-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ପ୍ରେସ୍ ମିଟ୍ ମାଧ୍ୟମରେ ନିଜ ଦଳର ଉପଲବ୍ଧି ବଖାଣିଲା ବିଜେପି, ସମସ୍ତଙ୍କୁ ସୁହାଇଲା ଭଳି ବଜେଟ ଆଗତ କରିଛି ବିଜେପି

13-Aug-2024



ବଲାଙ୍ଗିର(ଚିତ୍ରସେନ ବେହେରା): ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି ନିଜର ଘୋଷଣାପତ୍ରରେ ଯାହା ଯାହା ଉଲ୍ଲେଖ କରିଥିଲା,  ଗୋଟି ଗୋଟି କରି ସେ  ସବୁକୁ ପୂରଣ କରିଛି l ଏପରିକି ଗତ 8ତାରିଖ ରାଜ୍ୟରେ ଉପସ୍ଥାପନ ହୋଇଥିବା ବଜେଟ ଏକ ଐତିହାସିକ ବଜେଟ ବୋଲି ଆଜି ସ୍ଥାନୀୟ ସାମ୍ବାଦିକ ଭାବନା ଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛି ବିଜେପି l ଓଡି଼ଆ ଅସ୍ମିତା ପାଇଁ 200 କୋଟି ଟଙ୍କା, ପୁରୀ ଜଗନ୍ନାଥ ମନ୍ଦିର ପାରିପାର୍ଶ୍ୱିକ ଉନ୍ନତି ପାଇଁ 500 କୋଟି ଟଂକା  ପ୍ରଦାନ କରିଛି ବିଜେପି l ଏହି ବଜେଟ ସମାଜର ସବୁସ୍ତରର ଲୋକଙ୍କୁ ସୁହାଇଲା ଭଳି ବଜେଟ ବୋଲି ବିଜେପି ପକ୍ଷରୁ କୁହାଯାଇଛି l ବଲାଙ୍ଗୀର ବିଜେପି ସଭାପତି ଶିବାଜୀ ମହାନ୍ତିଙ୍କ ଆବାହକତ୍ବରେ ଅନୁଷ୍ଠିତ ଆଜିର ସାମ୍ବାଦିକ ସମ୍ମିଳନୀରେ ବିଜେପି ନିଜର ନିର୍ବାଚନ ପ୍ରତିଶ୍ରୁତିକୁ ପାଳନ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା l ପୁରୀ ଜଗନ୍ନାଥ ମନ୍ଦିରର ଚାରି ଦ୍ଵାର ଖୋଲିବା, ରତ୍ନଭଣ୍ଡାରର ଚାବି ଆଣିବା, ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ 50 ହଜାର ଟଙ୍କା ପ୍ରଦାନ, ଧାନର ସର୍ବନିମ୍ନ ସହାୟକ ମୂଲ୍ଯ 31ହଜାର ଟଂକାକୁ ବୃଦ୍ଧି, ସବୁ ଘରକୁ ବିଜୁଳି ଆଦି କ୍ଷେତ୍ରରେ ବିଜେପି ନିଜର କଥାକୁ କାମରେ କରି ଦେଖାଇଛି ବୋଲି ବିଜେପି ପକ୍ଷରୁ ସ୍ପଷ୍ଟ କରାଯାଇଛି l ଏଥିସହ ଓଡ଼ିଶାରେ ରେଳପଥର ବିକାଶ କ୍ଷେତ୍ରରେ ରାଜ୍ୟର ମୋହନ ସରକlର ନିଜର ଦକ୍ଷତାକୁ ପ୍ରମାଣିତ କରିଛନ୍ତି ବୋଲି ବିଜେପି ନିଜର ଦୃଢୋକ୍ତି ପ୍ରକାଶ କରିଛି l ଆଜିର ପ୍ରେସ୍ ମିଟ୍ ରେ ବିଜେପି ମିଡିଆ ପ୍ରଭାରୀ ଚିତ୍ରସେନ ବେହେରା, ଦିନେଶ ଶର୍ମା ଓ ଅମରଜିତ ପଟେଲ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like