-+91-9937148622 |

prerana_bgr@rediffmail.com |

  Sunday 8th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||     

HOME   ଜିଲ୍ଲା

ଫରେଷ୍ଟ ସ୍ମାର୍ଟ ପାର୍କ ଠାରେ ହର୍ ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଟିତ - ଯୋଗ ଦେଲେ ବିଭିନ୍ନ ସଂଗଠନ- *ଶାନ୍ତି ଶୃଙ୍ଖଳା ଓ ଭାଇଚାରା ରକ୍ଷା ପାଇଁ ପରାମର୍ଶ କଲେ ଏସପି*-

14-Aug-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ) ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ କୁ  ଲୋକାଭିମୁଖୀ ତଥା ସବୁ ବର୍ଗ ର ଜନସାଧାରଣ ଙ୍କୁ ଏହି ମହତ୍ ପର୍ବ ଜାତୀୟ ପର୍ବ ରେ ସାମିଲ ପୂର୍ବକ ଯାତୀୟତାବୋଧ ରେ ଉଦବୁଦ୍ଧ କରିବା ଲକ୍ଷ୍ୟ ନେଇ ଆଜି ସ୍ବଚ୍ଛ ଭାରତ ସଙ୍ଗଠନ ଓ ପତଞ୍ଜଳୀ ଯୋଗ ସମିତି ପକ୍ଷରୁ ଫରେଷ୍ଟ ସ୍ମାର୍ଟ ପାର୍କ ଠାରେ  ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା  ପରିକ୍ରମା ର ଆୟୋଜନ କରାଯାଇଥିଲା l  ସୁବର୍ଣ୍ଣପୁର ଏସପି ଶ୍ରୀ ୟସ ପ୍ରତାପ ଶ୍ରୀମାଲ ଓ ଏଡିଏମ୍ ଶ୍ରୀମତୀ ଅଞଳିନା ପଧାନ ଅତିଥି ଭାବରେ ଯୋଗ ଦେଇ ଶାନ୍ତି ଶୃଙ୍ଖଳା ଓ ଭାଇଚାରା ବଜାୟ ରଖିବା ପାଇଁ ଉପସ୍ଥିତ ଛାତ୍ର ଛାତ୍ରୀ ଓ ସିଭିଲ ସୋସାଇଟି କୁ ନିବେଦନ କରିଥଲେ l ଏବଂ ପ୍ରତି ଘରେ ଘରେ ଏ ବାର୍ତ୍ତା ପହଞ୍ଚାଇ ଏକ ସୁଦୃଢ଼ ଭାରତ ଗଠନ କରିବା କୁ ସଂକଳ୍ପ ନେବାକୁ କହିଥିଲେ l ସ୍ବଚ୍ଛ ଭାରତ ସଙ୍ଗଠନ ର କୋଡିନେଟର ମନୋରଞ୍ଜନ ତ୍ରୀପାଠୀ ଓ ପତଞ୍ଜଲୀ ଯୋଗ ସମିତି ର କୋଡ଼ି ନେଟର ରବୀନ୍ଦ୍ର ଜେନା କାର୍ଯ୍ଯ କ୍ରମ କୁ ସଂଯୋଜନା କରିଥିବା ବେଳେ  ଯୋଗ ସମିତି ର ସଭାପତି ଗୋପାଳ ନେଗୀ, ସମ୍ପାଦକ ଶ୍ରିବନ୍ତ ମିଶ୍ର, ସ୍ୱଚ୍ଛ ଭାରତ ସଭାପତି ସାୟଦ ଅଲିମୁଲ ଇସଲାମ, କୋଶଳ ହାଇସ୍କୁଲ ର ଅଧ୍ୟକ୍ଷ ସଞ୍ଜୟ ସାହୁ, ବରିଷ୍ଠ ନାଗରିକ ସଂଘ ସମ୍ପାଦକ ଜ୍ୟୋତି ରଞ୍ଜନ ପଟ୍ଟନାୟକ, ଯଶୋଦା ଦେବୀ ନର୍ସିଂ ସ୍କୁଲ୍ ଅଧ୍ୟକ୍ଷ ଦିବାକର ନାୟକ, ଅଧ୍ୟାପିକା ନେହା ସାହୁ, ଅର୍ଚ୍ଚନା ବରିହା ଙ୍କ ତତ୍ତ୍ୱl ବଧାନରେ କାର୍ଯ୍ଯକ୍ରମ ସୂଚାରୁ ପରିଚାଳନା କରଯାଇଥିଲା l ମହିଳା କଲେଜ୍ ଇଂରାଜୀ ଅଧ୍ୟାପକ ମଦନ ସୁନ୍ଦର  ଖେତୀ , ଇନ୍ଦୁ ମତି ପୁରୋହିତ, ପ୍ରମୋଦ ସାହୁ, ବି ଇ ଓ ପ୍ରତାପ ଦାଶ , ନାରାୟଣ ରଥ, ପୌର କର୍ମଚାରୀ ହରି ଚୌଧୁରୀ, ରୁଦ୍ର ମହାପାତ୍ର ପ୍ରମୁଖ ଏହି କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l ସ୍ବଚ୍ଛ ଭାରତ, ଯୋଗ ସମିତି, ଯଶୋଦା ଦେବୀ ନର୍ସିଂ ସ୍କୁଲ୍, କୋଶଳ ହାଇସ୍କୁଲ, ଗୋପlଲ୍ହି ଯୋଗାଳୟ, ବରିଷ୍ଠ ନାଗରିକ ସଂଘ ପ୍ରମୁଖ ସଂଗଠନ ସକ୍ରିୟ ସାମିଲ ରହି   ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026
  ଜିଲ୍ଲା  
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   07-Nov-2026
  ଜିଲ୍ଲା  
ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   07-Nov-2026
  ଜିଲ୍ଲା  
ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   07-Nov-2026
  ଜିଲ୍ଲା  
ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   07-Nov-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   07-Nov-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   07-Nov-2026
  ଜିଲ୍ଲା  
ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ   07-Nov-2026
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   07-Nov-2026

You Might Also Like