧୧୦ ଗାଈ ଓ ମଇଁଷି ଜବତ

13-Aug-2024



ନବରଙ୍ଗପୁର  (ମିହିର ଶଙ୍କର ପାତ୍ର)
ଏସପି ରୋହିତ ବର୍ମାଙ୍କ ନିର୍ଦ୍ଦେଶ କ୍ରମେ ନବରଙ୍ଗପୁର ଥାନା ପୋଲିସ ଓ ଏସ ଡି ପିଓ ଏକ ଟିମ ଗଠନ କରି ବେଆଇନ ଗୋ ଚାଲାଣ ଉପରେ ଚଢ଼ାଉ କରିଛନ୍ତି 
ନବରଙ୍ଗପୁର ସହର ନିକଟ ଚୁଟିଆଗୁଡା ଗାଁ ନିକଟ ପଡ଼ିଆରେ ୩ ଟି ଟ୍ରକ ଓ ଗୋଟିଏ ପିକ ଅପ  ଗାଡ଼ିରେ ରାଜ୍ୟ ବାହାରକୁ ଚାଲାଣ ପାଇଁ  ପ୍ରସ୍ତୁତ ହେଉଥିବା ବେଳେ ମାଡି ବସିଲା ପୋଲିସ ।  ଚଢ଼ାଉ  ସମୟରେ  ଟ୍ରକରେ ଦୁଇ ଥାକ କରି ମଇଁଷି ଚଢା ଯାଇଥିଲା । ମୋଟ 3ଟି ଟ୍ରକ ଗୋଟିଏ ପିକ ଅପ ରେ ଗାଈ ଓ ମଇଁଷି ଉଠାଇବା ପାଇଁ ଶ୍ରମିକ ମାନେ  ଉଦ୍ୟମ କରୁଥିଲେ । ଏହି ସମୟରେ ହଠାତ ପୋଲିସ ଟିମ ଚଢ଼ାଉ କରିଥିଲା । ଚଢ଼ାଉ ପରେ ଜଣା ପଡିଥିଲା ଯେ, ୬୦ ମଇଁଷି ଓ ୫୦ ଗାଈ ରହିଛନ୍ତି ।ଏହି ଗାଈ ଗୁଡିକ ପାପଡାହାଣ୍ଡି ବ୍ଲକ ବରଦେଇ ଗ୍ରାମରେ ରଖା ଯାଇ ଚୋରା ଚାଲାଣ କରାଯାଏ ସବୁ ସୋମବାର ରାତ୍ରି ରେ ।ବ୍ୟବସାୟୀ କହିବା ଅନୁଯାୟୀ ଡାବୁଗାଁ ହାଟରୁ ଗାଈ ଚଳାଇ ଆଣି ଅନ୍ୟ ହାଟକୁ  ନେବାକୁ ଥିଲା ବୋଲି ପୋଲିସକୁ କହିଥିଲେ । ପୋଲିସ ପ୍ରାଥମିକ ତଦନ୍ତରୁ ଜଣାପଡିଛିଯେ  ଗୋ ଚାଲାଣ କରିବା ପୂର୍ବରୁ ପଶୁ ସମ୍ପଦ ବିଭାଗର ଅନୁମତି ଓ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଏ । ଏହି ଅନୁମତି ବ୍ୟବସାୟୀଙ୍କ ନିକଟରେ ନଥିଲା। ଅନ୍ୟ ପକ୍ଷରେ ଗାଈ ଗୋରୁଙ୍କୁ ଚଳାଇ ଆଣିବା ପୂର୍ବରୁ ଖାଦ୍ୟ ଓ ପାଣି ଦେବା ସହିତ ସ୍ଥାନେ ସ୍ଥାନେ ବିଶ୍ରାମ ମଧ୍ୟ ଦେବା ଆବଶ୍ୟକ ତାହା ମଧ୍ୟ ଗୋ ଚାଲାଣ ସମୟରେ ନିୟମ ପାଳନ କରାଯାଉନାହିଁ । ତେବେ ଏହି ଘଟଣାରେ ପୋଲିସ ଅଧିକ ତଦନ୍ତ ଚଲାଇଛି । ଟ୍ରକ ଗୁଡିକୁ ପୋଲିସ ଜବତ କରି ଥାନାକୁ ନେଇଛି । ଏହି ଘଟଣାରେ ଅଧିକ ତଦନ୍ତ ପାଇଁ ୫ ଜଣଙ୍କୁ ଥାନାରେ ଅଟକ ରଖାଯାଇଛି ।  । ଗାଈ ଓ ମଇଁଷି ଗୁଡିକୁ ପଡ଼ିଆରେହିଁ ରଖାଯାଇଛି । ପୋଲିସ ଜଗି ରହିଛି  । ବିଭିନ୍ନ ଗୋଶାଳା ସହିତ ପୋଲିସ ସମ୍ପର୍କରେ ରହିଛି । ତେବେ  ଚଢ଼ାଉରେ ଏସ ଡି ପିଓ  କୃଷ୍ଣ ଚନ୍ଦ୍ର ଭତ୍ରା, ଥାନା ଅଧିକାରୀ ସମ୍ବିତ ବେହେରା, ଏସଆଇ ସବୀର ଅହମ୍ମଦ, ଏଏସଆଇ ପି.କଚିମ, ତୁଳସିରାମ ପୂଜାରୀ, କନେଷ୍ଟେବଲ ଅନୀଲ।ପୃଷ୍ଟି ସମେତ ପୋଲିସ  ଏପିଆର ଫୋର୍ସ  ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like