-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

କୋସଲୀ ଭାଷାକୁ ସାମ୍ବିଧାନିକ ସ୍ବୀକୃତି ଲାଗି ଶୋଭାଯାତ୍ରା

14-Aug-2024



ତରଭା(କପିଳାସ ସେଠ୍): ସ୍ଥାନୀୟ ଭାଷା ସଂସ୍କୃତିର ଅଗ୍ରଣୀ ଅନୁଷ୍ଠାନ କୋଶଳ ସାହିତ୍ୟ ଏକାଡେମୀ ତରଫରୁ ସଭାପତି ଦେବେନ୍ଦ୍ର କୁମାର ନାଏକଙ୍କ ନେତୃତ୍ୱରେ ମାଁ ପାଟଣେଶ୍ବରୀ ମନ୍ଦିରରୁ ରଥପଡା,ସୁନାରୀପଡା, ମାରୱାଡ଼ି ପଡା, ଦୁର୍ଗା ମଣ୍ଡପ ଦେଇ ତରଭା ବ୍ଲକ୍ ଅଫିସକୁ କୋସଲୀ ଭାଷାକୁ ସାମ୍ବିଧାନିକ ସ୍ବୀକୃତି ପ୍ରଦାନ ନିମନ୍ତେ ଦୁଲଦୁଲି ବଜା ସହ ଏକ ବିଶାଳ ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା। ଏଥିରେ ମାହେଶ୍ଵରୀ ସଂଗଠନର କର୍ମକର୍ତ୍ତା, ଏକାଡେମୀର ସମ୍ପାଦକ ରାଜେନ୍ଦ୍ର କୁମାର ଝାଙ୍କର,ରୋଶନ ସାହୁ, ତ୍ରିଲୋଚନ ଦଳବେହେରା,ଆଶୁକବି ଗରିବ ମଲ୍ଲିକ,ଶୃତିମୟୀ ସାହୁ, ପ୍ରିୟଦର୍ଶିନୀ ଜେନା,ଫଲଶାଫୁଲର ସମ୍ପାଦକ ପ୍ରଭାତ ଖମାରୀ, ସାମ୍ବାଦିକ କପିଳାସ ସେଠ୍, ଅନ୍ତର୍ଯ୍ୟାମୀ ସାହୁ, କଲ୍ୟାଣ ନାଏକ, ମାନଭଞ୍ଜନ ମିଶ୍ର, ସୁକାନ୍ତ ମିଶ୍ରଙ୍କ ସମେତ ପଚାଶରୁ ଉର୍ଦ୍ଧ୍ବ କୋଶଳ ପ୍ରେମୀ ଅଂଶଗ୍ରହଣ କରିଥିଲେ। ପଥପ୍ରାନ୍ତ ସଭାରେ ଦେବେନ୍ଦ୍ର କୁମାର ନାଏକ, ରାଜେନ୍ଦ୍ର ଝାଙ୍କର,ଗରିବ ମଲ୍ଲିକ,ରୋଶନ ସାହୁ, ଜଗବନ୍ଧୁ ଷାଣ୍ଢ,ସାମ୍ବାଦିକ କଲ୍ୟାଣ ନାଏକ ଓ ମାନଭଞ୍ଜନ ମିଶ୍ର ପ୍ରମୁଖ କୋସଲୀ ଭାଷାର ମହତ୍ତ୍ଵ ଓ ଗୁରୁତ୍ୱ ଉପରେ ନିଜ ନିଜର ମତାମତ ଦେଇଥିଲେ।ବ୍ଲକ୍ ଅଫିସରେ ପହଞ୍ଚି ଏକାଡେମୀ ତରଫରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦ୍ଦେଶ୍ୟରେ ତରଭା ବି.ଡି.ଓ. ଅନିଲ କୁଲୁଙ୍କ ଜରିଆରେ କୋସଲୀ ଭାଷାକୁ ସାମ୍ବିଧାନିକ ସ୍ବୀକୃତି ନିମନ୍ତେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ତରଭାରେ ପ୍ରଥମ ଥର ପାଇଁ ଏଭଳି ଏକ ଶୋଭାଯାତ୍ରାର ଆୟୋଜନ କରାଯାଇଥିବାରୁ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like