-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଜିଲ୍ଲା

ଡେଙ୍ଗ ବିଦ୍ୟାଳୟ ତରଫରୁ ୫୦୦ ଫୁଟର ତ୍ରିରଙ୍ଗା ଶୋଭାଯାତ୍ରାରେ ଘରେ ଘରେ ତ୍ରିରଙ୍ଗା କାର୍ଯ୍ୟକ୍ରମ

14-Aug-2024



ବଲାଙ୍ଗିର ୧୪/୦୮ (ପ୍ରେରଣା ଖବର ): ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ସମଗ୍ର ଦେଶରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି I ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ବଲାଙ୍ଗୀର ଜିଲ୍ଲା ସଇଁତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ  ଉନ୍ନୀତ ଉଚ୍ଚ ବିଦ୍ୟାଳୟ ତରଫରୁ ପ୍ରଧାନ ଶିକ୍ଷକ ଚଣ୍ଡାଳ ମିଶ୍ରଙ୍କ ଅଧ୍ୟକ୍ଷତାରେ ଘରେ ଘରେ ତ୍ରିରଙ୍ଗା ଶୋଭାଯାତ୍ରା ହୋଇଥିଲା । କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ବିଇଓ ଗୋବର୍ଦ୍ଧନ ଭୋଇ, ଏବିଇଓ ନାରାୟଣ ଭୋଇ, ସିଅରସିସି ଚିନ୍ତାମଣି ସାହୁ, ସମାଜସେବୀ ଶିବପ୍ରସାଦ ରଣା ଯୋଗ ଦେଇଥିଲେ ।

୫୦୦ ଫୁଟର ତ୍ରିରଙ୍ଗା ଶୋଭାଯାତ୍ରାରେ ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ପ୍ରଦାନ କରି ବହୁ ସଂଖ୍ୟାରେ  ଅଭିଭାବକ, ଗ୍ରାମବାସୀ, ପୁରାତନ ଓ ନୂତନ ଛାତ୍ରଛାତ୍ରୀ ଯୋଗ ଦେବା ସହ ତ୍ରିରଙ୍ଗା ପତାକା ସହ ସେଲଫି ଫୋଟୋ କରି  ଅଭିଯାନକୁ ସଫଳ କରିଥିଲେ।

କାର୍ଯ୍ୟକ୍ରମରେ  ଶିକ୍ଷକ ରାମ ନାରାୟଣ ଦାଶ , କୃପାସିନ୍ଧୁ ମିଶ୍ର, ସୁଦର୍ଶନ ଦାଶ, ଲିଙ୍ଗରାଜ ନନ୍ଦ,  ସମୀର ସେଠି, ଦୀପକ ସେନ ଧରୁଆ    ଶିକ୍ଷୟୀତ୍ରୀ ରେଣୁକା ସାହୁ, ଗାୟତ୍ରୀ ବାରିକ,  ତପସ୍ୱିନୀ ପଟେଲ, କାନ୍ତି ଭୋଇ,   ଦ୍ରୋପଦୀ ଭୋଇ ,  ଜୁନିୟର ଆସିଷ୍ଟେଣ୍ଟ ଅବିନାଶ ଭୋଇ, ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମକୁ ଖେଳ ଶିକ୍ଷୟୀତ୍ରୀ  ଶିବାନୀ ମଲ୍ଲିକ ପରିଚାଳନା କରିଥିଲା ବେଳେ ଖେଳ ଶିକ୍ଷକ  ହିମାଂଶୁ ଶେଖର ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like