-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

୭୮ ତମ ସ୍ୱାଧୀନତା ଦିବସ ପାଳିତ

15-Aug-2024



ବରଗଡ଼/ବିଜେପୁର(ନିରଞ୍ଜନ ତ୍ରିପାଠୀ): ବରଗଡ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁର ଠାରେ ୭୮ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବ୍ଲକ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା.ସୁଶାନ୍ତ ମେହେର ତ୍ରିରଙ୍ଗା ପତାକା ଉତ୍ତୋଳନ କରିଥିଲେ। ପରେପରେ ସମବେତ ସ୍ୱରରେ ସାମୁହିକ ଜାତୀୟ ସଂଗୀତ ଗାନ କରାଯାଇଥିଲା। ଏକ୍ରମରେ ପ୍ରସୂତି ଓ ସ୍ତ୍ରୀ ବିଭାଗ ବିଶେଷଜ୍ଞ ଡା.ପୂର୍ଣ୍ଣ ଚନ୍ଦ୍ର ମେହେର,ଡ଼ା.ବିକାଶ ବିଶି,ଡ଼ା.ସୁନିଲ ଠାକୁର,ଡ଼ା.ମିନାକ୍ଷୀ ମେହେର ମ୍ୟାଡମ, ଉପସ୍ଥିତ ସମସ୍ତ କର୍ମଚାରୀ ମାନଙ୍କୁ ଏକତା ସୂତ୍ରରେ ବାନ୍ଧି ହୋଇ ନିଜନିଜ ଦାୟିତ୍ଵ ବହନ କରିବା ପାଇଁ ଉଦବୋଧନ ଦେଇଥିବାବେଳେ, ତାଲପଦର ଗ୍ରାମରେ କାର୍ଯ୍ୟରତ ଆଶାକର୍ମୀ ଶ୍ରୀମତୀ ପ୍ରତିମା ମଲ୍ଲିକଙ୍କୁ ନିଜ ଦାୟିତ୍ୱବୋଧ ତଥା ଉତ୍ସର୍ଗୀକୃତ ସେବା ପାଇଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁର ପକ୍ଷରୁ ଡା. ମୀନାକ୍ଷୀ ମ୍ୟାଡମ ଉପଢ଼ୌକନ ଦେଇ ସମ୍ମାନୀତ କରିଥିଲେ । ପରେ ବ୍ଲକ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା. ମେହେର ଓ ପ୍ରସୂତି ଓ ସ୍ତ୍ରୀ ବିଭାଗ ବିଶେଷଜ୍ଞ ଡ଼ା.ପୂର୍ଣ୍ଣଚନ୍ଦ୍ର ମେହେର ଶ୍ରୀମତୀ ମଲ୍ଲିକଙ୍କ ଉଲ୍ଲେଖନୀୟ ସେବା ମନୋବୃତ୍ତି ପାଇଁ ମାନପତ୍ର ସହ ଟ୍ରଫି ପ୍ରଦାନ କରିଥିଲେ।୭୮ତମ ସ୍ୱାଧୀନତା ଦିବସ ଉପଲକ୍ଷେ ନାରୀ ଜାତିକୁ ସମ୍ମାନ ଦେବା ସହ ନିଜ ଗ୍ରାମ ପରିବାର ତଥା ସମାଜରେ "ଅହିଂସା ପରମ ଧର୍ମ" ର ବାର୍ତ୍ତା ପହଞ୍ଚାଇବା ପ୍ରତ୍ୟକ ମଣିଷର କର୍ତ୍ତବ୍ୟ ଅଟେ ବୋଲି ଜନସ୍ବାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ଶ୍ରୀଯୁକ୍ତ ସୁଦାମ ଚରଣ ପାଣିଗ୍ରାହୀ ମତବ୍ୟକ୍ତ କରିଥିଲେ। ସ୍ୱାଧୀନତା ଦିବସ କୁ ସମ୍ମାନ ଜଣାଇ କୁନି ଛାତ୍ର ଅଦ୍ଵୈତ ଦେବତା ତାଙ୍କ ସୁମଧୁର ସ୍ୱରରେ ଏକ ଦେଶାତ୍ମବୋଧକ ସଙ୍ଗୀତ ଗାନ କରିଥିଲେ। ପତାକା ଉତ୍ତୋଳନରେ ଫାର୍ମାସିଷ୍ଟ ସୁଶ୍ରୀ ରେଶମୀ ନାଗ,ଷ୍ଟାଫ୍ ନର୍ସ କମଳିନୀ ସାହୁ, ଷ୍ଟାଫ୍ ନର୍ସ ପ୍ରଭାତୀ କର, ମହିଳା ସ୍ୱାସ୍ଥ୍ୟ ପରିଦର୍ଶିକା କବିତାଞ୍ଜଳୀ ଦାଶ,ନର୍ସ ଅଞ୍ଜଳୀ କୁଲୁ, କବିତା ଲୁଗୁନ, ମହିଳା ସ୍ୱାସ୍ଥ୍ୟ କର୍ମୀ ରଞ୍ଜିତା ଦାଶ,ଏଲ.ଟି ପ୍ରଦୀପ ରାଉତ, ବାସନ୍ତୀ ବାରିକ, ଅନିତା ବିଶି,ସୁପରଭାଇଜର ଅମିତ ସାହୁ,କୁମର ସାହୁ,ତପନ ସାହୁ, କ୍ଷେତ୍ରବାସୀ ସାହୁ,ଦେବେନ ପଧାନ, ରାକେଶ ଷଣ୍ଢ, କୁନା ମେହେର, ଅଜିତ ସାହୁ, ପୁଷ୍ପ,ପୁଷ୍ପା, ଚନ୍ଦନ,ଜିତେନ ସଞ୍ଜୁ ପ୍ରମୁଖ ସମସ୍ତ କର୍ମଚାରୀଗଣ ଉପସ୍ଥିତ ଥିଲେ। ଶେଷରେ ଯକ୍ଷ୍ମା ବିଭାଗୀୟ ସୁପରଭାଇଜର ଦେବାଶିଷ ଦେବତା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like