-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ରାଜ୍ୟ

୭୮ତମ ସ୍ୱାଧୀନତା ଦିବସ ପାଳନ: ଦେଶର ଏକତା ଓ ଅଖଣ୍ଡତାକୁ ବଜାୟ ରଖିବା ପ୍ରତ୍ୟେକ ନାଗରିକଙ୍କ କର୍ତ୍ତବ୍ୟ:-ବିଧାୟକ ସନତ କୁମାର ଗଡତୀୟା

15-Aug-2024



ବରଗଡ଼:/ବିଜେପୁର(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ହାଇସ୍କୁଲ ପଡିଆଠାରେ ବ୍ଲକସ୍ତରୀୟ ୭୮ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି।ମାନ୍ୟବର ବିଜେପୁର ନିର୍ବାଚନ ମଣ୍ଡଳୀର ବିଧାୟକ ସନତ କୁମାର ଗଡତୀୟା ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ସାମୁହିକ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବା ଉଦବୋଧନ ଦେଇଥିଲେ।ଦେଶର ସ୍ୱାଧୀନ ସଂଗ୍ରାମରେ ଝାସ ଦେଇଥିବା ବରପୁତ୍ର ମାନଙ୍କ ଉଦ୍ଦେଶ୍ୟରେ ମତବ୍ୟକ୍ତ କରିବା ସହ ଦେଶର ଏକତା ଏବଂ ଅଖଣ୍ଡତାକୁ ବଜାୟ ରଖିବାକୁ ଉପସ୍ଥିତ ଛାତ୍ରଛାତ୍ରୀ ତଥା ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ। ସ୍ୱାଧୀନତା ଦିବସ ଅବସରରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ସଙ୍ଗୀତ, ବକୃତା ପ୍ରତିଯୋଗୀତାରେ ଅଂଶଗ୍ରହଣ କରିଥିବା କୃତି ଛାତ୍ରଛାତ୍ରୀ ମାନଙ୍କୁ ମାନ୍ୟବର ବିଧାୟକ ଏଇ ଭବ୍ୟ ସମାରୋହରେ ପୁରସ୍କୃତ କରିଥିଲେ।ପ୍ୟାରେଡରେ ବିଭିନ୍ନ ସ୍କୁଲ କଲେଜର ସର୍ବମୋଟ ୨୬ ଟି ଦଳ ଅଂଶଗ୍ରହଣ କରିଥିଲେ।ପ୍ୟାରଡ ର ବରିଷ୍ଠ ବିଭାଗରେ ବିଜେପୁର ମହାବିଦ୍ୟାଳୟର ଏନ୍.ସି.ସି ଗ୍ରୁପ, ବରିଷ୍ଠ ରେଡ଼କ୍ରସ ,ଉପବରିଷ୍ଠ ବିଭାଗରେସ ଜୁନିୟର ରେଡ଼କ୍ରସ୍ ସରକାରୀ ଉଚ୍ଚବିଦ୍ୟାଳୟ ବିଜେପୁର ଯୋଗ୍ୟ ବିବେଚିତ ହୋଇଥିଲେ। ସେହି ପ୍ୟାରେଡର କନିଷ୍ଠ ବିଭାଗରେ ଶଙ୍କର୍ଷଣ ଟିଓୟୁପି ବାଳିକା ଟ୍ରୁପ୍,ଉପ କନିଷ୍ଠ ବିଭାଗରେ ରେଡିଏନ୍ସ ଶିକ୍ଷାନୁଷ୍ଠାନ ବିଜେତା ହୋଇଥିଲେ। ଶୃଙ୍ଖଳାରେ ରେଡିଏସନ୍ସ ଶିକ୍ଷାନୁଷ୍ଠାନର ବାଳିକା ବିଭାଗ ଓ ପୋଷାକ ରେ ଶଙ୍କର୍ଷଣ ଟିଓୟୁପି ସ୍କୁଲ ଯୋଗ୍ୟ ବିବେଚିତ ହୋଇଥିଲେ। ଉକ୍ତ ଯୋଗ୍ୟ ବିବେଚିତ ଦଳ ମାନଙ୍କୁ ମାନ୍ୟବର ବିଧାୟକ ଶ୍ରୀ ଗଡତୀୟା ଟ୍ରଫି ଓ ମାନପତ୍ର ଦେଇ ପୁରସ୍କୃତ କରିଥିଲେ।ବିଚାରକ ଭାବେ ପୋଲିସ ଅଧିକାରୀ, ଅଗ୍ନିଶମ ଅଧିକାରୀ ଏବଂ ବନ ବିଭାଗୀୟ ଅଧିକାରୀ ଦାୟିତ୍ଵ ତୁଲାଇଥିଲେ। ବିଜେପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ସରୋଜ କୁମାର ବିଶ୍ଵାଳ ଏଇ ପବିତ୍ର ୭୮ତମ ସ୍ୱାଧୀନତା ଦିବସରେ ସଭାପତିତ୍ବ କରିଥିଲେ। ବରିଷ୍ଠ

ନାଗରିକ ସଂଘର ଡା.ତହସିଲ ସାହୁ, ଅଜିତ କୁମାର ସାହୁ, ଅଧ୍ୟକ୍ଷ ପ୍ରଦୀପ ମିଶ୍ର, ଅଧ୍ୟାପକ ସାନନ୍ଦ ସେଠ୍, ଏନ.ସି.ସି ଅଫିସର, ସାମ୍ବାଦିକ ପାଣ୍ଡବ ପଧାନ ପ୍ରମୁଖ ଙ୍କ ସମେତ ବିଭିନ୍ନ ସରକାରୀ କାର୍ଯ୍ୟାଳୟର ଅଧିକାରୀ, ଅଧ୍ୟାପକ ଅଧ୍ୟାପିକାବୃନ୍ଦ,ଶିକ୍ଷକ, ଶିକ୍ଷୟିତ୍ରୀ ବୃନ୍ଦ, ବରିଷ୍ଠ ନାଗରିକ ତଥା ବୁଦ୍ଧିଜୀବୀ ଜନସାଧାରଣ ଉପସ୍ଥିତ ଥିଲେ।ସି.ଆର.ସି.ସି ନବୀନ ସାହୁ, ସୁଧାଂଶୁ ଶେଖର ଜାଲ, ପ୍ରଭାତ ରଞ୍ଜନ ସାହୁ ପରିଚାଳନାରେ ସହଯୋଗ କରିଥିଲେ।ପରେ ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପାର୍ବତୀ ଗିରି ଅନାଥାଶ୍ରମକୁ ଯାଇ ଫଳମୂଳ ଓ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like