-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ସହିଦ ମାଧୋ ସିଂ ଆଞ୍ଚଳିକ କୃଷକ ସଂଗଠନ ପକ୍ଷରୁ ବୈଠକ 

13-Aug-2024



ବରଗଡ଼/ଘେଁସ:(ନିରଞ୍ଜନ ତ୍ରିପାଠୀ) ସହିଦ ମାଧୋ ସିଂ ଆଞ୍ଚଳିକ କୃଷକ ସଂଗଠନ ର ବିଧିବଦ୍ଧ ଭାବେ ଆଜି ଘେଁସ ଧାନ ମଣ୍ଡି ଠାରେ ମୁରଲୀ ଭୋଇ ଙ୍କ ସଭାପତିତ୍ୱ ରେ ବୈଠକ ବସିଥିଲା। ସଭାରେ ସଂଯୁକ୍ତ କୃଷକ ସଂଗଠନର ରମେଶ ମହାପାତ୍ର,ଆଡଭୋକେଟ ଅଜିତ କୁମାର ଶତପଥି, ରୋହିତ ପଧାନ ଉପସ୍ଥିତ ଥିଲେ। ବୈଠକରେ କୃଷକ ମାନଙ୍କ ବିଭିନ୍ନ ସମସ୍ୟା ଆଲୋଚନା ହୋଇ ଅନେକ ପ୍ରସ୍ତାବ ପାରିତ କରାଯାଇଛି। ଘେଁସ ର ମହାନ ସ୍ୱାଧୀନତା ସଂଗ୍ରାମୀ ସହିଦ ମାଧୋ ସିଂ କୁ ପୂର୍ବ ଓଡିଶା ର ଜଣା ଶୁଣା ପୂର୍ବତନ ମନ୍ତ୍ରୀ ସୁର ରାଉତରାୟ ଅପମାନ ସୂଚକ ମନ୍ତବ୍ୟ ଦେଇ ଥିବାରୁ ସଭାରେ କ୍ଷୋଭ ପ୍ରକାଶ କରାଗଲା। ପରେ ମାଧୋ ସିଂ ଙ୍କୁ ଲୋକ ଲୋଚନ ଅଣାଯିବା ଏବଂ ଘେଁସ କଲେଜ କୁ ତାଙ୍କ ନାମରେ ନାମିତ କରିବା ପାଇଁ ସର୍ବସମ୍ମତି କ୍ରମେ ପ୍ରସ୍ତାବ ନିଆଗଲା ଯାହାର 2021 ଫସଲ ବୀମା approved ହୋଇଛି ସେମାନେ ତୁରନ୍ତ ଜିଲ୍ଲା କୃଷି ଅଫିସ ରେ ଲେଖି କି ଦେବା ପାଇଁ ଆଲୋଚନା ହେଲା। ପ୍ରତେକ ମଣ୍ଡିରେ ମଣ୍ଡି ପରିଚାଳନା ପାଇଁ କମିଟି ଗଠନ କରାଯିବ ଏବଂ ସୋହେଲା ବ୍ଲକ ରେ କମ ବର୍ଷା କାରଣରୁ ମରୁଡି ପରିସ୍ଥିତି ସେଥିପାଇଁ ଜିଲ୍ଲାପାଳ ଙ୍କୁ ଜଳସେଚିତ ସ୍ରୋତ ମାନଙ୍କୁ ଠିକ ଭାବେ କାର୍ଯ୍ୟକାରୀ କରିବା ପାଇଁ ନିବେଦନ କରାଯିବ। ପରେ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ପରିଦର୍ଶନ କରିବା ମଧ୍ୟ ସାଙ୍ଗଠନିକ ନିଷ୍ପତ୍ତି ହେଲା। ବିଦ୍ୟୁତ ସମସ୍ୟା ର ସମାଧାନ ପାଇଁ ବିଧାୟକ ମାନଙ୍କୁ ଲିଖିତ ଭାବେ ଜଣାଇବାକୁ ନିଷ୍ପତ୍ତି ହୋଇଅଛି। ସଭାରେ ବିଜେପୁର କୃଷକ ସଂଗଠନ ର ସଭାପତି ସୁବାଷ ପଧାନ, ସୁଶାନ୍ତ ଗଡତିଆ, ମହେନ୍ଦ୍ର ପଧାନ, ସୁନୀଲ ମହାପାତ୍ର ସମେତ ଘେଁସ କୃଷକ ସଙ୍ଗଠନ ରୁ ପ୍ରଭାତ ସାହୁ, ପ୍ରେମରାଜ ସାହୁ, କ୍ଷୀରୋଦ୍ର ପଟେଲ, କୁଦାର୍ଥ ପଧାନ, ଅଲେଖ ପଧାନ, ଗିରିଶ ପଧାନ, ଅମୃତ ଭୋଇ, ଗଣପତି ପଧାନ,ବଳଦେବ ମାଲକ, ନବୀନ ସାହୁ ଉପସ୍ଥିତ ଥିଲେ ପରେ ଅରକ୍ଷିତ ମହାକୁର ଧନ୍ୟବାଦ ଦେଇ ସଭା ସାଙ୍ଗ କଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like