-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||     

HOME   ଜିଲ୍ଲା

ନର୍ଲା ସମ୍ବାଦିକ ସଂଘ (OJU)ଶାଖା ପକ୍ଷରୁ ରୁ ୭୮ ତମ ସ୍ୱାଧୀନତା ଦିବସ ପାଳିତ

15-Aug-2024



ନର୍ଲା (ଚିନ୍ତାମଣି ନାଏକ)
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ସହର  ନର୍ଲା ସାମ୍ବାଦିକ ସଂଘ କାର୍ଯ୍ୟାଳୟ ଠାରେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୭୮ ତମ ସ୍ୱାଧୀନତା ଦିବସ ମହା ଆଡମ୍ବର ରେ ଅନୁଷ୍ଠିତ ହୋଇଯାଇଛି ଏହି ପବିତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ  ନର୍ଲା ଭାରପ୍ରାପ୍ତ ଥାନା ଆସି ଗଜାନନ ପଟ୍ଟନାୟକ ,ସମାଜସେବି ମୋହନ ଭଟ୍ଟ ଯୋଗ ଦେଇଥିବା ବେଳେ   ଆନୁଷ୍ଠାନିକ ଭାବରେ ତ୍ରିରଙ୍ଗା ପତାକାକୁ ସଂଘ ର ସଭାପତି ଦୀପକ କୁମାର ସାହୁ ଉତ୍ତୋଳନ କରିଥିଲେ ଏବଂ ଦେଶର ସର୍ବ ଭୌମତ୍ତ୍ୱ ରକ୍ଷା କରି ଦେଶର ସାମ୍ବିଧାନିକ ନିୟମ ଅନୁଯାୟୀ ସମସ୍ତେ ଏକତ୍ରିତ ହୋଇ ଦେଶ ମାତୃକାର ସେବା କରିବା ସହ ଦେଶର ସୁରକ୍ଷା ରେ ସମସ୍ତ ଙ୍କ ଅବଦାନ ରହିବା ଅତ୍ୟନ୍ତ ଜରୁରୀ ବୋଲି ବକ୍ତବ୍ୟ ରଖିଥିଲେ ଏବଂ ସଂଘର ଏହି ପବିତ୍ର କାର୍ଯ୍ୟକ୍ରମ ରେ ସଙ୍ଘ ପକ୍ଷ ରୁ ଦେଶ ପାଇଁ ବଳିଦାନ ଦେଇ ଥିବା ସହିଦ ଦେଶ ଭକ୍ତ  ମାନଙ୍କ ସ୍ମୁତିଚାରଣ କରାଯାଇଥିଲା ଏହି ଅଖଣ୍ଡ ଭାରତର ପ୍ରତୀକ ତ୍ରିରଙ୍ଗାପତାକା ଉତ୍ତୋଳନ ର କାର୍ଯ୍ୟକ୍ରମ ରେ ନର୍ଲା ସାମ୍ବାଦିକ ସଂଘର ସଭାପତି ,ସମ୍ପାଦକ ତଥା ବରିଷ୍ଠ ସଦସ୍ୟ ଏବଂ ନର୍ଲା ଅଞ୍ଚଳର ଅନେକ ମାନ୍ୟଗଣ୍ୟ ବୁଦ୍ଧିଜୀବି ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମ ଟିକୁ ସଫଳ କରିବାରେ ସହଯୋଗ କରିଥିଲେ .


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026
  ଜିଲ୍ଲା  
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026

You Might Also Like