-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ମାଧିଆପାଲି ଗ୍ରୀଡ୍ ରେ ୭୮ ତମ ସ୍ଵାଧୀନତା ଦିବସ ପାଳିତ

15-Aug-2024



ବଲାଙ୍ଗୀର (ଦେବାଶିଷ ବହିଦାର): ସ୍ଥାନୀୟ ମାଧିଆପାଲି ୧୧/୩୩ ଗ୍ରୀଡ୍ ରେ ଟିପିଡବ୍ଲୁଓଡିଏଲ୍ ଆରଇସି ସେକ୍ସନ୍ ପକ୍ଷରୁ ୭୮ ତମ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି।
ସକାଲ ୮ ଟାରେ ଜାତୀୟ ସଂଗୀତ ସହିତ ସେକ୍ସନ୍ ଅଫିସର ରିଆଜୁଲ ହକ୍ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ କମର୍ସିଆଲ ଜେଇ ମନୋଜ ପାତ୍ର, ଇ ଏସ୍ ଓ ତାପସ ବାରିକ, ଲାଇନମ୍ୟାନ ପବିତ୍ର ଖୁଣ୍ଟିଆ, ଶିବପ୍ରସାଦ ମିସ୍ତ୍ରୀ, ସୁନିଲ୍ ବାରିକ, ରମେଶ ସାହୁ, କୃତି ପଧାନ, ସୁପରଭାଇଜର ଗୋପୀକାନ୍ତ ବେହେରା, ପିତାମ୍ବର ଚନ୍ଦନ, ରୁତୁରାଜ ପଧାନ, ପ୍ରିୟନାଥ ଦଣ୍ଡସେନା, ଦିଲିପ, ବ୍ୟାସ, ପ୍ରଶାନ୍ତ, ପାଣ୍ଡବ, କୁନା, ସଲିଲ, ସୁଜ୍ଞାନ, ଅମରେନ୍ଦ୍ର,ମିକୁ, ନିରାକାର, ବ୍ରଜ, ଦିଲିପ, ରମା, ଜ୍ୟୋତି, ଆଶିଷ, ପିଣ୍ଟୁ, ବିମ୍ବାଧର, ପ୍ରଶନ୍ନ, ବାବୁଲାଲ, ରାଘବ, ମିଥୁନ ପ୍ରମୁଖ ଉପସ୍ଥିତ ରହିଥିଲେ।
ପରେ ପରେ ଏସଡିଓ ସୁନିଲ କୁମାର ସ୍ଵାଇଁଙ୍କ ଅଧ୍ୟକ୍ଷତାରେ  ଟିପିଡବ୍ଲୁଓଡିଏଲ୍ ପକ୍ଷରୁ ମନୋଜ କୁମାର ପାତ୍ର ଏଓସି ଆର୍ ଇସି 

ଇ ସି, ରୁଦ୍ର ଚରଣ ମହାନ୍ତି ଆର୍ ସି ଏମ୍ ଅଫିସର୍, ଶୈଲେଶ ନାଏକ ଏଓସି ଚୁଡାପାଲି, ଅରବିନ୍ଦ କାକଡେ ଟିସି ଆର୍ ଇ ଏମ୍, ରିଆଜୁଲ ହକ୍ ଇଏସ୍ ଓ ଆର୍ ଇ ସି ପ୍ରମୁଖ ଯୋଗଦେଇ ସେକ୍ସନ୍ ର ନିୟମିତ ଅନଲାଇନ ବିଲ୍ ଦେୟ କରୁଥିବାରୁ ବିଦ୍ୟୁତ ଗ୍ରାହକ ମାନଙ୍କୁ ନେଇ ଏକ ପୁରସ୍କାର କାର୍ଯ୍ୟକ୍ରମ ର ଆୟୋଜନ କରାଯାଇଥିଲା।ଏହି ଅବସରରେ ଅନି ନାଏକ, ବରକାନି, ଡୋଲାମଣି ଗଡତ୍ୟା, ଆର୍ ଆର୍ କଲୋନୀ, ଚକ୍ରଧର ଗଡତ୍ୟା, ଜଟିପାଲି ଙ୍କୁ ଯଥାକ୍ରମେ ମୋବାଇଲ, ରେଡିଓ ଏବଂ ଘରକରଣା ସାମଗ୍ରୀ ଅତିଥି ମାନଙ୍କ ଦ୍ଵାରା ଗ୍ରାହକ ମାନଙ୍କୁ ଉପହାର ସ୍ବରୂପ ଦିଆଯାଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like