-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଫୋଷ୍ଟର କେୟାର ତାଲିମ ଅନୁଷ୍ଠିତ

14-Aug-2024



ବଲାଙ୍ଗୀର(ପ୍ରେରଣାଖବର): ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ବଲାଙ୍ଗିର ଓ ଅରୁଣା- ସିଆର୍ର୍ଏସ୍ ର ମିଳିତ ଆନୁକୂଲ୍ଯରେ  ପଞ୍ଚାୟତ ସାଧନ କେନ୍ଦ୍ର ସଭା ଗୃହ ଠାରେ ନୂଆ ଫୋଷ୍ଟର୍ କେୟାର ମାର୍ଗଦର୍ଶିକା ୨୦୨୪ ର ତାଲିମ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଅଛି।ଏହି ତାଲିମରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ ଉଦ୍ଘାଟନ କରିଥିଲେ। ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସୋନାଲି ପଟ୍ଟନାୟକ ଉପସ୍ଥିତ ରହି ଫୋଷ୍ଟର କେୟାର ପାଇଁ ଆବେଦନ କରିବାକୁ କହିଥିଲେ।ଅରୁଣା ସିଆର୍ଏସ୍ ର ଜିଲ୍ଲା ପରାମର୍ଶଦାତା ପ୍ରମୋଦ ବଗର୍ତ୍ତୀ ଏହି ତାଲିମ ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପରେ ଅବଗତ କରାଇ ତାଲିମ ର ସୁପରିଚାଳନା ନିମନ୍ତେ ସଂଯୋଜନା କରିଥିଲେ।ଶିଶୁ ମଙ୍ଗଳ ସମିତିର ଅଧକ୍ଷ ଲମ୍ବୋଦର ଦୀପ,ଲିନା ବାବୁ, ଏସ୍  ଲତାଶ୍ରୀ, ଡକ୍ଟର ସନ୍ଧ୍ୟାରାନି ପଣ୍ଡା,ସୀତାରାମ ହୋତା ଫୋଷ୍ଟର କେୟାର ମାର୍ଗଦର୍ଶିକା  ଉପରେ ଆଲୋଚନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ଅଣ ଆନୁଷ୍ଠାନିକ ଅଧିକାରୀ ସୁଧାଂଶୁ ଶେଖର କୁମ୍ଭାର ଫୋଷ୍ଟର କେୟାର ମାର୍ଗଦର୍ଶିକା ର ତାଲିମ ପ୍ରଦାନ କରିଥିଲେ।ଏହି ତାଲିମ କାର୍ଯ୍ୟକ୍ରମରେ ଶିଶୁ ଯତ୍ନ ଅନୁଷ୍ଠାନ, ଏନ୍ ଜି ଓ ର ଅଧିକାରୀ ମାନେ ଉପସ୍ଥିତ ଥିଲେ।ବଲାଙ୍ଗୀର ଜିଲ୍ଲା ରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୩ ଜଣ ଶିଶୁ ପରିବାର ପାଇଛନ୍ତି।ଏ ବର୍ଷ ଆହୁରି ୧୫ ଜଣ ଶିଶୁ ସହିତ ନୂଆ ପରିବାର  ଚିହ୍ନଟ କରି ଶିଶୁ ମାନଙ୍କର ଲାଳନ ପାଳନ ଓ ଯତ୍ନ ନିମନ୍ତେ ପରିବାର ର ପରିବେଶ ରେ ରହି ଶିଶୁ ମାନେ ନିଜର ଭବିଷ୍ୟତ ନିର୍ଦ୍ଧାରଣ କରିବାକୁ ତାଲିମ ରେ ଲକ୍ଷ୍ମୀ ସିଂ ଉତ୍ସାହିତ କରିଥିଲେ।ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ଅରୁଣ କୁମାର ଖୁଆସ୍ , ସୁଦାମ ସୁନା,ଚାଇଲ୍ଡ ହେଲ୍ପ ଲାଇନ ଜିଲ୍ଲା ପ୍ରକଳ୍ପ ସଂୟୋଜକ ବିକ୍ରମ ପଣ୍ଡା, ଶୁଭମ୍ ଜେନା,ବସନ୍ତ ହରପାଳ ପ୍ରମୁଖ ଉପସ୍ଥିତ ଥିଲେ।ପରିଶେଷରେ ଆଇନ୍ ପର୍ଯ୍ୟବେକ୍ଷକ ଦିଗମ୍ବର କର ଧନ୍ୟବାଦ୍ ଅର୍ପଣ କରି ତାଲିମ ଶେଷ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like