-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଘରେ ଘରେ ତ୍ରିରଙ୍ଗା ଅଭିଯାନ: ଜିଲ୍ଲା ପ୍ରଶାସନର ତ୍ରିରଙ୍ଗା ଶୋଭାଯାତ୍ରା, ଅଭିଯାନରେ ସାମିଲ ହେଲେ ଲୋକ ପ୍ରତିନିଧି, ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ

14-Aug-2024



ବଲାଙ୍ଗିର(ଚିତ୍ରସେନ ବେହେରା): ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି I ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ସମଗ୍ର ଭାରତର ନାଗରିକଙ୍କୁ ସାମିଲ କରି ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେଇଛନ୍ତି  I ଏହି ଅବସରରେ ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ମୁଖ୍ୟାଳୟ ସ୍ଥିତ କୋଶଳ କଳା ମଣ୍ଡଳ ପଡିଆ ଠାରୁ ପାଟଣା ଛକ ଦେଇ  ପି. ପି ଏକାଡେମୀ ହାଇସ୍କୁଲ ଛକ

ଠୁ କୋଶଳ କଳା ମଣ୍ଡଳ ପଡିଆ ଯାଏଁ  ତ୍ରିରଙ୍ଗା ଶୋଭାଯାତ୍ରା ହୋଇଥିଲା । ଏହି  ଶୋଭାଯାତ୍ରାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ | ଆରକ୍ଷୀ ଅଧିକ୍ଷକ ରିଷିକେଷ ଖିଲାରୀ ଦ୍ୟାନଦେଓ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ସୂଚନା ଯୋଗ୍ୟକି, ବଲାଙ୍ଗିର ଜିଲ୍ଲାର ସମସ୍ତ ବ୍ଲକ ଏବଂ ପଞ୍ଚାୟତ ସ୍ତରରେ ପ୍ରଶାସନ ତରଫରୁ ଆଗାମୀ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ଏଭଳି ବିଭିନ୍ନ କାର୍ଯ୍ୟକ୍ରମ ଅୟୋଜନ କରି ଲୋକଙ୍କୁ ସଚେତନ କରାଯିବ। ଜିଲ୍ଲାପାଳ ମଧ୍ୟ ପ୍ରଶାସନ ତରଫରୁ ଆୟୋଜିତ ହେଉଥିବା କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଯୋଗ ଦେବା ସହ ତ୍ରିରଙ୍ଗା ପତାକା ସହ ସେଲଫି

ଫୋଟୋ ୱେବ୍ସାଇଟରେ ଅପଲୋଡ କରି  ଅଭିଯାନକୁ ସଫଳ କରିବା ପାଇଁ ସମସ୍ତ ଜିଲ୍ଲା ବାସୀଙ୍କୁ ନିବେଦନ କରିଛନ୍ତି ।   

ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଭାତ ମହାପାତ୍ରଙ୍କ  ନେତୃତ୍ଵରେ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ ଆହୋଇଥିବା ବେଳେ ମିଶନ ଶକ୍ତି, ଶିକ୍ଷା, ସଂସ୍କୃତି ଏବଂ ସୂଚନା ଏବଂ ଲୋକ ସଂପର୍କ ଭିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବିଡ଼ିଓ, ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like