-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||     

HOME   ଜିଲ୍ଲା

ମହିଳା କଲେଜ ରେ ଏନ୍ ଏସ ଏସ ସପ୍ତାହ ପାଳନ- ସ୍ବଚ୍ଛତା ସଚେତନତା କାର୍ଯ୍ୟକ୍ରମ

13-Aug-2024



- ସୋନପୁର ( ମନୋରଞ୍ଜନ ତ୍ରିପାଠୀ) ବିଜୁ ପଟ୍ଟନାୟକ ଯୁକ୍ତ ଦୁଇ ମହିଳା ଉଚ୍ଚ ମାଧ୍ୟମିକ ସ୍କୁଲ୍ ଠାରେ ଏନ୍ ଏସ ଏସ ସେବା ଶିବିର ସପ୍ତାହ ପାଳନ ଅବସରରେ ଏକ ସ୍ୱଚ୍ଛତା ସଚେତନତା ସଭା ଅନୁଷ୍ଠିତ ହୋଇ ଯାଇଛି l ଏହି  କାର୍ଯ୍ୟକ୍ରମ ରେ ଅତିଥି ଭାବରେ ଯୁକ୍ତ ଦୁଇ ସ୍କୁଲ୍ ର ଅଧ୍ୟକ୍ଷା ନଳିନୀ ପ୍ରଭା ପ୍ରଧାନ , ଅଧ୍ୟାପିକା ସ୍ନିଗ୍ଧା ଦାସ, ସ୍ୱଚ୍ଛ ଭାରତ ସଂଗଠନ ର କୋଡ଼ିନେଟର  ମନୋରଞ୍ଜନ ତ୍ରୀପାଠୀ ଓ ବକ୍ତା ବା ଗବେଷକ ଭାବେ ସଂଗଠନ ର ଉପଦେଷ୍ଟା ପ୍ରଦୀପ ପୁରୋହିତ ଯୋଗ ଦେଈ ସ୍ବଚ୍ଛତା ଅଭିଯାନ ଓ ପରିମଳ ଉପରେ ଛାତ୍ରୀ ଙ୍କୁ ସଚେତନ କରାଇ ବାହ୍ୟ ସ୍ୱଚ୍ଛତା ସହିତ ପ୍ରତ୍ୟେକ କାର୍ଯ୍ଯ ରେ ବ୍ୟକ୍ତିଗତ ଓ ମନ ର ସ୍ବଚ୍ଛତା ରହିଲେ ମହାତ୍ମା ଗାନ୍ଧୀ ଙ୍କ କ୍ଲିନ୍ ଇଣ୍ଡିଆ (ସ୍ୱଚ୍ଛ ଭାରତ)  ଗ୍ରୀନ ଇଣ୍ଡିଆ (ସବୁଜ ଭାରତ) ସ୍ବପ୍ନ ସାକାର ହେବ ବୋଲି ମତ ରଖିଥିଲେ l ଅଳିଆ ଆବର୍ଜ୍ଜନା କୁ କାହାର ଅଇଁଠା ପତ୍ର କୁ ସଫା କରିବା ରେ ନିଜ କୁ ଛୋଟ ଭାବିବା ଅନୁଚିତ l କାରଣ  ଛୋଟ ରେ ହିଁ ଏକ ବଡ ସମ୍ଭାବନା ଥାଏ ବୋଲି ବୁଝାଇ ଥିଲେ l ସଭା କୁ ଇଂରାଜୀ ଅଧ୍ୟାପକ ମଧୁ ସୁଦନ ପୁଝାରୀ ସଂଯୋଜନା କରିଥିବା ବେଳେ ଏନ୍ ଏସ ଏସ ପ୍ରୋଗ୍ରାମ ଅଫିସର ସରସ୍ଵତୀ ଦାଶ ସ୍ଵାଗତ ଅଭିଭାଷଣ ରଖିଥିଲେ l ଏହି  ଏନ୍ ଏସ ଏସ ସପ୍ତାହ ର ଉଦ୍ଘାଟନୀ ଦିବସ ରେ ଶିଶୁ ଯୌନ ନିର୍ଯ୍ୟାତନା ଓ ଲିଙ୍ଗଗତ ସମ୍ବନ୍ଧୀୟ  ସାଧନା କର୍ମୀ ତଥା ଏଡଭୋକେଟ ହିମାଂଶୁ ଭୁଷଣ ନାୟକ, ଓ ଏଡ୍ସ ଉପରେ ସାଧନା କର୍ମୀ ଅଧ୍ୟାପକ ଉମାକାନ୍ତ ନାଗ ଙ୍କ ଦ୍ଵାରା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିଲା l  ଛାତ୍ରୀ ମାନଙ୍କ ଦ୍ଵାରା ଶ୍ରୀ ରାମେଶ୍ଵର ମନ୍ଦିର ଠାରେ ସ୍ବଚ୍ଛତା ଅଭିଯାନ ଓ ବୃକ୍ଷ ରୋପଣ କାର୍ଯକ୍ରମ ଅନୁଷ୍ଟିତ ହୋଇଥିଲା l


News Comment




Photo in News

Advertisment
Lastest News
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026

You Might Also Like