-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବିଜେପୁରରେ ବ୍ଲକସ୍ତରୀୟ ଗଙ୍ଗାଧର ସାହିତ୍ୟ ପ୍ରତିଯୋଗିତା

13-Aug-2024



ବରଗଡ଼/ବିଜେପୁର(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ଖଗେଶ୍ବର ସାହିତ୍ୟ କଳା ପରିଷଦ ପକ୍ଷରୁ ସ୍ବଭାଵକଵି ଗଙ୍ଗାଧର ମେହେର ଜୟନ୍ତୀର ଅଵ୍ୟାହିତ ପୂର୍ବରୁ ବ୍ଲକସ୍ତରୀୟ ମେହେର ସାହିତ୍ୟ ସଂପର୍କରେ ଏକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ରେଡିଏନ୍ସ ଶିକ୍ଷାନୁଷ୍ଠାନରେ ଆୟୋଜିତ ଏହି ପ୍ରତିଯୋଗିତାକୁ ପ୍ରାଧ୍ୟାପକ ଡକ୍ଟର ପ୍ରଦୀପ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ସଭାପତି ମୋହନ ସିଂ କହ୍ନେଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଘାଟନୀ ସମାରୋହକୁ ସଂପାଦକ ରାମେଶ୍ଵର ବେହେରା ସଂଯୋଜନା କରିଥିଲେ। ଅବସରପ୍ରାପ୍ତ ପ୍ରଧ୍ୟାପକ ରେଵନ୍ତ କୁମାର ମେହେର, ସାହିତ୍ୟିକ ପ୍ରମୋଦିନୀ ସାହୁ, ଅଧ୍ୟାପକ ସରୋଜ କୁମାର ପାଣିଗ୍ରାହୀ, ଡକ୍ଟର ପ୍ରଦୀପ କୁମାର ପ୍ରଧାନ,ଅଧ୍ୟାପିକା ରଶ୍ମି ରେଖା ବାରିକ, ଅଧ୍ୟାପକ ବଳିଷ୍ଠ ପୁରି, ମୋହନ ସିଂ କହ୍ନେଇ, କଣ୍ଠଶିଳ୍ପୀ ସୁଷମା ଭୋଇ ଓ ବରୁଣ କୁମ୍ଭାର ପ୍ରମୁଖ ବିଚାରକ ଭାଵେ ଯୋଗଦେଇ ଥିଲେ। ଏହି ଅବସରରେ ରାଷ୍ଟ୍ରୀୟ କବି ସଙ୍ଗମ, ଵରଗଡ ଶାଖା ପକ୍ଷରୁ ଖଗେଶ୍ବର ସାହିତ୍ୟ କଳା ପରିଷଦ ରବିବାର ସମ୍ମାନିତ ହୋଇଥିଲା।ଉକ୍ତ ସମ୍ମାନକୁ ସହସଂପାଦକ ମକରଧ୍ବଜ ସାହୁ ପରିଷଦର ମୁଖ୍ୟ ସଭାପତି ମୋହନ ସିଂ କହ୍ନେଇ ଓ ଉପଦେଷ୍ଟା ମଣ୍ଡଳୀ ସଦସ୍ୟ ଡକ୍ଟର ପ୍ରଦୀପ କୁମାର ପ୍ରଧାନଙ୍କ ହାତରେ ସମର୍ପଣ କରିଥିଲେ। ଗଙ୍ଗାଧର ସଙ୍ଗୀତ ପ୍ରତିଯୋଗିତାର କିଶୋର ବିଭାଗରେ ଓଏଭିର ଇଷିକା ଦେଵତା,ଟିଗଣ୍ଡପାଲି ହାଇସ୍କୁଲର ରୋଜାଲିନ ଦୀପ, ବିଜେପୁର ହାଇସ୍କୁଲର ସମୀକ୍ଷା ଜେନା , ଉଚ୍ଚ ମାଧ୍ୟମିକ ବିଭାଗରେ ବିଜେପୁର ମହାବିଦ୍ୟାଳୟର ସାଧନା ନନ୍ଦ,ସରିତା ଲୁହା,ଲିନୁସ୍ମିତା ସାହୁ, ମହାବିଦ୍ୟାଳୟ ବିଭାଗରେ ଭୀମ ଭୋଇ କଲେଜ କଟାପାଲିର ମହିମା ସାହୁ ଓ ନମିତା ସାହୁ, ଵିଜେପୁର କଲେଜର ସଞ୍ଚିତା ଥଇତ ଯଥାକ୍ରମେ ପ୍ରଥମ ଦ୍ବିତୀୟ ଓ ତୃତୀୟ ହୋଇଥିଲେ। ଉଚ୍ଚ ମାଧ୍ୟମିକ ବିଭାଗର ଗଙ୍ଗାଧରଙ୍କ କାଵ୍ୟ କବିତାରେ ନୈତିକତା ଶୀର୍ଷକରେ ବିଜେପୁର କଲେଜର ଜ୍ୟୋତିର୍ମୟୀ ବେହେରା,ଈଶାରାଣୀ ଗୁରୁ,ରେଡିଏନ୍ସର ମଞ୍ଜୁଶ୍ରୀ ସାହୁ ପ୍ରମୁଖ ପ୍ରଥମ ଦ୍ବିତୀୟ ତୃତୀୟ ସ୍ଥାନ ହାସଲ କରିଥିଲେ। ସେହିପରି ମହାବିଦ୍ୟାଳୟ ବିଭାଗରେ ସାମ୍ପ୍ରତିକ ପରିସ୍ଥିତିରେ ଭକ୍ତି କବିତାର ପ୍ରାସଙ୍ଗିକତା ଶୀର୍ଷକ ବକ୍ତୃତାରେ ବିଜେପୁର କଲେଜର ଗାୟତ୍ରୀ କୁମ୍ଭାର ପ୍ରଥମ,ଭୀମ ଭୋଇ କଲେଜର କୁସୁମାଞ୍ଜଳୀ ସାହୁ ଓ ମିନାକ୍ଷୀ ଵାଗ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନ ଦଖଲ କରିଥିଲେ। ଅଧ୍ୟାପକ ଡ଼କ୍ଟର ଚିନ୍ମୟ ସାହୁ,ମକରଧ୍ଵଜ ମେହେର, ଜଗତଜ୍ଜୀବନ ରାମ ଡନସନା, ତୁଳସୀ ରାମ ମେହେର,ଦିଲେଶ ମେହେର, ପ୍ରଭାତ ରଞ୍ଜନ ସାହୁ, ମକରଧ୍ବଜ ସାହୁ ପ୍ରମୁଖ ପ୍ରତିଯୋଗିତା ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like