-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||     

HOME   ଜିଲ୍ଲା

ବରିଷ୍ଠ ସାମ୍ବାଦିକ ଶଙ୍କର ପ୍ରସାଦ ମିଶ୍ରଙ୍କ ପରଲୋକ, ସାମ୍ବାଦିକ ଭବନ ସମ୍ମୁଖରେ ସାମ୍ବାଦିକ ମାନଙ୍କର ଶୋକପୁର୍ଣ୍ଣ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ

31-Dec-2020



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର)ଗତକାଲି ୩୦ ତାରିଖରେ ବରିଷ୍ଠ ସାମ୍ବାଦିକ ଶଙ୍କର ପ୍ରସାଦ ମିଶ୍ରଙ୍କ ୬୪ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଥିଲା । ସମ୍ବଲପୁରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିଲା । ତାଙ୍କ ପରଲୋକ ଖବର ପାଇବା ପରେ ପରେ ବଲାଙ୍ଗିର ଜିଲ୍ଲା ତଥା ରାଜ୍ୟର ସାମ୍ବାଦିକ, ସାମ୍ବାଦିକ ଅନୁଷ୍ଠାନମାନେ ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ବୁଧବାର ରାତି ୯.୩୦ ମିନିଟରେ ଶଙ୍କର ପ୍ରସାଦ ମିଶ୍ରଙ୍କ ପାର୍ଥିବ ଶରୀର ବଲାଙ୍ଗିର ପହଞ୍ଚିଥିଲା । ସାମ୍ବାଦିକ ଭବନ ସମ୍ମୁଖରେ ସଂଘର ସଭାପତି ହରିନାରାୟଣ ପୁଜାରୀ, ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ବେହେରା, ସାଧାରଣ ସମ୍ପାଦକ ବଲରାମ ମିଶ୍ର, ନବୀନ ପଶାୟତ, ଗୋପବନ୍ଧୁ ଶତପଥି, ସଦାଶିବ ସରାଫ, ମନୋରଂଜନ ଯୋଷୀ, ବଲାଙ୍ଗିର ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ ଜୟଦେବ ପାଣିଗ୍ରାହୀ, ସମ୍ପାଦକ ରଂଜିତ ବେହେରା, ସଂଗଠନ ସମ୍ପାଦକ ଶରତ ଚନ୍ଦ୍ର ମିଶ୍ର, ବିରେନ୍ଦ୍ର ଝାଙ୍କର, ପୁର୍ଣ୍ଣଚନ୍ଦ୍ର ପଣ୍ଡା, ସନ୍ଦିପ କୁମାର କୁଅଁର, ଚନ୍ଦ୍ର ଭାନୁ ମୋଲାନା, ଶେକ୍ ମହମ୍ମଦ ୱାହିଦ୍‌, ଦିପକ ପୁରୋହିତ, ରଘୁନନ୍ଦନ ସିଂ, ପ୍ରଦିପ୍ତ କୁମାର ମିଶ୍ର, ରୁତୁରାଜ ସିଂ, ଘଟେଶ୍ୱର ମିଶ୍ର, କରୁଣାକର ପ୍ରଧାନ, ମାନସ ରଂଜନ ନନ୍ଦ, ବିଶ୍ୱଜିତ ପଟ୍ଟନାୟକ, ବିଜୟ ପ୍ରଧାନ,  ସଂଜୟ ମିଶ୍ର ପ୍ରମୁଖ ଶୋକ ପୁର୍ଣ୍ଣ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ । ପରେ ପାର୍ଥିବ ଶରୀରକୁ ଶାନ୍ତିପଡା ବାସ ଭବନକୁ ନିଆଯାଇଥିଲା । ସେଠାରେ ଆତ୍ମୀୟ ସ୍ୱଜନଙ୍କ ଶେଷ ଦର୍ଶନ ପରେ ବିଭୁତିପଡା ସ୍ମଶାନକୁ ନିଆଯାଇ ସଂସ୍କାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଠାରେ ଉଲ୍ଲେଖ ଯୋଗ୍ୟଯେ ସ୍ୱର୍ଗତ ଶଙ୍କର ପ୍ରସାଦ ମିଶ୍ର ରାଜ୍ୟର ପ୍ରତିଷ୍ଠିତ ସାମ୍ବାଦିକ ସଂଘ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ସାଧାରଣ ସମ୍ପାଦକ, ସଭାପତି, ରାଜ୍ୟର ଓଡିଶା ୟୁନିଅନ ଅଫ ଜର୍ଣ୍ଣାଲିଷ୍ଟିର ଦୁଇଥର ସଭାପତି ଏବଂ ଦେଶର ଜାତୀୟ ସାମ୍ବାଦିକ ୟୁନିଅନର ଉପସଭାପତି ଭାବେ ସୁନାମ ଅର୍ଜନ କରିଥିଲେ । ସ୍ୱର୍ଗତ ମିଶ୍ର ଦୈନିକ ଆଶା, ସମୟ, ସମ୍ବାଦ, ଓଡିଶା ଭାସ୍କର, ସ୍ୱରାଜ୍ୟର ଜିଲ୍ଲା ପ୍ରତିନିଧି ଓ ବଲାଙ୍ଗିର ଖବର”ର ସମ୍ପାଦକ ଦାୟିତ୍ୱ ତୁଲାଇଥିଲେ ଏବଂ ସେ ଜଣେ ସଫଳ ମଂଚ ଅଭିନେତା ଓ ବକ୍ତା ଥିଲେ । ତାଙ୍କରି ବିୟୋଗରେ ସମଗ୍ର ରାଜ୍ୟ ଓ ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026

You Might Also Like