-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||     

HOME   ଜିଲ୍ଲା

କର୍ଲାମୁଣ୍ଡା ବ୍ଲକ ରେ ତ୍ରିରଙ୍ଗା ବିଶାଳ ଶୋଭାଯାତ୍ରା....

14-Aug-2024



କର୍ଲାମୁଣ୍ଡା(ପ୍ରଦୀପ କୁମାର ସାହୁ)
କଳାହାଣ୍ଡି ଜିଲା କର୍ଲାମୁଣ୍ଡା  ବ୍ଲକ ପ୍ରଶାସନ ତରଫରୁ ବୁଧବାର ତ୍ରିରଙ୍ଗା  ବିଶାଳ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି l  କର୍ଲାମୁଣ୍ଡା  ବିଡିଓ ମଣ୍ଟୁ ଖମାରୀ ଙ୍କପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ବ୍ଲକ କାର୍ଯ୍ୟାଳୟରୁ ଏକ ବିରାଟ ତ୍ରିରଙ୍ଗା ଶୋଭାଯାତ୍ରା ବାହାରି ୭ କିମି ଦୂର ରିଷିଡା ବାପୁଜି ହାଇସ୍କୁଲ  ପର୍ଯ୍ୟନ୍ତ ପରିକ୍ରମା ହୋଇଥିଲା ।ରିଷିଡା ପହଁଚିବା ପରେ ହାଇସ୍କୁଲ ପରିସରରେ ଏକ ସଭା କାର୍ଯ୍ୟ କରାଯାଇ ୭୮ତମ ସ୍ବାଧୀନତା ଦିବସ ଅବସରରେ ଘରେ ଘରେ ଜାତୀୟ ପତାକା ଲଗାଇ ଜଣେ ସଚେତନ ଭାରତୀୟ ନାଗରିକ ଦାୟିତ୍ୱ ନିର୍ବାହ କରିବାକୁ ବାର୍ତ୍ତା ଦେବା ସହିତ ହର ଘର ତ୍ରିରଙ୍ଗା ନାରା ଦିଆଯାଇଥିଲା।

ଉକ୍ତ ଶୋଭାଯାତ୍ରାରେ ବ୍ଲକ ଅଧକ୍ଷ୍ୟା କୁନି ସାହୁ, ଉପାଧ୍ୟକ୍ଷା ସୁରେନ୍ଦ୍ର ଭୋଇ,ତହସିଲଦାର ଅରୁଣ ବର୍ଗେ, ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ ,ସହକାରୀ ଯନ୍ତ୍ରୀ ସନ୍ଦୀପ କୁମାର ନାଏକ, ମିଶନ ଶକ୍ତି ବିପିସି ବିପିନ ବାରିକ,ପୋଲିସ ଏସଆଇ ଥବୀର ବରିହା, ସାମ୍ବାଦିକ ପ୍ରଦୀପ କୁମାର ସାହୁ, ନରୋତ୍ତମ ସେଲମା,ଭଜଶ୍ୟାମ ସାହୁ, ସିଆରସିସି ଉଜ୍ଜ୍ୱଳ କୁମାର ସାହୁ, ପ୍ରସନ୍ନ କୁମାର ସାହୁ, ବିଆରର୍ଟି ପ୍ରଦୀପ କୁମାର ବେହେରା, ବ୍ଲକ କୃଷି ଅଧିକାରୀ ଜିତେନ୍ଦ୍ର ସିଂ,ଏଏଓ କୁମାର ଚିରଞ୍ଜିବି, ବିଜେପି ନେତା ଦୟା ସାହୁ,ଗୋବିନ୍ଦ ସାହୁ,ସଞ୍ଜୟ ଜୈନ,ଙ୍କ ସମେତ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ, ବ୍ଲକ କର୍ମଚାରୀ,ସମସ୍ତ ଗ୍ରାମ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ, ପୋଲିସ ପ୍ରଶାସନ,ମିଶନ ଶକ୍ତି କର୍ମୀ ,ଗୋଷ୍ଠୀ ଶିକ୍ଷା ବିଭାଗ, ଏନଜିଓ କର୍ମୀ,ଖବରଦାତା ,ସମାଜସେବୀ ,ସ୍ୱୟଂ ସହାୟକ ଗୋଷ୍ଠୀ ପ୍ରମୁଖ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ପିଇଓ ବସନ୍ତ ମିଶ୍ର ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026

You Might Also Like