-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ଲକରେ ପାଳିତ ହେଲା ୭୮ତମ ସ୍ୱାଧୀନତା ଦିବସ 

15-Aug-2024



କଣ୍ଟାମାଳ(ଜୟ କୁମାର ମହାରଣା):  ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକର ବିଭିନ୍ନ ସ୍ଥାନରେ ହର୍ଷଲ୍ଲାସ ସହ ପାଳିତ ହେଲା ୭୮ତମ ସ୍ୱାଧୀନତା ଦିବସ l ବ୍ଲକ ପ୍ରଶାସନ ପକ୍ଷରୁ କଣ୍ଟାମାଳ ହାଇସ୍କୁଲ ପଡିଆରେ ଆୟୋଜିତ ବ୍ଲକସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ କଣ୍ଟାମାଳ ବିଧାୟକ କହ୍ନେଇ ଚରଣ ଡାଙ୍ଗ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ ରଖିଥିଲେ l ପରେ ବ୍ଲକସ୍ତରୀୟ ସମ୍ମିଳିତ ପ୍ୟାରେଡ଼କୁ ଅଭିବାଦନ ଗ୍ରହଣ

କରିଥିଲେ l  ଏହିଅବସରରେ ବିଭିନ୍ନ ପ୍ରତିଯୋଗିତା ର କୃତି ଛାତ୍ରୀଛାତ୍ର ମାନଙ୍କୁ ପୁରସ୍କୃତ କରାଯିବା ସହ  ପ୍ୟାରେଡ଼ରେ ଶ୍ରେଷ୍ଠ ପ୍ରଦର୍ଶନକାରି ଦଳକୁ ଟ୍ରଫି ପ୍ରଦାନ କରାଯାଇଛି  l  ଏହିଅବସରରେ ସ୍କୁଲ ପିଲାମାନଙ୍କ ଦ୍ୱାରା ଦେଶଭକ୍ତି ସଂଗୀତର ଧୁନ ସହ ନୃତ୍ୟ ପରିବେଷଣ କରି ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲେ  l  ଅନ୍ୟମାନଙ୍କ ମଧ୍ୟରେ କଣ୍ଟାମାଳ ପଞ୍ଚାୟତ ସମିତି ଅଧ୍ୟକ୍ଷା ସସ୍ମିତା ସେନାପତି, ବିଡ଼ିଓ ସାମି ଜୟଶ୍ରୀ ରେଡ୍ଡୀ, ତହସିଲଦାର ଶ୍ୱେତପଦ୍ମ ଯୋଶୀ, ଜିଲ୍ଲାପରିଷଦ ସଭ୍ୟା ପଦ୍ମାଳୟା ପ୍ରଧାନ, ସୁମିତ୍ରା ସାହୁ, କଣ୍ଟାମାଳ ଥାନାଧିକାରୀ ଭାବାନନ୍ଦ ପ୍ରଧାନ ପ୍ରମୁଖ ଉପସ୍ଥିତ

ଥିଲେ l  ସେହିପରି ବ୍ଲକ କାର୍ଯ୍ୟାଳୟ ରେ ବ୍ଲକ ଅଧ୍ୟକ୍ଷା ସସ୍ମିତା ସେନାପତି, ତହସିଲ ରେ ତହସିଲଦାର ଶ୍ୱେତପଦ୍ମ ଯୋଶୀ, ଥାନାରେ ଥାନାଧିକାରୀ ଭାବାନନ୍ଦ ପ୍ରଧାନ,କୋର୍ଟ, ପୂର୍ତ୍ତ ବିଭାଗ, ଗ୍ରାମ୍ୟ ଉନ୍ନୟନ, ଜଙ୍ଗଲ, କେନ୍ଦୁଲିଫ, ଆଇସିଡ଼ିଏସ, ବ୍ୟାଙ୍କ, ଡାକଘର,ଉଦ୍ୟାନ କୃଷି, ଅବକାରୀ, ଜଳ ଓ ପରିମଳ ଆଦି ବିଭିନ୍ନ କାର୍ଯ୍ୟାଳୟ, ସ୍କୁଲ କଲେଜ,ବଣିକ ସଂଘ, ଏବଂ ଆମେ ସାଂସ୍କୃତିକ ପରିଷଦ, କଣ୍ଟାମାଳ ବ୍ଲକ ସାମ୍ବାଦିକ ସଂଘ ସମେତ ସମସ୍ତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଓ ବେସରକାରୀ ଅନୁଷ୍ଠାନ ଗୁଡିକରେ ପତାକା ଉତ୍ତୋଳନ ହୋଇଛି  l


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like