-+91-9937148622 |

prerana_bgr@rediffmail.com |

  Sunday 8th March 2026 |

| | | |

R.N.I. Regd No. ODIODI/2010/46693

Breaking News

୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   (07-Mar-2026)       ||      ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   (07-Mar-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ    (07-Mar-2026)       ||      ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   (07-Mar-2026)       ||      ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   (07-Mar-2026)       ||      ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   (07-Mar-2026)       ||      ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (07-Mar-2026)       ||      ୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   (07-Mar-2026)       ||      ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   (07-Mar-2026)       ||      ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ    (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   (07-Mar-2026)       ||      କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   (07-Mar-2026)       ||      ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   (06-Mar-2026)       ||     

HOME   ଜିଲ୍ଲା

କୋକସରା ବ୍ଲକ ଅଫ ଜର୍ଣ୍ଣାଲିଷ୍ଟ ପକ୍ଷରୁ ୭୮ ତମ ସ୍ୱାଧୀନତା ଦିବସ ପାଳନ।

15-Aug-2024



କୋକସରା,(ତ୍ରିନାଥ ବେଶ୍ରା )
ଆଜି ୭୮ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଦେଶରେ ଆନନ୍ଦ ଉଲ୍ଲାସର ସହିତ ଦେଶବ୍ୟାପୀ ସ୍ୱାଧୀନତା ଦିବସ ପାଳନ ପରିପେକ୍ଷୀରେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ୟୁନିୟନ ଅଫ ଜର୍ଣ୍ଣାଲିଷ୍ଟ ପକ୍ଷରୁ କୋକସରା ଧାନ ମଣ୍ଡି ପରିସରରେ ସାମ୍ବାଦିକ ସଙ୍ଘ ସଭାପତି ବରିଷ୍ଠ ସାମ୍ବାଦିକ ଶରତ ଚନ୍ଦ୍ର ରାଉତ ଜାତୀୟ ପତାକା ଉତ୍ତୋଳନ କରିବା ସହ ଦେଶର ଅଖଣ୍ଡତା,ଏକତା ଉପରେ ଆଲୋକପାତ କରିବା ସହ ବ୍ଲକ ସାମ୍ବାଦିକ ସଙ୍ଘ ମଧ୍ୟ ବ୍ଲକରେ ରହିଥିବା ଲୋକଙ୍କ ବିଭିନ୍ନ ମୌଳିକ ସମସ୍ୟା କୁ ଉଜାଗର କରିବା ସହ ପ୍ରଶାସନ ସ୍ତରରେ ସମସ୍ୟା ର ସମାଧାନ କରିବା ସହ ବ୍ଲକ ର ଉନ୍ନତି ଦିଗରେ ଖବର ପରିବେଷଣ କରିବାକୁ ମତ ପ୍ରକାଶ କରିଥିଲେ। ଏହି ଅବସରରେ ସଙ୍ଘ ର ଉପ ସଭାପତି ସନତ କୁମାର ପ୍ରଧାନୀ, କାର୍ଯ୍ୟକାରୀ ସଭାପତି ଦୁଷ୍ମନ୍ତ ପାଟ୍ଟଯୋଶୀ,ତ୍ରିଲୋକ୍ୟ ବେଶ୍ରା,ଦିଗାମ୍ବର ନାଗ,ରାଧାକାନ୍ତ ହଂସ,କାମେଶ ନାଗ,ରଞ୍ଜନ କୁମାର ସାହୁ,ସନ୍ତୋଷ କୁମାର ନାଏକ, ତ୍ରିନାଥ ବେଶ୍ରା, ପ୍ରମୁଖ ଉପସ୍ଥିତ ଥିଲେ। ସଙ୍ଘ ର ସାଧାରଣ ସମ୍ପାଦକ ସୁଧାରାମ ସରାଫ,କୋଷାଧ୍ୟକ୍ଷ ବିନୋଦ ପଟେଲ,ସହ ସମ୍ପାଦକ ସୁରେଶ ସାହୁ, ସାଙ୍ଗଠାନିକ ସମ୍ପାଦକ ଭଦ୍ରାଞ୍ଚଳ ନାଏକ,ତାପସ ରାୟ,କିଶନ ପଟ୍ଟନାୟକ କାର୍ଯ୍ୟକ୍ରମରେ ଅନୁପସ୍ଥିତ ରହି ଥିବାରୁ ଭିଡ଼ିଓ ବାର୍ତ୍ତା ମାଧ୍ୟମରେ ସଙ୍ଘର କାର୍ଯ୍ୟକ୍ରମରେ ଜଡିତ ରହି ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   07-Mar-2026
  ଜିଲ୍ଲା  
ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   07-Mar-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ   07-Mar-2026
  ଜିଲ୍ଲା  
ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   07-Mar-2026
  ଜିଲ୍ଲା  
ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   07-Mar-2026
  ଜିଲ୍ଲା  
ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ   07-Mar-2026
  ଜିଲ୍ଲା  
୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   07-Mar-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   07-Mar-2026
  ଜିଲ୍ଲା  
ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   07-Mar-2026

You Might Also Like