-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସ୍ବାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରତିଯୋଗିତା

13-Aug-2024



କଟକ (ପ୍ରେରଣା ଖବର): ଦେଶରେ ପାଳନ ହେବାକୁ ଯାଉଥିବା ୭୮ତମ ସ୍ବାଧୀନତା ଦିବସ ପାଳନ ଉପଲକ୍ଷେ ଛାତ୍ର ଛାତ୍ରୀ ମାନଙ୍କ ଙ୍କ ସୃଜନଶିଳତlକୁ ଦୃଷ୍ଟିରେ ରଖି ଓଡ଼ିଶା ନାରୀ ସେବା ସଙ୍ଘ ପକ୍ଷରୁ କଟକ କାଜିବଜାର ସ୍ଥିତ ସରକାରୀ ବାଳିକା ବିଦ୍ୟାଳୟ ପରିସରରେ ଏକ ବିଦ୍ୟାଳୟ ସ୍ଥରୀୟ ବତ୍କୃତl ଓ ଦେଶାତ୍ମବୋଧକ କବିତା ଆବୃତ୍ତି ପ୍ରତିଯୋଗିତା  ଓ ଘର ଘର ତ୍ରିରଙ୍ଗା କାର୍ଯକ୍ରମ ଅନୁଷ୍ଠିତ ହୋଯାଇଅଛି। ଏଥିରେ

ସମ୍ମାନିତ ଅତିଥି ଭାବେ ସ୍କୁଲ୍ ର ଅଧ୍ୟକ୍ଷl ନିରୁପମl ମଲ୍ଲିକ ଜୋଗଦେଇ ପିଲାଙ୍କୁ ଉତ୍ସାହିତ କରିଥିଲେ। ବିକଶିତ ରାଷ୍ଟ୍ର ଗଠନରେ ଛାତ୍ର ଛାତ୍ରୀ ମାନଙ୍କ ଭୂମିକା ଶୀର୍ଷକ ବତ୍କୃତl ପ୍ରତିଯୋଗିତା ଓ କବିତା ଆବୃତ୍ତି ପ୍ରତିଯୋଗିତା ରେ ସାହିତ୍ୟିକl ତଥା ନାଟ୍ୟକାର ଡ. ବୈଜୟନ୍ତି ମିଶ୍ର ଓ କବି ଶକ୍ତିପ୍ରଦl ମିଶ୍ର ବିଚାରକ ଭାବେ ଯୋଗ ଦେଇଥିଲେ। ଏହି ଉପଲକ୍ଷେ ହର ଘର ତ୍ରିରଙ୍ଗା କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା।   ବତ୍କୁତl ପ୍ରତିଯୋଗିତl ରେ ରେଭେନ୍ସା କଲିଜିଏତଟ  ସ୍କୁଲ୍ରର ଛାତ୍ର ସିଦ୍ଧାନ୍ତ କୁମାର୍ ସାହୁ ପ୍ରଥମ, ବଂଶିକl ପ୍ରିୟଦର୍ଶିନୀ 

ଦ୍ିତୀୟ ଓ ସରକାରୀ ବାଳିକା ବିଦ୍ୟାଳୟ ର ଛାତ୍ରୀ ଶକ୍ତି ସ୍ୱରୂପା ସିଂହ ସାମନ୍ତ ତୃତୀୟ ସ୍ଥାନ ଅଧିକାର କରିଥିଲେ।
ସେହିପରି କବିତା ଆବୃତ୍ତି ପ୍ରତିଯୋଗିତାରେ ସରକାରୀ ବାଳିକା ବିଦ୍ୟାଳୟ ର ଛାତ୍ରୀ ଅର୍ପିତା ସିଂ ପ୍ରଥମ, ବିଶ୍ଵରୂପl ସିଂହ ସାମନ୍ତ ଦ୍ଵିତି ୟ ଓ ରେଭେନ୍ସା କଲିଜିଏଟ୍ ଛାତ୍ରୀ ପ୍ରାଚୀ ପୁଣ୍ୟତୋୟା ଭଦ୍ର ତୃତୀୟ ସ୍ଥାନ ଅଧିକାର କରିଥିଲେ। ଏହି  କାର୍ଯକ୍ରମ କୁ ସଂଘର ସଂଗଠନ ସମ୍ପଡଦିକl ସାହିତ୍ୟିକl ସ୍ଥମ୍ଭକlର ମୀରା ବେଉରା ସଂଯୋଜନl କରିଥଲେ। ସହ ସମ୍ପଦିକl ଇନ୍ଦିରା ଅରୋରl  ଧନ୍ୟବାଦ ଦେଉଥିଲେ। ଡ଼. ପ୍ରଭାବତୀ ପଣ୍ଡା, ଗାୟତ୍ରୀ କର, ଶିକ୍ଷୟତ୍ରୀ ନିବେଦିତା ପାଣି ଓ ସଂଘମିତ୍ରା ପାଢ଼ୀ ସହଯୋଗ କରିଥଲେ। ସଂଘ ପକ୍ଷରୁ ଛାତ୍ର ଛାତ୍ରୀ ମାନଂକୁ ଜାତୀୟ ପତାକା ବଣ୍ଟନ କରଯାଇଥିଲା। କୃତି ପ୍ରତିଯୋଗୀ ମାନଂକୁ ଅଗଷ୍ଟ୧୫ ତାରିଖ ସ୍ବାଧୀନତା ଦିବସ ରେ  କଟକ ବକ୍ସିବଜାର  ସ୍ଥିତ ନlରୀସେବl ସଦନ ଠାରେ ପୁରସ୍କୃତ କରାଯିବ।
            


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like