-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକରେ ପାଳିତ ହେଲା ୭୮ତମ ସ୍ବାଧୀନତା ଦିବସ

15-Aug-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର)
ଆଜି ଦେଶ ପାଳୁଛି ୭୮ତମ ସ୍ବାଧୀନତା ଦିବସ। ଏହି  ଅବସରରେ ଆଜି ୮ ଘଣ୍ଟା ସମୟରେ ଡାବୁଗାଁ ବ୍ଲକ ରେ ସ୍ୱାଧୀନତା ଦିବସ ପାଳିତ ହେଲା। ବ୍ଲକ କାର୍ଯ୍ୟାଳୟରେ ପତାକା  ଉତ୍ତୋଳନ କଲେ ଡାବୁଗାଁ ଲୋକପ୍ରିୟ ବିଧାୟକ ମାନହୋର ରନ୍ଧାରୀ,  ଡାବୁଗାଁ  ସାମ୍ବାଦିକ ସଙ୍ଘ ଠାରେ ମଧ୍ୟ ପତାକାଉତ୍ତୋଳନ ହୋଇଥିଲା  ଡାବୁଗାଁ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବଣୁଆଗୁଡା ସରକାରୀ ବିଦ୍ୟାଳୟର ସହ ବିଭିନ୍ନ ସରକାରୀ ଅନୁଷ୍ଠାନ ଥାନା, ପୋଷ୍ଟ ଅଫିସ, ବିଭିନ୍ନ ଶିକ୍ଷାନୁଷ୍ଠାନ ଏବଂ ବିଭିନ୍ନ ବେସରକାରୀ ଅନୁଷ୍ଠାନରେ ମଧ୍ୟ ପତାକା ଉତ୍ତୋଳନ କରାଯାଇ ଥିଲା ।ଡାବୁଗାଁ ବ୍ଲକ ରେ ପତାକା ଉତ୍ତୋଳନ ସମୟରେ ଉପସ୍ଥିତ ଥିଲେ ଡାବୁଗାଁ ବିଡ଼ିଓ ଶରତମାଝୀ, ଏବିଡ଼ିଅ ପଦ୍ମନାଵ ତ୍ରିପାଟି, ବ୍ଲକ ଚେଇରମେନ ବିଣା ମାଝୀ,ବିଜେଡି ବ୍ଲକ ସଭାପତି ସୁରେନ୍ଦ୍ର ମିଶ୍ର ପ୍ରମୁଖ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026
  ଜିଲ୍ଲା  
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026

You Might Also Like