-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ରାଜ୍ୟ

ଡା ଲକ୍ଷ୍ମଣ ବେହେରାଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକ

14-Aug-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)-ପ୍ରାଣୀଧନ ଓ ପଶୁଚିକିତ୍ସା  ବିଭାଗର ପୂର୍ବତନ ନିର୍ଦ୍ଦେଶକ ତଥା ସୁସାହିତ୍ଯିକ ଡା ଲକ୍ଷ୍ମଣ ବେହେରାଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକ ମହାନଦୀ ବିହାରସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁ ପତ୍ରିକା 'ନାନାବାୟା'ର ପ୍ରକାଶିକା ହରିପ୍ରିୟା ବେହେରା ସଭା ମୁଖ୍ଯ ଭାବେ ଯୋଗ ଦେଇଥିଲେ। ମୁଖ୍ଯ ଅତିଥି ଭାବେ ଡା ପ୍ରଦୀପ କୁମାର ଦାଶ, ମୁଖ୍ଯ ବକ୍ତା ଭାବେ ଲକ୍ଷ୍ମୀକାନ୍ତ ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ ଡା ବୀର କିଶୋର ପରିଡ଼ା, ନାନାବାୟାର ସଂପାଦକ ସରୋଜ ବେହେରା ଉପସ୍ଥିତ ରହି ଡା ବେହେରାଙ୍କ ସ୍ମ୍ରତି ତାରଣ କରିଥିଲେ। ବୌଦ୍ଧ ଜିଲ୍ଲାର ତହସିଲଦାର ତଥା  ସ୍ୱର୍ଗତଃ ଡା.ଲକ୍ଷ୍ମଣ ବେହେରାଙ୍କ ସୁପୁତ୍ର ଲଗ୍ନଜିତ୍ ବେହେରା ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ। ଡା. ବେହେରା ଏକାଧାରରେ ଜଣେ   ଚିକିତ୍ସକ,ସୁବକ୍ତା,ସଂଗଠକ ଓ ସାହିତ୍ଯିକ ଭାବେ ଵେଶ୍ ପରିଚିତ  ଥିଲେ। ତାଙ୍କ ଅବର୍ତ୍ତମାନରେ ଶିଶୁସାହିତ୍ୟର ଘୋର କ୍ଷତି ହେଲା। 
ଏହି ଅବସରରେ ଲଗ୍ନଜିତ୍ ବେହେରାଙ୍କ "ସତ୍ଯବାଦୀ ରାଜା ହରିଶ୍ଚନ୍ଦ୍ର " ଓ ଆନନ୍ଦ କୁମାର ମେହେରଙ୍କ "ଅଙ୍ଗୁଳିମାଳ" ଶିଶୁ ଉପନ୍ୟାସ  ଉନ୍ମୋଚିତ ହୋଇଥିଲା। ଉପନ୍ୟାସର ଆଙ୍ଗିକ ଓ ଆତ୍ମିକ ଦୃଷ୍ଟିକୋଣରୁ ବିଶିଷ୍ଟ ଶିଶୁ ସାହିତ୍ଯିକ  ପ୍ରଶାନ୍ତ କୁମାର ମଙ୍ଗରାଜ ଓ କୁଞ୍ଜ ବିହାରୀ ସାହୁ ସମୀକ୍ଷା କରିଥିଲେ। ଶିଶୁ ଉପନ୍ୟାସର ଉନ୍ମୋଚନ ଓ ବିକାଶ ଉପରେ ସାରଗର୍ଭକ ଆଲୋଚନା ହୋଇଥିଲା। ଶିଶୁ ଉପନ୍ୟାସ ପ୍ରକାଶନରେ ନାନାବାୟାର ଭୂମିକାକୁ ଆଲୋଚକମାନେ ଭୂୟସୀ ପ୍ରଶଂସା କରିଥିଲେ।  ଡ ଶରତ ଚନ୍ଦ୍ର ପରିଡା ମଞ୍ଚ ପରିଚାଳନା କରିଥିବା ବେଳେ  ନିତ୍ଯ ପ୍ରିୟା ଶୁଭଲଗ୍ନା ବେହେରା ଧନ୍ଯବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like