-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଗୋପାଳପୁର ଆଶ୍ରମ ବିଦ୍ୟାଳୟରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ

15-Aug-2024



ବରଗଡ଼ ଜିଲ୍ଲା ଭଟଲି ବ୍ଲକ୍ ଅନ୍ତର୍ଗତ ଗୋପାଳପୁର ସ୍ଥିତ ଆଶ୍ରମ ବିଦ୍ୟାଳୟରେ   ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ଅଗ୍ରଣୀ ସାମାଜିକ ସେବା ସଙ୍ଗଠନ ଜନ କଲ୍ୟାଣ ସେବା ଟ୍ରଷ୍ଟ ଆନୁକୂଲ୍ୟରେ ଆୟୋଜିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବରେ ଭଟଲି ବ୍ଲକ୍ ଶିକ୍ଷା ଅଧିକାରୀ ସରୋଜ କୁମାର ଭୁଏ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ପାଇଁ ସହିତ ଟ୍ରଷ୍ଟର ସମସ୍ତ କାର୍ଯ୍ୟକ୍ରମର ପ୍ରଶଂସା କରିଥିଲେ।ସ୍ୱତନ୍ତ୍ର ଅତିଥି ଭାବରେ ଯୋଗ ଦେଇ ସମାଜସେବିକା ଅଞ୍ଜନା ଦାଶ ଭଟଲି ବ୍ଲକର ବିଭିନ୍ନ ସ୍ଥାନରେ ଜନ କଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିବା ପାଇଁ ମତବ୍ୟକ୍ତ କରିଥିଲେ। ସମ୍ମାନିତ

ଅତିଥି ଭାବରେ ମିଲେଟ୍ ମିଶନର ସୁଶ୍ରୀ ସୁନନ୍ଦା ସେଠ୍ , ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ  ରାମ ହନୁମନ୍ତ ରେଡ୍ଡୀ ଯୋଗ ଦେଇଥିବା ବେଳେ ଟ୍ରଷ୍ଟର ପ୍ରତିଷ୍ଠାତା ଶ୍ରୀଯୁକ୍ତ ମୁକୁନ୍ଦ ଦାଶ ଭଟଲି ବ୍ଲକର ବିଭିନ୍ନ ସ୍ଥାନରେ ଜନ କଲ୍ୟାଣ ମୂଳକ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଦୃଢ଼ ପ୍ରତିଶ୍ରୁତି ଦେଇଥିଲେ।

ଆୟୋଜକ ଶିକ୍ଷାନୁଷ୍ଠାନମାନଙ୍କର ମୁଖ୍ୟଙ୍କୁ ମାନପତ୍ର ଏବଂ ସାଧାରଣ ଜ୍ଞାନ ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଶ୍ରୁତି ପୋଢ଼, ହେମାନଶିଷ ପଧାନ, ସିଲି ସା, ବର୍ଷାରାଣୀ ସାହୁ, ସସ୍ମିତା ତାଣ୍ଡି, ମଞ୍ଜରୀ ମହାପାତ୍ର, ସଞ୍ଜୀବ ଭୁଏ, ନିଷିତା ମଲ୍ଲିକ, ପରେଶ କାଲସା, ଆକାଂକ୍ଷା ସାହୁ, ସେଜଲ ସାହୁ, ପ୍ରଜ୍ଞା ବେହେରା, ଡୋନା ନାଏକ, ଶ୍ରୁତି ପଧାନ ଏବଂ ଦେବାଂଶୀ ନାଏକଙ୍କୁ ପ୍ରତିଭା ସମ୍ମାନ ପ୍ରଦାନ କରାଯାଇ ଥିଲା। ଜନ କଲ୍ୟାଣ ସେବା ଟ୍ରଷ୍ଟର ଆଜୀବନ ସଦସ୍ୟତା ଗ୍ରହଣ କରିଥିବା  ଭଟଲି ବ୍ଲକର ପରିବେଶବିତ୍ ତଥା ଶିକ୍ଷକ ସଞ୍ଜୟ ଖମାରୀ, ଶିକ୍ଷକ ଉଚ୍ଛବ ଭୁଏ, ଶିକ୍ଷୟିତ୍ରୀ ଯମୁନା ଭୁଏ, ପ୍ରକୃତିପ୍ରେମୀ ଦୟାନିଧି ପଧାନ, ପ୍ରକୃତିବନ୍ଧୁ ଚନ୍ଦ୍ରକାନ୍ତ ସାହୁ, ଶିକ୍ଷକ ଆଶିଷ କୁମାର ରଥ, ଶିକ୍ଷକ କୈଳାସ ଭୁଏ, ଶିକ୍ଷକ କୃଷ୍ଣ କେଦାର ସାହୁ, ଶିକ୍ଷକ ନିମାଇଁ ଚରଣ ପତି ଏବଂ ଅଙ୍କିତା ପଣ୍ଡିତଙ୍କୁ ଅନୁଷ୍ଠାନ ତରଫରୁ ଉପଢୌକନ ସହ ପ୍ରମାଣ ପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ଶିକ୍ଷକ ଚନ୍ଦ୍ରକାନ୍ତ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଶିକ୍ଷକ ସଞ୍ଜୟ ଖମାରୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like