-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡିଶା ଓଏସ୍ଇଏଫଡ଼ି ଶାଖା ପକ୍ଷରୁ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ଗଣଶିକ୍ଷା ମନ୍ତ୍ରୀଙ୍କ ସହ ଆଲୋଚ଼ନା

13-Aug-2024



କଳାହାଣ୍ଡି:-ଆଜି ପଶ୍ଚିମ ଓଡିଶା ଓଏସ୍ଇଏଫଡ଼ି ଶାଖା ପକ୍ଷରୁ କଳାହାଣ୍ଡି ଜିଲ୍ଲା ସଭାପତି ଶ୍ରୀ ଅନନ୍ତ ନାୟକ ଙ୍କ ନେତୃତ୍ବରେ ଉପ ସଭାପତି ଅଶ୍ୱିନ ଛତ୍ରିଆ, ସମ୍ପାଦକ ଅନନ୍ତ ଛତ୍ରିଆ, ସହ ସମ୍ପାଦକ ଅରକ୍ଷିତ କଣ୍ଟା, ପଶ୍ଚିମ ଓଡିଶା ଆଇଟି ସେଲ ସଂଯୋଜକ କ୍ଷୀରମୋହନ ପଟେଲ,କୋଷାଧ୍ୟକ୍ଷ ଶୁଭମ୍ ଭୋଇ, ରୋହିତ କୁମାର ନାଏକ, ଯଦୁମଣି ସୁନାନୀ, ବିଶ୍ୱଜିତ୍ ବିଶ୍ଵାଳ ପ୍ରମୁଖ ଓଡ଼ିଶା ସରକାରଙ୍କ ମାନ୍ୟବର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଙ୍କ ସହ ସାକ୍ଷାତ କରି ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ଆଲୋଚ଼ନା କରାଯାଇଛି। ଏହି ଆଲୋଚ଼ନା ସକରାତ୍ମକ ରହିଛି ଏବଂ ମନ୍ତ୍ରୀ ମହୋଦୟ ଏହା ଉପରେ ଗୁରୁତ୍ବ ଦେଇ କାର୍ଯ୍ୟକାରୀ କରିବା ପାଇଁ ସଂଘ ର କର୍ମକର୍ତ୍ତା ଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ବୋଲି ସଂଘ ପକ୍ଷରୁ କୁହାଯାଇଛି । ସଂଘ ପକ୍ଷରୁ ଦର୍ଶାଯାଇଛି ଯେ,ଓଡ଼ିଶାରେ ୬୫୦୦୦ ସାଧାରଣ ବିଦ୍ୟାଳୟରେ ୨୦୨୧-୨୦୨୨ ର ୟୁଡ଼ାଇଜ୍‌‌ ତଥ୍ୟ ଅନୁସାରେ ୧,୪୬,୨୬୪ ଜଣ ଭିନ୍ନକ୍ଷମ ବିଦ୍ୟାର୍ଥୀମାନେ ପଢୁଛନ୍ତି, ଏମାନଙ୍କୁ‌ ଶିକ୍ଷା ଦାନ ପାଇଁ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଆଜି ପର୍ଯ୍ୟନ୍ତ କରାଯାଇନାହିଁ। ଏହି ନିଯୁକ୍ତି ନିମନ୍ତେ ପି.ଡବ୍ଲୁ.ଡ଼ି ଆକ୍ଟ ୧୯୯୫, ଆର.ପି.ଡବ୍ଲୁ.ଡ଼ି ଆକ୍ଟ ୨୦୧୬ ଏବଂ ଆର.ଟି.ଇ  ଆକ୍ଟ ୨୦୦୯ ରହିଛି ତତସହିତ ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ‌ ୨୦୨୧ ମସିହା ଅକ୍ଟୋବର ୨୮ ତାରିଖ ଡବ୍ଲୁ.ପି (ସି ) ୧୩୨ ଅଫ୍ ୨୦୧୬ ରହିଛି। ଏହା ଉପରେ ଗୁରୁତ୍ବ ଦେଇ ଖୁବଶୀଘ୍ର ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ର ବିଜ୍ଞାପନ ବାହାର କରିବା ନିମନ୍ତେ ମାନନୀୟ ଗଣଶିକ୍ଷା ମନ୍ତ୍ରୀ ଙ୍କୁ ଅନୁରୋଧ କରାଯାଉଛି। ଏହି ନିଯୁକ୍ତି ମିଳିଲେ ଓଡ଼ିଶା ର ସମସ୍ତ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନେ ଉତ୍ତମ ଶିକ୍ଷା ପାଇ ସମାଜର ମୁଖ୍ୟସ୍ରୋତରେ ସାମିଲ୍ ହେବା ସହ ୮୦୦୦ ରୁ ଉର୍ଦ୍ଧ୍ବ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପକୃତ ହୋଇପାରିବେ ବୋଲି ସଂଘର କର୍ମକର୍ତ୍ତା କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like