-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ବଲାଙ୍ଗିର ଠାରେ ୭୮ ତମ ସ୍ବାଧିନତା ଦିବସ ପାଳନ

15-Aug-2024



ବଲାଙ୍ଗିର (ମନୋରଞ୍ଜନ ତ୍ରିପାଠୀ)
 ବଲାଙ୍ଗିର ଟାଉନ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ମହା ସମାରୋହରେ ୭୮ ତମ ସ୍ବାଧିନତା ଦିବସ ପାଳିତ ହୋଇ ଯାଇଛି l। ସକାଳ ୬.୩୦ ମି଼ ରେ ବିଦ୍ୟାଳୟର ୪୦୦ ରୁ ଉର୍ଦ୍ଧ୍ବ ଛାତ୍ରୀ ଶିକ୍ଷକ ଶିକ୍ଷୟତ୍ରୀ ଓ ଶିକ୍ଷା କର୍ମଚାରୀ ସାମିଲ୍ ହୋଈ ଏକ ତ୍ରିରଙ୍ଗା ଶୋଭା ଯାତ୍ରା ଅନୁଷ୍ଠିତ ହୋଇଥିଲା l ଏଥିରେ ସ୍କୁଲ୍ ର ଗାଇଡ ଦଳ, ବ୍ୟାଣ୍ଡ ପାର୍ଟି ଦଳ, ଓ ଜେ ଆର୍ ସି ଛାତ୍ରୀ ନିଜ ନିଜ ପୋଷାକ ରେ ସାମିଲ୍ ହୋଇଥିଲେ l  ପରେ ପରେ ସ୍କୁଲ୍ ର ସ୍ଵାଧୀନତା ଦିବସ ଉତ୍ସବ ରେ ବିଶିଷ୍ଟ ସମାଜ ସେବୀ, କ୍ରାନ୍ତିକାରୀ ସଂଗଠକ ତଥା ବରିଷ୍ଠ ଓକିଲ ଶ୍ରୀ ପ୍ରମୋଦ କୁମାର ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ପ୍ୟାରେଡ ଅଭିବାଦନ କରିଥିଲେ l ଏବଂ ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଅତିଥି ଉଦବୋଧନ ଦେବା ସହିତ ବିଭିନ୍ନ କ୍ଷେତ୍ର ରେ କୃତିତ୍ୱ ଅର୍ଜନ କରିଥିବା କୃତୀ ଛାତ୍ରୀ ମାନଙ୍କୁ ମାନପତ୍ର ଓ ପୁରସ୍କାର ବିତରଣ କରିଥଲେ l ଉକ୍ତ ସଭାକୁ ବିଦ୍ୟାଳୟର ସହକାରୀ ଶିକ୍ଷକ ସତ୍ୟାନନ୍ଦ ବିଶ୍ଵାଳ ସଂଯୋଜନl କରି ଥିଲେ l ଓ ବରିଷ୍ଠ ଶିକ୍ଷୟତ୍ରୀ ଅରୁନ୍ଧତୀ ବଢ଼ାଇ ଧନ୍ୟବାଦ୍ ଅର୍ପଣ କରିଥିଲେ l ଏହା ପରେ ଛାତ୍ରୀ ମାନଙ୍କ ଦ୍ଵାରା ମଞ୍ଚ ରେ ଚିତ୍ତାକର୍ଷକ ନାଚ ଗୀତ ପ୍ରଦର୍ଶନ କରିଥିଲେ l ଛାତ୍ରୀ ମାନଙ୍କୁ ସାମୁହିକ ଭାବରେ ମିଷ୍ଟାନ୍ନ ବଣ୍ଟନ କରଯାଇଥିବା ବେଳେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ କର୍ମଚାରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like