-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଡେଙ୍ଗ ହାଇସ୍କୁଲରେ ବିଶ୍ୱ ହସ୍ତୀ ଦିବସ ପାଳିତ

13-Aug-2024



ବଲାଙ୍ଗୀର , ତା. ୧୨/୮ ( ପ୍ରେରଣା ଖବର )-  ବଲାଙ୍ଗୀର ଜିଲ୍ଲା ସଇଁତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ  ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଠାରେ ଅମରାବତୀ ଇକୋ କ୍ଲବର ତରଫରୁ ପ୍ରଧାନ ଶିକ୍ଷକ ଚଣ୍ଡାଳ ମିଶ୍ରଙ୍କ ତତ୍ତ୍ବାବଧାନରେ ବିଶ୍ୱ ହସ୍ତୀ  ଦିବସ ପାଳିତ ହୋଇଯାଇଛି । ଅଗଷ୍ଟ ୧୨ରେ ‘ବିଶ୍ୱ ହସ୍ତୀ ଦିବସ’ ପାଳନ ହୁଏ । ଏହାର ମହତ୍ଵ  ହାତୀ ସମ୍ମୁଖୀନ ହେଉଥିବା ଆହ୍ଵାନ ଗୁଡିକ ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ଏହାର ସୁରକ୍ଷା ତଥା ସଂରକ୍ଷଣ ପାଇଁ ଆଲୋକପାତ କରିବାକୁ ଲକ୍ଷ୍ୟ ରଖିଛି ।

୨୦୨୪ ପାଇଁ ବିଷୟବସ୍ତୁ ହେଉଛି ‘ପ୍ରାଚୀନ ସୌନ୍ଦର୍ଯ୍ୟ ଏବଂ ପରିବେଶର ଗୁରୁତ୍ୱ । ଏହି ଥିମ୍ ହାତୀମାନଙ୍କର ବଞ୍ଚିବା ନିଶ୍ଚିତ କରିବାକୁ ପ୍ରାକୃତିକ ବାସସ୍ଥାନ ସଂରକ୍ଷଣର ଗୁରୁତ୍ୱକୁ ସୂଚିତ କରେ । ବିଶେଷକରି ହାତୀ ସଂଖ୍ୟା ହ୍ରାସକୁ ଦୃଷ୍ଟିରେ ରଖି ଏହା ଏକ ଗୁରୁତ୍ୱପୂର୍ଣ୍ଣ କାରଣ ଭାବରେ ବାସସ୍ଥାନ ସଂରକ୍ଷଣକୁ ସମାଧାନ କରିବାର ଆବଶ୍ୟକତା ଆଲୋକିତ କରେ । ବାସସ୍ଥାନ ସୁରକ୍ଷା ଉପରେ ଧ୍ୟାନ ଦେଇ, ଥିମ୍ ଏକ ସ୍ଥାୟୀ ପରିବେଶ ସୃଷ୍ଟି କରିବାକୁ ଲକ୍ଷ୍ୟ ରଖିଛି ଯେଉଁଠାରେ ହାତୀମାନେ ଆଗକୁ ବଢି ପାରିବେ ଏବଂ ଭବିଷ୍ୟତ ପିଡି ପାଇଁ ସେମାନଙ୍କ ବଞ୍ଚିବା ନିଶ୍ଚିତ କରିବେ ବୋଲି ଶିକ୍ଷକ, ଶିକ୍ଷୟିତ୍ରୀଗଣ ମତ ପ୍ରକାଶ କରିଥିଲେ ।

ଛାତ୍ରଛାତ୍ରୀ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ଜୁନିୟର ଆସିଷ୍ଟେଣ୍ତ  ଅବିନାଶ ଭୋଇ,  ଶିକ୍ଷକ  କୃପାସିନ୍ଧୁ ମିଶ୍ର, ସୁଦର୍ଶନ ଦାଶ, ଲିଙ୍ଗରାଜ ନନ୍ଦ,  ସମୀର ସେଠି,   ହିମାଂଶୁ ଶେଖର ବିଶ୍ୱାଳ, ଶିକ୍ଷୟୀତ୍ରୀ ରେଣୁକା ସାହୁ, ଗାୟତ୍ରୀ ବାରିକ,  ତପସ୍ୱିନୀ ପଟେଲ, କାନ୍ତି ଭୋଇ,  ଶିବାନୀ ମଲ୍ଲିକ, ଦ୍ରୋପଦୀ ଭୋଇ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମକୁ ଅମରାବତୀ ଇକୋ କ୍ଲବର ପ୍ରକୃତିବନ୍ଧୁ ଶିକ୍ଷକ ରାମ ନାରାୟଣ ଦାଶ ପରିଚାଳନା କରିଥିଲା ବେଳେ ବିଜ୍ଞାନ ଶିକ୍ଷକ ଦୀପକ ସେନ ଧରୁଆ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like