-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ରାଜ୍ୟ

ଗଣିଆରେ ୭୮ ତମ ସ୍ୱାଧୀନତା ଦିବସ ଧୁମଧାମରେ ପାଳିତ

15-Aug-2024



ନୟାଗଡ଼ ଜିଲ୍ଲା ଗଣିଆ ବ୍ଳକର ବିଭିନ୍ନ ସ୍ଥାନରେ ୭୮ ତମ ସ୍ବାଧିନତା ଦିବସ ଧୁମଧାମରେ ପାଳିତ ହୋଇଯାଇଛି । ଶିକ୍ଷାନୁଷ୍ଠାନ ଗୁଡିକରେ ସକାଳ ୭ ଘଟିକା ସମୟରେ ପତାକା ଉତ୍ତୋଳନ କରାଯାଇଥିବା ବେଳେ ଗାନ୍ଧୀ ପୀଠରେ ଦିବା ୭ ଘଟିକା ୩୦ମିନିଟ ସମୟରେ ଏବଂ କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜେନେରାଲ ପତାକା ଉତ୍ତୋଳନ ୮.୩୦ମିନିଟ ସମୟରେ ଅନୁଷ୍ଠିତ ହୋଇଥିଲା । ବ୍ଳକ ଅଧ୍ୟକ୍ଷା ଝୁନା ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ବିଡ଼ିଓ ଡ଼ା ବେବିତା ମଞ୍ଜରୀ ନାୟକ, ଶିକ୍ଷା ଅଧିକାରୀ ରବିନ୍ଦ୍ରନାଥ ରାଉତରାୟ, ଥାନା ଅଧିକାରୀ ଲକ୍ଷ୍ମଣ ଦଣ୍ଡସେନା, ସରପଞ୍ଚ ଗିରିଧାରୀ ସେଠୀ, ସମିତି ସଭ୍ୟ ଫକୀର ମୋହନ ଡାକୁଆ, ପ୍ରଧାନ ଶିକ୍ଷୟିତ୍ରୀ ନିହାର ବାଳା ରାଉତ, ସାମାଜିକ ସୁରକ୍ଷା ଅଧିକାରୀ ପ୍ରଣୟ କୁମାର ନାୟକ, ଶିକ୍ଷକ ପ୍ରଫୁଲ୍ଲ କୁମାର ମିଶ୍ର,ବହୁ ବୁଦ୍ଧିଜୀବୀ, ବରିଷ୍ଠ ନାଗରିକ ଉପସ୍ଥିତ ଥିଲେ । ୧୫ଟି ପରେଟ ଗ୍ରୁପ ଅଂଶ ଗ୍ରହଣ କରି ପରେଟ ପ୍ରଦର୍ଶନ କରିଥିଲେ । ପରେଟରେ କଲେଜ ସ୍ତରରେ ସାମନ୍ତରାୟ ମହାବିଦ୍ୟାଳୟ ,ଉଚ୍ଚ ମାଧ୍ୟମିକ ସ୍ତରରେ କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ ଉଚ୍ଚ ପ୍ରାଥମିକ ସ୍ତରରେ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ପ୍ରଥମ ସ୍ଥାନ ହାସଲ କରିଥିବାରୁ ସେମାନଙ୍କୁ ମାନପତ୍ର ଏବଂ ଟ୍ରଫି ପ୍ରଦାନ କରାଯାଇଥିଲା । ବିଭିନ୍ନ ପ୍ରତିଯୋଗୀତାରେ କୃତିତ୍ୱ ଅର୍ଜନ କରିଥିବା କୃତି ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା । ଛାତ୍ର ଛାତ୍ରୀ ମାନେ ଦେଶପ୍ରେମରେ ଉଦବୁଦ୍ଧ ହୋଇ ଦେଶ ତଥା ରାଜ୍ୟର ବିକାଶ କରିବାକୁ ଚେଷ୍ଟା କରିବାକୁ ମୁଖ୍ୟ ଅତିଥି ପରାମର୍ଶ ଦେଇଥିଲେ । କଣ୍ଟିଲୋରୁ ଆସିଥିବା ଅବସରପ୍ରାପ୍ତ ସେନା କର୍ମଚାରୀ ଗୋବିନ୍ଦ ଚନ୍ଦ୍ର ମହାରଣା ଆଖିରେ ଅନ୍ଧପୁଟୁଳି ବାନ୍ଧି ବାଇକ ଚଳାଇ ଛାତ୍ର ଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ସାମନ୍ତରାୟ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ବିଶାଳ ଶୋଭାଯାତ୍ରା କରି ଜନସଚେତନତା ସୃଷ୍ଟି କରିବା ସହିତ ଗାନ୍ଧୀଙ୍କ ପୀଠରେ ପଥପ୍ରାନ୍ତ ନାଟକ କରି ମନୋରଞ୍ଜନ କରିଥିଲେ । ଗଣିଆ ଶିଶୁ ରାଇଜ, ମହାବୀର ସାଂସ୍କୃତିକ ପରିଷଦ,ଗଣିଆ ଥାନା,ଗଣିଆ ଉନ୍ନୟନ କମିଟି, ପଞ୍ଚାୟତ ସମିତି, ତହସିଲ କାର୍ଯ୍ୟାଳୟ, ରଘୁନାଥ ଜୀଉ ଡିଗ୍ରୀ ମହାବିଦ୍ୟାଳୟ,  ବନମାଳୀ ବାରିକ୍ ମହାବିଦ୍ୟାଳୟ ଆଡକଟା, ବନବିଭାଗ,ଦମକଳ କେନ୍ଦ୍ର, ମହାନଦୀ ପବ୍ଲିକ ସ୍କୁଲ, ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର, ସରସ୍ବତୀ ଶିଶୁ ମନ୍ଦିର, ରାମଚନ୍ଦ୍ର ପ୍ରାଣବନ୍ଧୁ ଉଚ୍ଚ ବିଦ୍ୟାଳୟ ପରିସରରେ ପତାକା ଉତ୍ତୋଳନ ହୋଇଥିବା ଜଣାପଡିଛି । ସମସ୍ତ ଅନୁଷ୍ଠାନରେ ଶୃଙ୍ଖଳାର ସହିତ ପତାକା ଉତ୍ତୋଳନ  ହୋଇ ଯାଇଛି l
 (ବିଜୟଲକ୍ଷ୍ମୀ ରାଉତ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like