-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଘରେ ଘରେ ତ୍ରିରଙ୍ଗା ଅଭିଯାନ: ବ୍ଲକ ସ୍ତରୀୟ ତ୍ରିରଙ୍ଗା ଶୋଭାଯାତ୍ରା

13-Aug-2024



ବରଗଡ଼:/ବିଜେପୁର/ଗାଇସିଲେଟ/(ନିରଞ୍ଜନ ତ୍ରିପାଠୀ)-ବିଜେପୁର୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡିଶା ସରକାରଙ୍କ ନିର୍ଦେଶ କ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି I ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ସମଗ୍ର ଭାରତର ନାଗରିକଙ୍କୁ ସାମିଲ କରି ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେଇଛନ୍ତି  I  

ଏହି ଅବସରରେ ବରଗଡ ଜିଲ୍ଲା ଗାଇସିଲେଟ ପ୍ରଶାସନ ଆନୁକୁଲ୍ୟରେ ସ୍ଥାନୀୟ ଆମ୍ବେଦକର ଛକ ଠାରୁ ବସଷ୍ଟାଣ୍ଡ ଓ ସହିଦ ଛକ ପର୍ଯ୍ୟନ୍ତ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜିତ ହୋଇଛି । ଉକ୍ତ ଶୋଭାଯାତ୍ରାରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ମାନ୍ୟବର ସନତ କୁମାର ଗଡତିଆ ଯୋଗ ଦେଇ  ଘରେ ଘରେ ତ୍ରିରଙ୍ଗା ଲେଖି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ଏବଂ ସମ୍ମାନିତ ଅତିଥି ଭାବେ ବ୍ଲକ ଅଧକ୍ଷ ପ୍ରଣୟ କୁମାର ସାହୁ ,ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ଝରଣା ପାଣିଗ୍ରାହୀ, ସରପଞ୍ଚ ଶରତ କାଲୋ,ୟୁଥ୍ କ୍ଳବ୍ ସଭାପତି ରଞ୍ଜନ ପଣ୍ଡା, ମଦନ ଦୀପ, ପ୍ରବୀଣ ପାଣିଗ୍ରାହୀ,ବିଡ଼ିଓ ଲକ୍ଷ୍ମଣ ମାଝି ଏବଂ ସମସ୍ତ ବ୍ଲକ୍ କର୍ମଚାରୀ ଓ ସ୍କୁଲ ଏବଂ କଲେଜ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ ପରେ ବିଧାୟକ ଶ୍ରୀଯୁକ୍ତ ଗଡତିଆ ବାର୍ତ୍ତା ଦେବା ସହ ସେଲଫି ନେଇ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ପରବର୍ତ୍ତୀ ସମୟରେ ବିଧାୟକ ବୁରୋମୁଣ୍ଡା ସ୍ଥିତ କଲାଗ୍ରାମ ରେ ପହଞ୍ଚି ସଙ୍ଗୀତ ନାଟକ ଏକାଡେମୀ ତରଫରୁ ଆୟୋଜିତ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ରେ ସମସ୍ତଙ୍କୁ ଉତ୍ସାହିତ କରି ସେଲ୍ଫି ଉଠାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like