-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ରାଜ୍ୟ

ଧାନ ପଞ୍ଜିକରଣ ତାରିଖ ବୃଦ୍ଧି ପାଇଁ ଦାବି ପତ୍ର ପ୍ରଦାନ

14-Aug-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)-ସଂଯୁକ୍ତ କୃଷକ ସଙ୍ଗଠନ ବରଗଡ଼ ତରଫରୁ ଯୋଗାଣ ସଚିବ ବିରବିକ୍ରମ ଯାଦବଙ୍କୁ ବରଗଡ଼ ଜିଲ୍ଲାପାଳ ଆଦିତ୍ୟ ଗୋୟଲ, ସି ଏସ ଓ ରାଜକିଶୋର ପାଣିଗ୍ରାହୀ ଏବଂ ଡି ଆର ସି ଏସ କଲ୍ୟାଣ ସେଠୀଙ୍କ ଜରିଆରେ ଧାନ ପଞ୍ଜିକରଣ ତାରିଖ ବୃଦ୍ଧି ପାଇଁ ଦାବିପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ଅନୁସାରେ ପ୍ରତ୍ୟେକ ଋତୁରେ ଚାଷୀ ମାନଙ୍କୁ ଧାନ ବିକ୍ରି କରିବା ପାଇଁ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ପଞ୍ଜିକରଣ କରିବାକୁ ପଡିଥାଏ। ଚାଷୀ ପଞ୍ଜିକୃତ ନ ହେଲେ ତାର କଷ୍ଟ ଉପାର୍ଜିତ ଧାନ ବିକ୍ରି କରି ପାରିବ ନାହିଁ।  କେନ୍ଦ୍ରୀକରଣ ବ୍ୟବସ୍ଥା ଫଳରେ ଚାଷୀ ମାନଙ୍କ ଅନେକ ଗୁଡିଏ ସମସ୍ୟା ପରିଲକ୍ଷିତ ହେଉଅଛି। ଯଥା:- ଋଣ ଲେଣ ଦେଣ, ଫସଲ ବୀମା।ସେ ସମୟରେ ଚାଷ କାର୍ଯ୍ୟ ସରି ନ ଥାଏ।ଚଳିତ ବର୍ଷ ରାଜ୍ୟ ସରକାର ଧାନ କ୍ୟୁଣ୍ଟାଲ ୩୧ ଶହ ଦେବେ ଏବଂ କୌଣସି ଧାନ କଟନୀ ଛଟନୀ ହେବ ନାହିଁ ବୋଲି ପ୍ରତିଶୃତି ଦେଇଛନ୍ତି। ଯଦି ଚାଷୀ ପଞ୍ଜିକୃତ ନ ହେବ ତାହାହେଲେ କେଉଁଠାରେ ଓ କିପରି ଭାବେ ଚାଷୀ ଧାନ ବିକ୍ରି କରିବ ଏବଂ ଉଚିତ ପ୍ରାପ୍ୟ ପାଇବ ? ରାଜ୍ୟ ସରକାର ପ୍ରତ୍ୟେକ ବର୍ଷ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ଧାନ ପଞ୍ଜିକରଣ ସମୟ ଧାର୍ଯ୍ୟ କରିଥାନ୍ତି। କିନ୍ତୁ ଅଗଷ୍ଟ ମାସରେ ଚାଷୀଙ୍କ ବହୁତ ଭିଡ ଲାଗିରହିଥାଏ ଏବଂ ଚାଷ କାର୍ଯ୍ୟ ଆରମ୍ଭ ହୋଇଥାଏ। ଯଦି ବର୍ଷା ଡେରିରେ ହୁଏ ତାହାହେଲେ ଆହୁରୀ ସମସ୍ୟା ଜଟିଳ ହୋଇଥାଏ।ସେଥିପାଇଁ ଚାଷୀସଂଗଠନ ମାନଙ୍କ ଅନୁରୋଧ ଆସନ୍ତା ବର୍ଷ ମାନଙ୍କ ଭଳି ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ଧାନ ବିକ୍ରି ପଞ୍ଜିକରଣ ସମୟ ସୀମା ଧାର୍ଯ୍ୟ କରାଯାଉ। ଏବଂ ଚଳିତ ବର୍ଷ ରାଜ୍ୟରେ ୧୭ ଲକ୍ଷ ଚାଷୀ ପଞ୍ଜିକରଣ ସ୍ଥଳେ ମାତ୍ର ୧୨ ଲକ୍ଷ ପଞ୍ଜିକରଣ ହୋଇଛନ୍ତି।ଓଡ଼ିଶାର ଭାତ ହାଣ୍ଡି ଭାବେ ପରିଚିତ ବରଗଡ଼ ରେ ମଧ୍ୟ ଅନ୍ୟ ବର୍ଷ ଠାରୁ ୬୦ ହଜାର ଚାଷୀ ପଞ୍ଜିକରଣ ହୋଇ ପାରି ନାହାଁନ୍ତି। ଗତ ବର୍ଷ ମାନଙ୍କରେ ମଧ୍ୟ ଧାର୍ଯ୍ୟ ତାରିଖ ବୃଦ୍ଧି ହୋଇଅଛି ଏବଂ ବିକେନ୍ଦ୍ରିତ ବ୍ୟବସ୍ଥା ହେଲେ ସ୍ଥାନୀୟ ସମସ୍ୟା ଜିଲ୍ଲା ସ୍ତରରେ ସମାଧାନ ହୋଇ ପାରିବ।ଏଣୁ ସବିନୟ ଅନୁରୋଧ ଧାନ ବିକ୍ରି ପଞ୍ଜିକରଣ ସମୟ ସୀମା ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଉ ଏବଂ ନିକେନ୍ଦ୍ରିତ ବ୍ୟବସ୍ଥା କାର୍ଯ୍ୟକାରୀ କରି ସମସ୍ତ ପଞ୍ଜିକୃତ ଚାଷୀଙ୍କ ଧାନ କିଣିବା ପାଇଁ ସହଜ ସରଳ ଓ ନିଶ୍ଚିତ ବ୍ୟବସ୍ଥା କରାଯାଉ। ସଂଗଠନର ଉପଦେଷ୍ଟା ରମେଶ ମହାପାତ୍ର, ନିରଞ୍ଜନ ପଧାନ, ସଞ୍ଜୟ ଭୋଇ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like