-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||     

HOME   ଜିଲ୍ଲା

କୋସଲି ଭାଷା କୁ ସାମ୍ବାଧାନିକ ସ୍ୱୀକୃତି ମାନ୍ୟତା ଦାବୀ ନେଇ ପ୍ରଧାନମନ୍ତ୍ରୀ ମନ୍ତ୍ରୀ ଙ୍କ ଉଦେଶ୍ୟ ରେ ବିଡିଓ ଙ୍କୁ ଦାବୀ ପତ୍ର ପ୍ରଦାନ

14-Aug-2024



ତରଭା(କପିଳାସ ସେଠ)କୋଶଲିଭାଷା କୁ ସାମ୍ବାଧାନିକ ସ୍ୱୀକୃତି ମାନ୍ୟତା ଦାବୀ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଉଦେଶ୍ୟରେ ତରଭା ବିଡ଼ିଓ ଅନିଲ କୁଳୁ ଙ୍କ ମାଧ୍ୟମରେ  ଏକ ଦାବୀ ପତ୍ର ବୁଧୁବାର  ପ୍ରଦାନ କରାଯାଇଛି I  କୋଶଳ ସାହିତ୍ୟ ଏକାଡେମୀପକ୍ଷରୁ ରାଜ୍ୟ ସଭାପତି ଦେବେନ୍ଦ୍ର କୁମାର ନାଏକ ଙ୍କ ନେତୃତ୍ୱ ରେ ବୁଧୁବାର ପାଟମେଶ୍ବରୀ ମନ୍ଦିର ସମ୍ମୁଖ ରୁ କୋଶଲି ସଲଟନ(ଶୋଭାଯାତ୍ରା ) ବାହାରି ରଥପଡା, ମେହେର ପଡ଼ା, ସୁନାରି ପଡ଼ା,ମାରୱାଡି ପଡ଼ା, ଥାନା ସମ୍ମୁଖ, ଦୂର୍ଗାମଣ୍ଡପ ଛକ, ବ୍ଲକ ସମୁଖରେ କୋଶଳ ଭାଷାକୁ ସାମ୍ବାଧାନିକ ସ୍ୱୀକୃତି  ପ୍ରଦାନ ଓ କୋଶଳ ସାହିତ୍ୟ ପ୍ରଚାର ନେଇ ପଥ ପ୍ରାନ୍ତ ସଭା କରାଯାଇଥିଲା I ଦୂଲଦୁଲି ବାଦ୍ୟ ସହ ଶୋଭାଯାତ୍ରା କାରିଦଳ ବ୍ଲକସମ୍ମୁଖରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଉଦେଶ୍ୟ ରେ ବିଡ଼ିଓ ଙ୍କୁ କୋସଲି ଭାଷା କୁ ସାମ୍ବିଧାନିକ ସ୍ୱୀକୃତି ନିମନ୍ତେ 
ଦାବୀ ପତ୍ର ପ୍ରଦାନ କରାଯାଇଥିଲା  I ଦାବିପତ୍ର ପ୍ରଦାନ ସମୟରେ ଏକାଡେମୀ ସମ୍ପାଦକ ରାଜେନ୍ଦ୍ର ଝାଙ୍କର, ଙ୍କ ସହ ରୋଶନ ସାହୁ, ଗରିବ ମଲ୍ଲିକ,ଶୃତିମୟୀ ସାହୁ, ପ୍ରିୟଦର୍ଶିନୀ ଜେନା,ଫଲଶାଫୁଲର ସମ୍ପାଦକ ପ୍ରଭାତ ଖମାରୀ,ମାହେଶ୍ୱରୀ ସଂଗଠନ ର ସଭାପତି ପ୍ରଦୀପ ମେହେର, ବୁବୁନ ରଣା, ମାନ ସାହୁ ସଂଗଠନ ର କର୍ମ କର୍ତ୍ତା,  ସାମ୍ବାଦିକ କପିଳାସ ସେଠ୍, ଅନ୍ତର୍ଯ୍ୟାମୀ ସାହୁ, କଲ୍ୟାଣ ନାଏକ, ମାନଭଞ୍ଜନ ମିଶ୍ର, ସୁକାନ୍ତ ମିଶ୍ରଙ୍କ ସମେତ ପଚାଶରୁ ଉର୍ଦ୍ଧ୍ବ କୋଶଳ ପ୍ରେମୀ ଅଂଶଗ୍ରହଣ କରିଥିଲେ। କୋସଲୀ ଭାଷାକୁ ସାମ୍ବିଧାନିକ ସ୍ବୀକୃତି ନିମନ୍ତେବିଭିନ୍ନ ନାରା ଦିଆଯାଇଥିଲା I  ଏହି ଦାବୀ ପତ୍ର ପ୍ରଶାସନ ପକ୍ଷରୁ ପ୍ରଧାନମନ୍ତ୍ରୀ ଙ୍କ ପାଖ କୁ ଶୀଘ୍ର ପଠାଇ ଦେବୁ ବୋଲି  ବିଡ଼ିଓ ସୂଚନା ଦେଇଥିଲେ   I 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026

You Might Also Like