-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ମହାନଗର

ଗ୍ରାମସାଥୀ: କମ୍ ନୁହଁନ୍ତି ! ପୁଣି ମନରେଗା ଜବକାର୍ଡ ଜାଲିଆତି ଅଭିଯୋଗ

14-Aug-2024



ବଲାଙ୍ଗୀର(ମଳୟ ମିଶ୍ରଙ୍କ ରିପୋର୍ଟ) ଗତ କିଛି ବର୍ଷ ଧରି ଆଦିବାସୀ ଅଧ୍ୟୁଷିତ ଦାଦନପ୍ରବଣ ମାଓଉପଦ୍ରୁତ ଜିଲ୍ଲାର ଏକ ସୀମାନ୍ତବର୍ତ୍ତୀ ପଛୁଆ ଖପ୍ରାଖୋଲ ବ୍ଲକ୍ ରେ ବାରମ୍ବାର ମନରେଗା ଯୋଜନାରେ ଅନିୟମିତତାର ଅଭିଯୋଗ ହୋଇ ଆସୁଛି। ଅଭିଯୋଗର ତଦନ୍ତ କରିବାକୁ ଏକାଧିକବାର ବଲାଙ୍ଗୀର ଲୋକପାଳ ଗସ୍ତ କରି ଭୁଲ୍ ଧରିବା ସହ ଜୋରିମାନା କରିଛନ୍ତି। ଗତବର୍ଷ ଶ୍ରମିକ ମଜୁରୀ ବାକିରହିଥିବା ଅଭିଯୋଗରେ ମହରାପଦର ପଞ୍ଚାୟତର ସାଲେପାଲି ଓ ଅନ୍ୟାନ୍ୟ ଗ୍ରାମବାସୀ ବ୍ଲକ୍ ଘେରାଉ କରି ଅଫିସ୍ ଭଙ୍ଗାରୁଜା କରିଥିଲେ। ଦଶନ୍ଧିତଳର ଝିଙ୍ଗଟୁ ବରିହା ପରିବାରର ୫ ଜଣଙ୍କର ଅନାହାରମୃତ୍ୟୁ ଅଭିଯୋଗ ଆନ୍ତର୍ଜାତୀୟ ସ୍ତରରେ ଚାଞ୍ଚଲ୍ଯ ସୃଷ୍ଟି କରିଥିଲା ବେଳେ, ଗତବର୍ଷ ଏହି ଭାନପୁର ପଞ୍ଚାୟତର ବୁରୋମାଲ-ଚାବିରୀପାଲିରେ ମନରେଗା ଯୋଜନାରେ ଦାଦନଶ୍ରମିକଙ୍କ ପଳାୟନ ପରେ ସେମାନଙ୍କ ନାଁ'ରେ ଓ ଅନ୍ୟାନ୍ୟ ମିଛଶ୍ରମିକଙ୍କ ନାଁ'ରେ ଲକ୍ଷ ଲକ୍ଷ ଟଙ୍କା ଗ୍ରାମସାଥୀ ହଡପ କରିଥିବା ଅଭିଯୋଗକୁ ଚପାଇ ଦିଆଗଲା। ଏବେ ପୁଣି ଦମେଇପାଲି ପଞ୍ଚାୟତର କେଛୋବାହାଲ ଗ୍ରାମରେ ମନରେଗା ଯୋଜନାରେ ବାର୍ଦ୍ଧକ୍ୟଭତ୍ତା ପାଉଥିବା ବୃଦ୍ଧ ଓ ଦିବ୍ୟାଙ୍ଗଙ୍କ ନାଁ'ରେ ହିତାଧିକାରୀ ଦର୍ଶାଯାଇ ଗ୍ରାମସାଥୀ ଲକ୍ଷାଧିକ ଟଙ୍କା ହଡପ କରିଥିବା ଅଭିଯୋଗ କରି ଗ୍ରାମବାସୀ ମାନେ ଅଭିଯୋଗ କରିଛନ୍ତି। ଏଥିପାଇଁ ଗାଁ'ରେ ଏକ ବୈଠକରେ ଆଲୋଚନା ପରେ ଉକ୍ତ ଗ୍ରାମସାଥୀଙ୍କୁ ବହିଷ୍କାର ଦାବିରେ ଗ୍ରାମବାସୀମାନେ ଖପ୍ରାଖୋଲ ବିଡିଓଙ୍କୁ ଭେଟି ଦାବିପତ୍ର ଦେଇଥିବା ପ୍ରକାଶ। ଏ ସମ୍ପର୍କରେ ବିଡିଓ ବିବେକାନନ୍ଦ ଷଡଙ୍ଗୀ ଓ ଏପିଓ ପ୍ରଶାନ୍ତ ସାହୁ ତଦନ୍ତର ପ୍ରତିଶ୍ରୁତି ଦେଇଛନ୍ତି। ତେବେ ମୂଳରୁ ଚୂଳ ପର୍ଯ୍ୟନ୍ତ ସମସ୍ତେ ଏଠାରେ ଏଭଳି ଅନିୟମିତତାରେ ଜଡିତ ବୋଲି ଚର୍ଚ୍ଚା ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like