-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||     

HOME   ଜିଲ୍ଲା

ରକ୍ତତୀର୍ଥ କୁଦୋପାଲିରେ ଶହୀଦ ମାନଙ୍କୁ ପଶ୍ଚିମାଞ୍ଚଳ ଏକତା ମଂଚ ପକ୍ଷରୁ ଶ୍ରଦ୍ଧାଞ୍ଜଳୀ

31-Dec-2020



 ସମ୍ବଲପୁର (ଦେବାଶିଷ ବେହେରାଙ୍କ ରିପୋର୍ଟ)  ଓଡିଶାର ରକ୍ତତିର୍ଥ କୁହାଯାଉଥିବା ସମ୍ବଲପୁର କୁଦୋପାଲିରେ 1857 ମସିହା ଡିସେମ୍ବର 30 ତାରିଖ ରେ ପୁଷପୁନୀ ଅବସରରେ ଶହୀଦ ହୋଇଥିବା 58 ଜଣ ସଂଗ୍ରାମୀ ମାନଙ୍କୁ ପଶ୍ଚିମାଞ୍ଚଳ ଏକତା ମଂଚ ପକ୍ଷରୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଛି । ଏହି ଦିନ ଇଂରେଜ ମାନଙ୍କ ଆକ୍ରମଣ ରେ ସୁରେନ୍ଦ୍ର ସାଏ ଙ୍କ ଭାଇ ଛବିଳ ସାଏ ଙ୍କ ସମେତ 53 ଜଣ ଶହୀଦ ହୋଇଥିଲେ ।

ଘଟଣାରେ ଧରାପଡି 4ଜଣ ଫାଶୀ ପାଇଥିବା ବେଳେ ଜଣେ ଇଂରେଜ ସୈନ୍ୟ କୁ ମଧ୍ୟ ଫାଶୀ ଦିଆଯାଇଥିଲା । କୁଦୋପାଲି ଘାଟୀ ଘଟଣା ରେ ରକ୍ତ ରଂଜିତ ହୋଇଯାଇଥିଲା। ସଂଗ୍ରାମୀ ମାନଙ୍କ ବଳିଦାନରେ ଦେଶ ସ୍ଵାଧୀନ ହୋଇଛି । ତେବେ ସମ୍ବଲପୁର ମହାନଗର ଭିତରେ ରହିଥିବା ସତ୍ତ୍ୱେ ସଂଗ୍ରାମୀ ମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବାପାଇଁ ପ୍ରଶାସନ କିମ୍ବା ମହାନଗର ନିଗମ ପକ୍ଷରୁ କୌଣସି ବ୍ୟବସ୍ଥା ନ କରିବା ଦୁର୍ଭାଗ୍ୟ ର ବିଷୟ । ସରକାର ମହାପୁରୁଷ ମାନଙ୍କ ସ୍ମୃତି ର ସୁରକ୍ଷା ପାଇଁ ଘୋଷଣା କରିଛନ୍ତି । ମାତ୍ର ସମ୍ବଲପୁର ରେ ମହାନ୍ ସଂଗ୍ରାମୀ ମାନଙ୍କ ବଳିଦାନ କୁ ମନେ ପକାଇବା ପାଇଁ ପ୍ରଶାସନ ର ଆନ୍ତରିକତା ନ ରହିବା ଘଟଣାକୁ ପଶ୍ଚିମାଞ୍ଚଳ ଏକତା ମଂଚ ପକ୍ଷରୁ ତିବ୍ର ନିନ୍ଦା କରାଯାଇଛି । ସମ୍ବଲପୁର ମହାନଗର ର ଏକ ପ୍ରମୁଖ ଛକ ଭାବରେ ସିନ୍ଦୁରପଙ୍କ ଛକକୁ ଶହୀଦ ଛବିଳ ସାଏ ଙ୍କ ନାମରେ ନାମିତ କରିବାକୁ ପଶ୍ଚିମାଞ୍ଚଳ ଏକତା ମଂଚ ପକ୍ଷରୁ ଦାବୀ କରାଯାଇଛି । ଏହାସହ କୁଦୋପାଲି ଘାଟିରେ ସ୍ମୃତି ର ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ମଂଚ ପକ୍ଷରୁ ଦାବି କରାଯାଇଛି । ପଶ୍ଚିମାଞ୍ଚଳ ଏକତା ମଂଚ ଆବାହକ ଭବାନୀଶ ଭୋଇ ଙ୍କ ସଭାପତି ତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ସମ୍ବଲପୁର ଜିଲ୍ଲା ଓକିଲ ସଂଘ ସଭାପତି ଡ.ପ୍ରମୋଦ ରଥ, କଲ୍ପନା ମିଶ୍ର ,ପଙ୍କଜିନୀ ମେହେର ,ଦେବାଶିଷ ବେହେରା ,ଅଭିଷେକ ମହାରଣା ,କାନ୍ତିମେହେର୍ ,ଶଙ୍କର ମେହେର ,ଆଭାସ୍ ପଣ୍ଡା ,ରାହୁଲ୍ ଗୁପ୍ତା ,ଚୂଡାମଣି ମହାପାତ୍ର ,ପ୍ରଫୁଲ୍ଲ ଭୋଇ ,ତରଣୀ ସେଠ୍ ପ୍ରମୁଖଙ୍କ ସହ କୁଦୋପାଲି ଗ୍ରାମ ବାସୀ ସାମିଲ ହୋଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026

You Might Also Like