-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବ୍ଲକ ପ୍ରଶାସନ ପକ୍ଷରୁ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ -

13-Aug-2024



ବୋଡ଼େନ (ରାମନାଥ ପଣ୍ଡା)
କେନ୍ଦ୍ର ସରକାର ତଥା ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନକ୍ରମେ ସମଗ୍ର  ଭାରତ ବର୍ଷରେ ହର ଘର ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଯାଇଛି। ସ୍ବାଧୀନତାର ୭୮ ତମ ସ୍ବାଧିନତା ଦିବସ ପାଳନ ନିମିତ୍ତ ଆରମ୍ଭ ହୋଇଥିବା ହର ଘର ତ୍ରିରଙ୍ଗା ଅଭିଯାନରେ ସମଗ୍ର ଭାରତ ବର୍ଷର ଜନସାଧାରଣଙ୍କୁ ସାମିଲ କରି ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ପହଞ୍ଚାଇବାର ସୁନ୍ଦର ପ୍ରୟାସ କରାଯାଇଛି ।
ଏହି ଅବସରରେ ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ସମସ୍ତ ୧୫ ଗୋଟି ପଞ୍ଚାୟତରେ ସରପଂଚ,ସମିତି ସଭ୍ୟା ଓ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ମାଧ୍ୟମରେ ମିଶନ ଶକ୍ତିର ସମସ୍ତ କ୍ୟାଡ଼ର ଯଥା ଏମ ବି କେ,ସି ଆର୍ ପି,କେ ଏମ ,ପି ଏମ ଏବଂ ଜି ଆର୍ ଏସ ଓ ଯୋଗାଣ ସହାୟକଙ୍କ ସହଯୋଗ କ୍ରମେ ବିଭିନ୍ନ ସ୍ଥାନରେ ପଦଯାତ୍ରା କରି ତ୍ରିରଙ୍ଗା ବଣ୍ଟନ କରାଯାଇଥିବା ବେଳେ ବ୍ଲକ ହେଡକ୍ୱାଟରରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ  ପ୍ରିୟରଞ୍ଜନ କୁମାରଙ୍କ ନେତୃତ୍ୱରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର କଳା,ବାଣିଜ୍ୟ ଓ ବିଜ୍ଞାନ ବିଭାଗ ଏବଂ ସ୍ନାତକ ମହାବିଦ୍ୟାଳୟର ସମସ୍ତ ଛାତ୍ର ଛାତ୍ରୀ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।

ସ୍ନାତକ ମହାବିଦ୍ୟାଳୟ ପରିସରରୁ ଆରମ୍ଭ ହୋଇଥିଲା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ । କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷା ପ୍ରେମସିଲା ନାଗ ,ସହକାରୀ ନିର୍ବାହୀ ଯନ୍ତ୍ରୀ ଆଶୁତୋଷ ରାଉତ,ସହକାରୀ ଯନ୍ତ୍ରୀ ଯୋଗେଶ୍ୱର ନାଏକ, କନିଷ୍ଠ ଯନ୍ତ୍ରୀ ସଂଗ୍ରାମ କେଶରୀ ପରିଡ଼ା, ଜି ପି ଇ ଓ ଭୀଷ୍ମ କୁମ୍ଭାର ଓ ପ୍ରଫୁଲ୍ଲ କୁମାର ନାୟକ, ଏ ପି ଓ ରବିନାରାୟଣ ରାଉତ,ଓ ଏଲ ଏମ ବି ଏଲ ସି କମ୍ ବି ପି ଏମ ସୁନୀତା ସୋନା,ବି ପି  ସି ରଜେଶ କୁମାର ସାହୁଙ୍କ ସମେତ ବ୍ଲକ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ,ଏ ଏସ ଆଇ ସୁରତ ମାଝୀଙ୍କ ସହ ପୋଲିସ କର୍ମଚାରୀ, ଉଭୟ କଲେଜର ଅଧ୍ୟାପକ ଅଧ୍ୟାପିକା , ବିଜେପି କର୍ମୀ,  ହଜାରରୁ ଉର୍ଦ୍ଧ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ | ଉଭୟ  କଲେଜରୁ ଏମ ଏସ ଏସ କାର୍ଯ୍ୟକର୍ତ୍ତା ସାମିଲ ରହି ସହଯୋଗ କରିଥିଲେ ।ପ୍ରଥମେ ସମସ୍ତେ ସ୍ନାତକ ମହାବିଦ୍ୟାଳୟ ପରିସର ମଧ୍ୟରେ  ଏକତ୍ରିତ ହୋଇ ୪ କି ମିଟର ଯାଏଁ ଏକ ବିରାଟ ତ୍ରିରଙ୍ଗା ପତାକା ଶୋଭାଯାତ୍ରାରେ ବାହାରି ଏକ ସ୍ୱରରେ ହର ଘର ତ୍ରିରଙ୍ଗା, ତ୍ରିରଙ୍ଗା ର ସମ୍ମାନ ଦେଶର ସମ୍ମାନ, ଭାରତ ମାତାକି ଜୟ , ବନ୍ଦେ ମାତରଂ, ହିନ୍ଦୁ ମୁସଲିମ ଶିଖ ଈସାଈ ଆମେ ସବୁ ଭାଇ ଭାଇ ଭଳି ବିଭିନ୍ନ ନାରା ଦେଇ ବୋଡ଼େନ  ବସ୍ତି ପରିକ୍ରମା କରିଥିଲେ |ପରେ ଏନ୍ ଏସ ଏସ ର ଏକ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଛାତ୍ର ଛାତ୍ରୀ ଙ୍କୁ ବିଭିନ୍ନ ସେବା ବିଷୟରେ ଦିଗଦର୍ଶନ ଦିଆଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like