-+91-9937148622 |

prerana_bgr@rediffmail.com |

  Sunday 8th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲାରେ ମିଶନ ଶକ୍ତି ଦ୍ଵାରା ଏକ ଲକ୍ଷ ଜାତୀୟ ପତାକା ବଣ୍ଟନ

14-Aug-2024



ନୂଆପଡ଼ା (ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲାରେ ୭୮ ତମ ସ୍ବାଧିନତା ଦିବସ ପାଳନ ଉପଲକ୍ଷେ ହର୍ ଘର୍ ତିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶରେ ତଥା ମିଶନ ଶକ୍ତି ଅଧିକାରୀ ମାନଙ୍କ ସହଯୋଗ କ୍ରମେ ନୂଆପଡ଼ା ବ୍ଲକରେ ୨୨୫୦୦,କୋମନା ବ୍ଲକରେ ୨୨୫୦୦,ଖରୀଆର ବ୍ଲକ ୧୯୦୦୦,ସିନାପାଲି ବ୍ଲକ ୧୯୦୦୦,ବୋଡ଼େନ ବ୍ଲକରେ ୧୪୦୦୦ ଓ ସି ବି ଡି ଏ ସୁନାବେଡା ପାଇଁ ୩୦୦୦ ଜାତୀୟ ପତାକା ବଣ୍ଟନ କରାଯାଇଥିବା ସୂଚନା ମିଳିଛି । ହର୍ ଘର୍ ତିରଙ୍ଗା କାର୍ଯ୍ୟକ୍ରମ ମାଧ୍ୟମରେ ଜିଲ୍ଲାରେ ସମୁଦାୟ ଏକ ଲକ୍ଷ ଜାତୀୟ ପତାକା ବଣ୍ଟନ କରାଯାଇଛି ।ଏହି କାର୍ଯ୍ୟକ୍ରମକୁ ସଫଳ ରୂପାୟନ ଦେବା ପାଇଁ ଜିଲ୍ଲାର ସମସ୍ତ ଅଧିକାରୀ,ବ୍ଲକର ବିଡିଓ ଙ୍କ ସମେତ ସମସ୍ତ ଅଧିକାରୀ,ପୋଲିସ ପ୍ରଶାସନ ,ମିଶନ ଶକ୍ତିର ଜିଲ୍ଲା ଓ ବ୍ଲକ ଅଧିକାରୀ ତଥା ବିଭିନ୍ନ କ୍ୟାଡ଼ର ଯଥା ଏମ ବି କେ ,ସି ଆର୍ ପି, କୃଷି ମିତ୍ର, ପ୍ରାଣୀ ମିତ୍ର,ବି ଏଲ ଏଫ୍ ଓ ଜି ପି ଏଲ ଏଫ୍ ମେମ୍ବର ସମ୍ପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ।ପ୍ରଚାର ପ୍ରସାର ତଥା ବଣ୍ଟନ କାର୍ଯ୍ୟକ୍ରମରେ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ,ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକର ଅଧ୍ୟାପକ ଅଧ୍ୟାପିକା,ଛାତ୍ର ଛାତ୍ରୀ,ସମସ୍ତ ପଞ୍ଚାୟତର ସରପଂଚ ପୂର୍ଣ୍ଣ ମାତ୍ରାରେ ସହଯୋଗ କରି କାର୍ଯ୍ୟକ୍ରମକୁ ସଫଳ କରିବାର ଭୂମିକା ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026
  ଜିଲ୍ଲା  
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   07-Nov-2026
  ଜିଲ୍ଲା  
ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   07-Nov-2026
  ଜିଲ୍ଲା  
ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   07-Nov-2026
  ଜିଲ୍ଲା  
ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   07-Nov-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   07-Nov-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   07-Nov-2026
  ଜିଲ୍ଲା  
ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ   07-Nov-2026

You Might Also Like